-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

  ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ସ୍ନାନ  ଯାତ୍ରା

14-Jun-2022



ଉଲୁଣ୍ଡା,(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ ଅନ୍ୟତମ ପର୍ଯ୍ୟଟନ ସ୍ଥଳୀ କୋଟସମଲେଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ସ୍ନାନ ଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହୋଇଛି l ସକାଳୁ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଖେଚୁଡ଼ି ଭୋଗ ଲାଗିପାରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗୋଟିପହଣ୍ଡିରେ ସ୍ନାନ ମଣ୍ଡପକୁ ଅଣାଯାଇଥିଲା l ସେଠାରେ ପୂଜାନୀତି ଅନୁସାରେ ହୋମ, ଯଜ୍ଞ ଆଦି କରିବାପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ମହାସ୍ନାନ କରାଯାଇଥିଲା l ପରମ୍ପରା କ୍ରମେ ହରିହରଜୋରରୁ ଅଣାଯାଇଥିବା ପବିତ୍ର ଜଳ କୁ ଯଥାକ୍ରମେ ଜଗନ୍ନାଥଙ୍କୁ 35ଗରା, ବଳଭଦ୍ରଙ୍କୁ 33ଗରା, ସୁଭଦ୍ରାଙ୍କୁ 22ଗରାଏବଂ ସୁଦର୍ଶନଙ୍କୁ 18ଗରା ଜଳରେ ସ୍ନାନ କରାଯାଇଥିଲା l ପୂଜା କାର୍ଯ୍ୟରେ ପଣ୍ଡିତ ବିଶେଶ୍ୱର ପାଢ଼ୀ ଓ ଗୁଣାକର ପଣ୍ଡା ରହିଥିବା ବେଳେ ଯଜ୍ଞ କାର୍ଯ୍ୟ  ପଣ୍ଡିତ ଦେବାର୍ଚନ ଦାସ ସମ୍ପାଦନ କରିଥିଲେ l ଗାଁ ଗଡ଼ତ୍ୟା ଚମରା ଅମାତ ଛେରାପହରା କରିଥିଲେ l କୋଭିଡ କଟକଣା ଯୋଗୁଁ ଦୁଇ ବର୍ଷର ବ୍ୟବଧାନ ପରେ ପାତାଳି ଶ୍ରୀକ୍ଷେତ୍ରରେ ସ୍ନାନ ଯାତ୍ରା ହୋଇଥିବାରୁ ବହୁ ଭକ୍ତଙ୍କ ସମାଗମ ହୋଇଥିଲା l ବିଭିନ୍ନ ଗ୍ରାମରୁ ବ୍ରାହ୍ମଣ ସେବାୟତ ମାନେ ଯୋଗଦେଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଅନବଶର ଗୃହକୁ ନେଇଥିଲେ l ପାତାଳି ଟ୍ରଷ୍ଟର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like