-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଆଦର୍ଶ ଥାନା ବୀରମହାରାଜପୁରରେ ମେଗା ରକ୍ତଦାନ ଶିବିର - ସମୁଦାୟ 181 ୟୁନିଟ ରକ୍ତ ସଂଗ୍ରହ- ଜ଼ିଲ୍ଲାର ସବୁ ଥାନାରେ ରକ୍ତ ସଂଗ୍ରହ ଅଭିଯାନ ଜାରି

13-Jun-2022



ସୁବର୍ଣ୍ଣପୁର  ଗତକାଲି ସୁବର୍ଣ୍ଣପୁର ଜିଲ୍ଲାର ଆଦର୍ଶ ଥାନା ପରିସର ରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା  ମୁଖ୍ୟ ଅତିଥି ଭାବରେ ଏ ରକ୍ତଦାନ ଶିବିରରେ ଯୋଗ ଦେଇ ରକ୍ତ ଦାତାଙ୍କୁ ଉତ୍ସାହିତ କରି ଧନ୍ୟବାଦ ଦେଇଥିଲେ । ରାଜ୍ୟ ପୋଲିସ ବିଭାଗର ନିର୍ଦ୍ଧେଶ କ୍ରମେ ଓ ଆମ ପୋଲିସ ବ୍ୟବସ୍ଥା ମାଧ୍ୟମରେ ଆୟୋଜିତ ହେଉଥିବା ଏହି  ଜିଲ୍ଲାରେ ଯେପରି ବ୍ଲଡ଼ ବ୍ୟାଙ୍କରେ ରକ୍ତର ଅଭାବ ରହିବ ନାହିଁ ଓ ରକ୍ତର ଅଭାବକୁ ପୂରଣ କରିବା ସକାଶେ ଓଡ଼ିଶା ପୋଲିସ ତାର ଚେଷ୍ଟା ଜାରୀ ରଖିଛି ବୋଲି ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା କହିଛନ୍ତି l 
ଏହି ରକ୍ତଦାନ ଶିବିରରେ ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ , ଆଇ ଆଇ ସି ଅଞ୍ଜଳି କୁମ୍ଭାର, ଜିଲ୍ଲା ଆରକ୍ଷୀ ନିରୀକ୍ଷକ ପ୍ରଦ୍ୟୁମ୍ନ ପଟେଲ, ଜିଲ୍ଲା ପୋଲିସ ରକ୍ତ

ସଂଯୋଜକ ମନୋଜ ପଣ୍ଡା, କନେଷ୍ଟବଲ ସଂଘ ଜିଲ୍ଲା ଶାଖା ସଂଘ ସଭାପତି କୁମୁଦ ରଂଜନ ମେହେର, ସମ୍ପାଦକ ସୁଧାଂଶୁ ଶେଖର ମେଣ୍ଡେଲି, କନଷ୍ଟେବଳ ଧିରେନ୍ ବିଶ୍ଵାଳ, ହାବିଲଦାର ବିନୋଦ ବିହାରି ସାମନ୍ତରାୟ ତଥା ଅନ୍ୟାନ୍ୟ ଥାନା ଓ ଫାଣ୍ଡି ଅଧିକାରୀ ମିଶି ଏ ରକ୍ତ ଦାନ ଶିବିର କୁ ସଫଳ ମଣ୍ଡିତ କରିଥିଲେ । ଡ୍ରାଇଭର ମହାସଂଘ, ଏନସିସି ଛାତ୍ରଛାତ୍ରୀ, ଜୀବନ ବିନ୍ଦୁ ର କର୍ମକର୍ତ୍ତା, ସହୟୋଗ ସମାଜ ସେବୀ ଅନୁଷ୍ଠାନ, ବିଜୁଳି ବିଭାଗ କର୍ମଚାରୀ, ବଜରଙ୍ଗ ଦଳଓ ସର୍ବୋପରି ଅଞ୍ଚଳର ସମସ୍ତ ରକ୍ତଦାତା ରକ୍ତଦାନ ଶିବିରରେ ରକ୍ତଦାନ କରିଥିଲେ । ଜିଲ୍ଲା ରକ୍ତ ଭଣ୍ଡାରର ବିଶ୍ୱନାଥ ଜେନା, ସୁବାଷ ପଣ୍ଡା , ଜଗତ ଦରୁଆନ, ଟଙ୍କଧର କୁମର ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ ଓ ବୁର୍ଲ୍ଲା ର ରକ୍ତ ସଂଗ୍ରହ କାରୀ ଦଳ ମଧ୍ୟ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk