-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଶ୍ଵ ରକ୍ତଦାତା ଦିବସ ଓ ରଜପର୍ବ ଉପଲକ୍ଷେ ବିଜେଡ଼ି ପକ୍ଷରୁ ରକ୍ତଦାନ ଶିବିର

14-Jun-2022



ବଲାଙ୍ଗିର/ପାଟଣାଗଡ ( ପୁର୍ଣ୍ଣ ଶଶୀ ଶେଖର ରାଓ) ଆଜି ବିଶ୍ୱ ରକ୍ତଦାତା ଦିବସ ଓ ରଜପର୍ବ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ପାଟଣାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ବରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ଶହେ ବିଜେଡି କର୍ମୀ ଯୋଗଦାନ କରିଥିବା ବେଳେ ୧୪ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ଏବଂ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ପୌର ଅଧ୍ୟକ୍ଷା ମାନସୀ ବିଶ୍ବାଳ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ

ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେର, ପ୍ରଦୀପ ମେହେର, ସୁକୁମାର ବାରିକ, ପରେଶ୍ ସାହୁ,ହେମବନ୍ତି ମେହେର (୧ସଭ୍ୟା ), ରୀନା ମେହେର(୨ସଭ୍ୟା ) ଓ ମକରଧ୍ବଜ ଭୋଇ ଯୋଗଦାନ କରି ରକ୍ତଦାତା ଙ୍କୁ ଉତ୍ସାହିତ କରିଥିଲେ। କିନ୍ତୁ ଏଠି ପ୍ରଶ୍ନ ଉଠୁଛି ଯେ ବାରମ୍ବାର ବିଧାୟକଙ୍କ ନେତୃତ୍ବରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ସେ ରକ୍ତ ଯାଉଛି କୁଆଡେ? ଯାହାକି ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ବିଭିନ୍ନ ସମୟରେ ରକ୍ତର ଅଭାବ ଦେଖା ଦେଇଛି।ଏ ବିଷୟରେ ପୌର ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେରଙ୍କୁ ପଚାରି ବୁଝିବାରୁ ସେ

କହିଲେ କି ଏଠି ରକ୍ତ ରହିବାକୁ ସୁବିଧା ନଥିବାରୁ ଅନ୍ୟ ଡାକ୍ତରଖାନାକୁ ରକ୍ତ ସ୍ଥାନାନ୍ତରିତ କରାଯାଉଛି। ଏହି ବିଷୟରେ ବିଧାୟକଙ୍କ ସହ ଆଲୋଚନା କରି ସୁବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।ଅନ୍ୟ ପଟେ ପୌର ଅଧ୍ୟକ୍ଷା ମାନସୀ ବିଶ୍ବାଳ କହିଛନ୍ତି ଯେ ମୁଁ ଏ ବିଷୟରେ ଅବଗତ ନଥିଲି ହେଲେ ଆଗାମୀ ଦିନରେ ତାହା ଠିକ୍ ଭାବରେ କାର୍ଯ୍ୟକାରୀ କରାଇବାକୁ ଚେଷ୍ଟା କରିବି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like