-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||     

HOME   ଦେଶ ବିଦେଶ

ଏବରଫ ଝଡ଼ର ସାମ୍ନା କରି ହାଂପ୍ତା ପାସ ଅରୋହଣ କଲେ ୨୪ ଜଣ ଓଡ଼ିଆ

13-Jun-2022



ବଲାଙ୍ଗିର /୧୦ ଜୁନ ଅପରାହ୍ନରେ ୧୪୦୬୫ ଫୁଟ ଉଚ୍ଚତା ବିଶିଷ୍ଠ ହାଂପ୍ତା ପାସ ପାହାଡ଼ ଶୀର୍ଷରେ -5°c ରୁ -10°c ହାଡ଼ ଭଙ୍ଗା ଶୀତ ସହିତ ବରଫ ଝଡ (hailstorm) କୁ ସାମ୍ନା କରି କଳିଙ୍ଗ ଡେୟାରଡେଭିଲସ ଏବଂ ଥ୍ରୀଲୋଫିଲିଆର ମିଳିତ ଆନୁକୂଲ୍ୟ ରେ ଚୟନ ହୋଇଥିବା ଓଡ଼ିଶାର ୨୪ ଜଣ ପ୍ରତିଭା ଜାତୀୟ ପତାକା ଉଡ଼ାଇ ଥିଲେ। 

ଉକ୍ତ କାର୍ଯ୍ୟକର୍ମକୁ ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ସୁଜୀତ କୁମାର ଏବଂ ଆସିଷ୍ଟାଣ୍ଟ କମିଶନେର (ଇନକମ ଟେକ୍ସ) ଶ୍ରୀଯୁକ୍ତ ହୃଦୟ ଦାସ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏବଂ ପୋଲିସ ଆଇ.ଜି.ପି ଶ୍ରୀଯୁକ୍ତ ଅମିତାଭ ଠାକୁର ଶୁଭକାମନା ଜଣେଇ ଥିଲେ।
କଳିଙ୍ଗ ଡେୟାରଡେଭିଲସର ସଭାପତି ଡ.ସତ୍ୟପୀର ପଧାନ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ଏବଂ ଚଢାଳି ଦଳର ନେତୃତ୍ୱ ନେଇଥିଲେ।

ଉକ୍ତ ଦଳରେ ଭୁବନେଶ୍ୱରରୁ ଦେବବ୍ରତ ନାୟକ (୫୬), ପ୍ରକାଶ ଶତପଥୀ (୫୪), ଶୁଭଙ୍କର ମହାନ୍ତି, ଦୀପକ ରଞ୍ଜନ ଦଶ, ମିଲନ୍ ମନୋହର ପ୍ରିୟାର୍ଜନ, ଡମ୍ବରୁ ବେହେରା। କେନ୍ଦୁଝର ଜିଲ୍ଲାରୁ ଅରୁଣ କୁମାର ମହାନ୍ତ। କଳାହାଣ୍ଡି ଜିଲ୍ଲାରୁ ନୃସିଂହ ଚରଣ ପଣ୍ଡା, ସ୍ଵରାଜ ରାଉତ, ରେଶବ ପାଣିଗ୍ରାହୀ, ଜ୍ୟୋତିଷ କୁମାର ବାଗ, ଅଭିଜିତ ଦାଶ, ଜିତେନ୍ଦ୍ର କୁମାର ନାଏକ, ଜିତେନ୍ଦ୍ର ସାହୁ, ଯଶୋବନ୍ତ ଧଙ୍ଗଡାମାଝୀ, ସୌମ୍ୟ ରଂଜନ ରାଉତ, ଠାକୁର ସେନାପତି। ନୂଆପଡା ଜିଲ୍ଲାରୁ ସଚିନ ବେହେରା, ଶୋଭନ ରଥ। ବଲାଙ୍ଗୀର ଜିଲ୍ଲାରୁ ଅମନ୍ ଛତ୍ରିଆ, ସୌରଭ ସମ୍ବିତ ତ୍ରିପାଠୀ । ଦେବଗଡ଼ ଜିଲ୍ଲାରୁ ବିଶ୍ୱଜିତ୍ ପାଢ଼ୀ ଏବଂ ରାଉରକେଲାରୁ ବିଶୁ ସିଂ ପ୍ରମୁଖ ଦଳର ସଦସ୍ୟ ଥିଲେ।

ଆଠ ତାରଖ ସକାଳୁ ଆରୋହଣ ପାଇଁ ହିମାଚଳ ପ୍ରଦେଶର ଯୋବ୍ରା ଠାରୁ ଯାତ୍ରା ଆରମ୍ଭ ହୋଇଥିଲା। ଏବଂ ସର୍ବନିମ୍ନ ତାପମତ୍ରାର ପୋଷାକ ଏବଂ ସମସ୍ତ ଉପୋଜୋଗୀ ଉପକରଣ ସହିତ ସାହସିକତାର ଯାତ୍ରା ଆରମ୍ଭ ହୋଇଥିଲା। ଏବଂ ଦଶ ତାରିଖ ଅପରାହ୍ନରେ ଶେଷ ଶିଖରରେ ପହଞ୍ଚି ଦେଶ ଆଉ ରାଜ୍ୟ ପାଇଁ ଗୌରବ ଆଣିଥିଲେ। 

ସୂଚନା ଅଛିକି ଯେ ୧୩ ତାରିଖ ନୂଆଦିଲ୍ଲୀରେ କାର୍ଯ୍ୟକ୍ରମ ଶେଷ କରି ୧୫ ତାରିଖ ଅପରାହ୍ନ ଭୁବନେଶ୍ୱରରେ ସ୍ୱାଗତ ସମ୍ବର୍ଦ୍ଧନାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

(ରିପୋର୍ଟ / ରାଧାକ୍ରିଷ୍ଣ ମିଶ୍ର) 


News Comment




Photo in News

Advertisment
Lastest News
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026

You Might Also Like