-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଆରମ୍ଭ ହେଲା "ରଜ ମଉଜ -୨୦୨୨"

13-Jun-2022



ବାରିପଦା - ଗୁରୁକୁଳ ଆଣ୍ଡ ଭିଜୁଆଲ ଏକାଡାମି ଆନୁକୁଲ୍ୟରେ ବାରିପଦା ଆମ୍ବିକା ସାହି ଠାରେ "ରଜ ମଉଜ -୨୦୨୨" ର ଶୁଭା  ଉଦ୍ ଘାଟନ ହୋଇଯାଇଛି l ଜୁନ୍ ୧୩,୧୪,୧୫ ତିନିଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଏହି କାଯ୍ୟକ୍ରମକୁ ମୁଖ୍ଯ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ଯକ୍ଷା ଭାରତୀ ହାଁସଦା ଉଦ୍ ଘାଟନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସବୁଜ ସୁନ୍ଦର ବାରିପଦା ଆବାହକ ଜିତେନ୍ଦ୍ର ମହାନ୍ତି, ବିଶିଷ୍ଟ ଗାଲ୍ପିକା ଡ଼. ପୁଷ୍ପା ପାତ୍ର, ଉପନଗରପାଲ ସୀମା ଦାସ, ୧ ନୁମ୍ବର କାଉନସିଲର ସୁକେଶିନୀ ସେଠୀ, ୫ ନୁମ୍ବର କାଉନସିଲର ପୂଜା ତରେଇ, ଗୀତିକାର ସୁନୀଲ ଜେନା, ସାମ୍ବାଦିକ ସୁକାନ୍ତ ଜୀଉ, ସାମ୍ବାଦିକ ଦେବବ୍ରତ ଦେ ଓ ମିଶନଶକ୍ତି ଜିଲ୍ଲା ସଭାନେତ୍ରୀ ବିଷ୍ଣୁପ୍ରିୟା ଦାସ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲା l ଏହି କାର୍ଯ୍ୟକ୍ରମରେ ଏକକ, ଦୌତ୍ୟ ଓ ଦଳଗତ ନୃତ୍ୟ, ମ୍ୟୁଜିକ ଚେୟାର , ଚିତ୍ରାଙ୍କଣ, ପୁଚି ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହେଇଯାଇଛି ଓ ଆଜି କିଛି କାର୍ଯ୍ୟକ୍ରମ ରହିଛି l ଅନ୍ୟମାନଙ୍କ ମଧ୍ୟରେ ସଂପାଦକ ମୁନା ମୋଦୀ, ଅଭିନେତା ସମାଜ ପତି, ନୂତ୍ୟ ନିର୍ଦ୍ଦେଶକ ଜାଗନ୍ନାଥ ଦାସ, ନୂତ୍ୟ ଶିଳ୍ପୀ ସୋନା ମୁସକାନ, ପ୍ରମୁଖ କଳାକାର ମାନେ ଯୋଗ ଦେଇଥିଲେ

l କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ " ରଜକୁଇନ " ପାଇଁ ପ୍ରତିଯୋଗୀଙ୍କ ମଧ୍ୟରେ ବେଶୀ ଆଗ୍ରହ ପ୍ରକାଶ ପାଇଛି l ବହୁ ସଂଖ୍ୟାରେ ପ୍ରତିଯୋଗୀ ମାନେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ  ନିର୍ଦ୍ଦେଶକ ଲିଟନ ପଟ୍ଟନାୟକ ନିବେଦନ କରିଛନ୍ତି l ଅନ୍ୟମାନଙ୍କ ମଧ୍ୟରେ ହୁଦା ନନ୍ଦ ବାରିକ, ଦୀପକ ଘୋଷ, ଅଭିଜିତ କଲିଆ ଓ ଚିକୁ ପରିଡା ଯୋଗଦେଇ କାର୍ଯ୍ୟକ୍ରମ କୁ ପରିଚାଳନ କରିଥିଲା l

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like