-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ଜିଲ୍ଲା

ପ୍ରେରଣାର ଉତ୍ସ : ଭିନ୍ନ ଏକ ଗାନ୍ଧୀ

13-Jun-2022



ବଲାଙ୍ଗିର- ନାମ- ଧୋବେଇ ଚରଣ ଦାଶ। ପିତା ପଦ୍ମଲୋଚନ ଦାଶ, ମାତା ଛାୟାଦେବୀ। ଜନ୍ମହୁଏ ୧୧.୦୪.୧୯୨୬ ମସିହାରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ୍ ର ଅର୍ଜୁନପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ (ବର୍ତ୍ତମାନ ଗୁଡଖାପଲା ଗ୍ରା:ପ:) ର ଗୁଡଖାପଲା ଗ୍ରାମରେ। ଡାକ ନାଁ ଗାନ୍ଧୀ। ଗାନ୍ଧୀ କହିଲେ ଅଞ୍ଚଳରେ ସମସ୍ତେ ଜାଣନ୍ତି। ମହାତ୍ମାଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଧୋତି ଓ ଗାମୁଛା ପରିଧାନ କରି ଚାଲି ଚାଲି ବଲାଙ୍ଗିରକୁ ଅନେକ ସ୍ବାଧିନତା ସଂଗ୍ରାମ ସଭାରେ ଯୋଗଦେଇଥିଲେ। ଅତି ସରଳ ଜୀବନ ଶୈଳୀ। ପରିବାରର ଜ୍ୟେଷ୍ଠ ପୁତ୍ର ଥିଲେ। ତିନି ଭାଇ ଓ ଗୋଟିଏ ବଡ ଭଉଣୀ। ବର୍ତ୍ତମାନ ତାଙ୍କୁ ଛାଡିଦେଲେ ଆଉ କେହି ଜୀବିତ ନାହାନ୍ତି। ତାଙ୍କର ଚାରି ଝିଅ ଓ ତିନି ପୁଅ। ଋକ୍ମୁଣୀ, ପାନଦେଇ, ପୂର୍ଣ୍ଣବାସୀ ଓ ପ୍ରେମକାନ୍ତି ଚାରିଝିଅ ଏବଂ ଖୁସିରାମ, ଯୁଗଳ ଓ ହେମନ୍ତ ତିନି ପୁଅ। ସବା ସାନପୁଅ ହେମନ୍ତ କୁମାର ଦାଶ ଜଣେ ଆଦର୍ଶ ଶିକ୍ଷକ ସହ ଜଣେ ଆଶୁକବି ଭାବେ ବେଶ୍ ନାଁ କମେଇ ପାରିଛନ୍ତି।

      ଗାନ୍ଧୀ ୯୬ ବର୍ଷ ବୟସରେ ଅବତୀର୍ଣ୍ଣ ହୋଇ ସୁଦ୍ଧା ବର୍ତମାନ ଶୁଣି ପାରୁଛନ୍ତି, ଦୈନିକ ୫ କିମି ଚାଲି ପାରୁଛନ୍ତି, ସମସ୍ତ ଦାନ୍ତ ମଜବୁତ ଅଛି। ଅଞ୍ଚଳରେ ତାଙ୍କର ସମବୟସ୍କ କେହି ନାହାନ୍ତି। ତାଙ୍କ କହିବା ଅନୁସାରେ ତାଙ୍କ ବୟସ ୧୦୦ ରୁ ଉର୍ଦ୍ଧ୍ବ ହେଲାଣି। ସେ ସଂପୂର୍ଣ୍ଣ ସୁସ୍ଥ ଅଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like