-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ଜଗଦଲା ମେମୋରିଆଲ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ , ଯମୁନା ଦଳ ବିଜେତା

14-Jun-2022



ମରିବାହଲ//  ମୁରିବାହାଲ୍ ଗ୍ରାମ ପଞ୍ଚାୟତ ଘଣ୍ଟ ବାହାଲ୍ ଖେଳ ପଡିଆ ରେ ସପ୍ତମ ବାର୍ଷିକ ଅଣାକାର ଜଗ ଦଳା କ୍ରିକେଟ ଖେଳ ଉଦଯାପିତ ହୋଇଯାଇଛି। ଏଥିରେ ଯମୁନା ଦଳ ଚମ୍ପିୟାନ ହୋଇଛି। ଜୟ ହନୁମାନ କ୍ଲବ ତରଫରୁ ଆଯୋଜିତ ଫାଇନାଲ ଖେଳ ଘଣ୍ଟ ବାହାଲ ଓ ଯମୁନା ଦଳ ମଧ୍ୟରେ ହୋଇଥିଲା। ଘଣ୍ଟ ବାହାଳ ଦଳ ପ୍ରଥମ ବେଟିଂ କରି ଦଶ ଓଭର୍ ରେ ସମସ୍ତ ଉଏକେଟ୍ ହରାଇ ୯୫ ରନ୍ କରିଥିଲା ଜବାବ ରେ ଯମୁନା ୪ ଉଲକେଟ୍ ବିନିମୟରେ ଆବଶ୍ୟକ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ସେନା କର୍ମଚାରୀ ଧନେଶ୍ଵର ମାଝୀ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ବର୍ଗତ ଜଗ ଦଳା ଙ୍କ ସହଧର୍ମନି ସବିତା ଜଗ ଦଳା, ସ୍ଥାନୀୟ ସରପଞ୍ଚ ବିଶ୍ଵ ବିହାରୀ ଯୋଶୀ, ଏମ୍, ପି ପ୍ରତିନିଧି ଶ୍ରୀବତ୍ସ

ବେହେରା, କ୍ରୀଡାପ୍ରେମୀ ରାଜୁ ବାରିକ୍, ମହେଶ୍ୱର ଛୁରା ଯୋଗ ଦେଇ ବିଜେତା ଦଳକୁ ଟ୍ରଫି ସହ ୮୮୮୮ ଟଙ୍କା ଓ ଉପବିଯେତା ଦଳକୁ ଟ୍ରଫି ସହ ୫୫୫୫ ଟଙ୍କା ପୁରସ୍କାର ରାଶି ପ୍ରଦାନ କରିଥିଲେ। ବ୍ୟାସଦେବ ଛୁରା ଓ ମିଥୁନ ଛୁରା ଅମ୍ପେୟର ଦାୟିତ୍ଵ ତୁଲାଇଥିଲେ। ଲିଲୁମୋହନ ପଧାନ ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ସୁରେନ୍ଦ୍ର ଛୁରା, ରାଜୀବ ଛୁରା, ଦୋଲାମନି ଛୁରା ପ୍ରମୁଖ କାର୍ଯ୍ୟକ୍ରମକୁ  ସହୟୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like