-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

କ୍ୟାରିୟର ଗଠନ ପାଇଁ ବିନିକାରେ ଖୋଲିଲା ସ୍ମାର୍ଟ ଲାଇବ୍ରେରୀ ।ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ ।

13-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) କ୍ରୀଡା କ୍ଷେତ୍ରରେ ଅଗ୍ରଣୀ ଭୂମିକା ତୁଲାଇ ଆସୁଥିବା ଏବଂ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ପାରଦର୍ଶିତା ଲାଭ କରିଥିବା ବିନିକା ସ୍ପୋର୍ଟସ କ୍ଲବର ବହୁ ଦିନର ସ୍ବପ୍ନ ଆଜି ସାକାର ହୋଇଚ୍ଛି । ଅତ୍ୟାଧୁନିକକରଣ ଅର୍ଥାତ୍ ସ୍ମାର୍ଟ ଲାଇବ୍ରେରୀରେ ସ୍ପୋର୍ଟସ କ୍ଲବ ପରିଣତ ହୋଇଥିବାରୁ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ ଫିତାକାଟି ଏହାକୁ ଉଦ୍ଘାଟନ କରିଥିଲେ ।ସୂଚନା ଯୋଗ୍ୟ ଯେ ସୁବର୍ଣ୍ଣପୁର ଜିଲ୍ଲା ଲାଇବ୍ରେରୀ ହଲ ଭଳି ଏଠାରେ ସ୍ମାର୍ଟ ଲାଇବ୍ରେରୀ ଶାଖା ଖୋଲାଯିବା ପରେ ଛାତ୍ରଛାତ୍ରୀଙ୍କ ଠୁଁ ଆରମ୍ଭ କରି ସ୍ବେଚ୍ଛାସେବୀ,ବରିଷ୍ଠ ନାଗରିକ,ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ଶିକ୍ଷଣୀୟ ଉପକରଣ ରହିବ ବୋଲି ଜଣାପଡିଛି ।ବିଶେଷ କରି ପାଠପଡୁଥିବା ଛାତ୍ରଛାତ୍ରୀ ମାନେ   ଏଠାରୁ ବିଭିନ୍ନ ପ୍ରକାରର ପୁସ୍ତକ ଅଧ୍ୟୟନ କରି ତାଙ୍କର ଭବିଷ୍ୟତ କ୍ୟାରିଅର ଗଠନ କରିବା ଦିଗରେ ସହାୟକ ହେବ । ଏଥିପାଇଁ ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ଉଦ୍ୟମ କ୍ରମେ,ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ତତ୍ତ୍ଵାବଧାନରେ ଏବଂ ସ୍ଥାନୀୟ ବିନିକା ବିଜ୍ଞାପିତ ପରିଷଦର ପରିଚାଳନାରେ ଆଜି ଠାରୁ  ଆରମ୍ଭ ହୋଇଥିବା ସ୍ମାର୍ଟ ଲାଇବ୍ରେରୀର ଉଦଘାଟନୀ ଉତ୍ସବରେ ବିନିକା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ ଅଧ୍ୟାପକ,ଅଧ୍ୟାପିକା,ଶିକ୍ଷକ,ଶିକ୍ଷୟତ୍ରୀ,ଅବସରପ୍ରାପ୍ତ କର୍ମଚାରୀ,ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା,ରାଜନୈତିକ ବ୍ୟକ୍ତି,ସାଧାରଣ ଲୋକ,ସ୍ପୋର୍ଟସ କ୍ଳବର କର୍ମକର୍ତ୍ତା ଉପସ୍ଥିତ ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା,ଉପଜିଲ୍ଲାପାଳ ନିହାର ରଞ୍ଜନ କହଁର,ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ବିଡ଼ିଓ ବ୍ୟାସଦେବ ବେହେରା,କନିଷ୍ଠ ଯନ୍ତ୍ରୀ ରତ୍ନାକର ଗାଇଗରିଆ,ବିବେକା ପାତ୍ର,ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର,ବରିଷ୍ଠ ସଦସ୍ୟ ଲବ କୁମାର ମାହାଣା,ପୀତବାସ ମେହେର,ବୁଲୁ ଦଣ୍ଡିଆ, ମନୋଜ ଦାସ,ସୁନୀଲ ସେଠୀ,ଶେଖର ଶର୍ମା ପ୍ରମୁଖ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମର ଶେଷରେ ସ୍ପୋର୍ଟସ କ୍ଲବର ଅଧିନାୟକ ପ୍ରତାପ ସାହୁଙ୍କ ନେତୃତ୍ୱରେ ଖେଳାଳି ମାନେ ଅପରିତକ୍ତ ଅବସ୍ଥାରେ ପଡ଼ି ରହିଥିବା ବିଜୁ ପଟ୍ଟନାୟକ ଷ୍ଟାଡିୟମର ନବ କଳେବର କରିବାକୁ ଏକ ଦାବୀପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like