-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଭାରତର ଅଗ୍ରଣୀ ଓଡିଆ ମନୋରଂଜନ ଚ୍ୟାନେଲ – ଜୀ ସାର୍ଥକ ତାର ସମ୍ପୂର୍ଣ୍ଣ ନୂଆ ବ୍ରାଣ୍ଡ ପରିଚୟ ଉପସ୍ଥାପନ କରୁଛି

14-Jun-2022



ଭୁବନେଶ୍ୱର,୧୪ ଜୁନ ୨୦୨୨ : ଜୀ ସାର୍ଥକ, ସବୁଠୁ ଅଗ୍ରଣୀ ଓ ସବୁଠୁ ଜନପ୍ରିୟ ଓଡିଆ ମନୋରଂଜନ ଚ୍ୟାନେଲ ତାର ଓଡିଆ ଦର୍ଶକମାନଙ୍କ ସହ ଦୀର୍ଘ ଦିନରୁ ସୁସମ୍ପର୍କକୁ ଏକ ମହତ୍ୱପୂର୍ଣ୍ଣ ରୂପ ଦେବା ପାଇଁ ଏବଂ ଓଡିଶାର ନାରୀମାନଙ୍କ ପ୍ରତି ଉଚ୍ଛ୍ୱସିତ ପ୍ରଶସ୍ତି ଜଣାଇବା ପାଇଁ ଗୀତିକବିତା ମାଧ୍ୟମରେ ଆଜି ଏକ ନୂତନ ପ୍ରଚାରିଭାନ ଆରମ୍ଭ କରିଛି । ଓଡିଶାର ସାଂସ୍କୃତିକ ଐତିହ୍ୟରେ ଅନୁପ୍ରାଣୀତ ତଥା ଉତ୍କଳୀୟ ନାରୀର ବୈଶିଷ୍ଟ୍ୟ ଓ ଚମତ୍କାର ଗୁଣାବଳୀ ସହିତ ଅଦମ୍ୟ ମନୋବଳ ପ୍ରତିଫଳିତ ହେଉଥିବା ଚ୍ୟାନେଲର ଜନପ୍ରିୟ ଚରିତ୍ରଗୁଡିକ ଆଧାରରେ ନୂଆ ପ୍ରଚାରିଭାନଟି ପ୍ରସ୍ତୁତ କରାଯାଇଛି । ଏହି କ୍ୟାମ୍ପେନରେ ଗୀତଟି ଗାଇଛନ୍ତି ସୁପ୍ରସିଦ୍ଧ ପ୍ଲେ ବ୍ୟାକ୍ ସିଙ୍ଗର ଆକୃତି କାକର ଏବଂ ସଂଗୀତ ପରିଚାଳନା କରିଛନ୍ତି ଇନ୍ଦ୍ରଜୀତ ଦାସଗୁପ୍ତା । ଏହି ଚ୍ୟାନେଲର ଲକ୍ଷ୍ୟ ହେଉଛି ସମ୍ପୂର୍ଣ୍ଣ ଭିନ୍ନ ଧରଣର ଶୋ’ । ସମ୍ପର୍କ ବନ୍ଧନରେ ବାନ୍ଧି ହେଉଥିବା ସରସ କାହାଣୀ ଏବଂ ସଦ୍ୟ ପରିବର୍ତ୍ତିତ ବ୍ରାଣ୍ଡ ପରିଚୟ, ଯାହାକି ସାମଗ୍ରିକ ଭାବେ ଆଣିଦିଏ ଏକ ବର୍ଦ୍ଧିତ ଦର୍ଶକଙ୍କ ଅନୁଭୂତି – ଏହିସବୁ ମାଧ୍ୟମରେ ଏଇ ଚ୍ୟାନେଲର ଆଭିମୁଖ୍ୟ ହେଉଛି ଦର୍ଶକମାନଙ୍କ ସହିତ ସମ୍ପର୍କକକୁ ଆହୁରି ନିବିଡ କରିବା । 


ବିଗତ କିଛି ବର୍ଷ ମଧ୍ୟରେ ଜୀ ସାର୍ଥକ ତାର ଜନପ୍ରିୟ ଓ ପ୍ରଧାନ ଶୋ’ ଗୁଡିକ ଯେପରି ଝିଲୀ, ବିଜୟିନୀ, ସନାଝିଅ ସାଙ୍ଗକୁ ଦିଦି ନଂ ୧, ସାରେଗାମାପା ଏବଂ ଆହୁରି ଅନେକଗୁଡିଏ ଆଇପି ଫର୍ମାଟକୁ ନେଇ ନିଜର ପ୍ରାଧାନ୍ୟ ଯଥେଷ୍ଟ ବଢ଼ାଇଛି । ଫିକସନ ଓ ନନଫିକସନ ଶୋ’ ଗୁଡିକର ଉତ୍ତମ ମିକ୍ସ ତିଆରି ଓ ସଂଗ୍ରହ, ଯାହା ଦର୍ଶକମାନଙ୍କ ମଧ୍ୟରେ ଅନବରତ ବ୍ୟାପକ ଜନପ୍ରିୟତା ସୃଷ୍ଟି କରି ଆସୁଛି, ସେ କ୍ଷେତ୍ରରେ ପ୍ରଧାନ ଚ୍ୟାନେଲ ହିସାବରେ ଜୀ ସାର୍ଥକ ଦୃଢ଼ ଭାବରେ ଅନୁସରଣ କରିଚାଲିଛି ଏକ ଉପଭୋକ୍ତା କେନ୍ଦ୍ରିକ ଦୃଷ୍ଟିଭଙ୍ଗୀ । ସମ୍ପୂର୍ଣ୍ଣ ନୂଆ କ୍ୟାମ୍ପେନଟିରେ ରହିଛି ଉତ୍କଳୀୟ ନାରୀମାନଙ୍କର ଆବେଗ ଓ ନମନୀୟତା ଯାହା ଚ୍ୟାନେଲର ବିଷୟବସ୍ତୁ ବା କଣ୍ଟେଣ୍ଟ ତତ୍ୱ ମଧ୍ୟରେ ପ୍ରତିଫଳିତ । 

ଜୀ ସାର୍ଥକର ଚିଫ୍ ଚ୍ୟାନେଲ ଅଫିସର ଶ୍ରୀ ପ୍ରତିକ ସିଲ୍ ଚ୍ୟାନେଲର ନୂଆ କ୍ୟାମ୍ପେନ ବିଷୟରେ ଦର୍ଶାଇ କହିଥିଲେ “ ଆମେ ଆଶା କରୁ ଦର୍ଶକଙ୍କ ପ୍ରଥମ ଫିଲୋସଫି ବିଷୟରେ ଅବଗତ ହୋଇ ଆମର ଦର୍ଶକମଣ୍ଡଳୀଙ୍କୁ ଅବ୍ୟାହତ ମନୋରଂଜନ ଦେଇପାରିବୁ । ଝିଲୀ ଓ ଦିଦି ନଂ ୧ ଭଳି ସାମ୍ପ୍ରତିକ ଶୋ’ରୁ ଯେଉଁ ସାଫଲ୍ୟ ମିଳିଛି, ତାହା ଆହୁରି ସୁନ୍ଦର ମନୋରଂଜନ ପ୍ରଦାନ କରିବା ପାଇଁ ଆମର ପ୍ରତିଶ୍ରୁତିକୁ ଅଧିକ

ଦୃଢ଼ କରିବାର ବଡ ଭୂମିକା ଦେଇଛି । ଆଗାମୀ ଦିନରେ ଆମ ଦର୍ଶକମଣ୍ଡଳୀଙ୍କ ପାଇଁ ଆମ ପାଖରେ ରହିଛି ବିଶେଷ ଆକର୍ଷକଣୀୟ କଣ୍ଟେଣ୍ଟ ମାନ , ଯାହା ମଧ୍ୟରେ ଅଛି ନୂଆ ସିଜିନର ଖୁବ ଜନପ୍ରିୟ ଶୋ’ ସା ରେ ଗା ମା ପା, ଡ୍ୟାନ୍ସ ଓଡିଶା ଡ୍ୟାନ୍ସ ଏବଂ ଆହୁରି ଅନେକ ନୂଆ କାହାଣୀ । ଆମେ ମଧ୍ୟ ବହୁ ପ୍ରତ୍ୟାଶିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୁରୀ ରଥଯାତ୍ରାର ଧାରା ବିବରଣୀ ସମ୍ପ୍ରସାରଣ କରିବୁ । ଚ୍ୟାନେଲର ମନୋରଂଜନ କ୍ଷେତ୍ରରେ ସାଫଲ୍ୟ ରହିଛି, ସମ୍ପୂର୍ଣ୍ଣ ନୂଆ ବ୍ରାଣ୍ଡ ପରିଚୟ ହେଉଛି ଆଉ ଏକ ଉଚ୍ଚତା, ଯାହା ଆମର ଦର୍ଶକ ଅନୁଭୂତି ବଢ଼ାଇବା ସହିତ ଦର୍ଶକମଣ୍ଡଳୀଙ୍କ ସହ ଆମର ସମ୍ପର୍କକୁ ଆହୁରି ଘନିଷ୍ଠ କରିବ ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like