-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ବୌଦ୍ଧ : ଜିଲ୍ଲା ପ୍ରଶାସନ ପକ୍ଷରୁ ଜଙ୍ଗଲ ଓ ପରିବେଶ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

14-Jun-2022



ବୌଦ୍ଧ (ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା ସର୍କିଟ ହାଉସ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜଙ୍ଗଲ ଓ ପରିବେଶ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି  l ଜିଲ୍ଲା ପ୍ରଶାସନ ପକ୍ଷରୁ ମନ୍ତ୍ରୀ ଶ୍ରୀ ଅମାତ ଙ୍କୁ ଏକ ସ୍ଵତନ୍ତ୍ର ଉତ୍ସବରେ ପୁଷ୍ପଗୁଛ ସହ ଉପଢୌକନ ପ୍ରଦାନ କରଯାଇଥିଲା । ଏହି ଅବସରରେ ଆୟୋଜିତ ସଭାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ସଭା ସଂଯୋଜନା କରିଥିଲେ । ମନ୍ତ୍ରୀ ଶ୍ରୀଯୁକ୍ତ ଅମାତ ତାଙ୍କ ବକ୍ତବ୍ୟରେ ସମସ୍ତ ଅଧିକାରୀ ମାନଙ୍କୁ 5ଟି  ଅନୁଯାୟୀ କାର୍ଯ୍ୟ କରିବା ସହିତ ସମସ୍ତ ଅଧିକାରୀ ଗ୍ରାମାଞ୍ଚଳରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝି ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ କିଭଳି ଭାବରେ ପହଂଚି ପାରିବ ସେ ନେଇ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ବବିତରାଣୀ ଦଲବେହେରା, ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ,ଏସିଏଫ୍ ରାଜେନ୍ଦ୍ର ଗୋଛ।ୟତ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତ, ଡେପୁଟି କଲେକ୍ଟର ଅବନିକାନ୍ତ ସାହୁ, ନିଜରତ ଅଫିସର ତଥା ବୌଦ୍ଧ ବିଡ଼ିଓ ବିଜୟ କୁମାର ପ୍ରଧାନ, ଏବିଡ଼ିଓ ପ୍ରମୋଦ କୁମାର ମିଶ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁ,ଏନଜିଓସିସି ସମ୍ପାଦକ ରାଜେନ୍ଦ୍ର କୁମାର ମହାପାତ୍ର, ରାଜସ୍ୱ ଅମଲା ସଂଘର ଅତିରିକ୍ତ

ସମ୍ପ।ଦକ କୌଶିକ ମହାନନ୍ଦ, ଅଫିସ ସୁପରିଟେଣ୍ଟେଣ୍ଡ ଶ୍ରୀ ଜେମ୍ସ ନାଏକ, ସେକ୍ସନ୍ ଅଫିସର ସୁପ୍ରଭାବତୀ ପ୍ରଧାନ,ପ୍ରମୁଖ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ଆଗାମୀ ଦିନରେ ବୌଦ୍ଧ ଜିଲ୍ଲାର ବିକାଶ କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ମତବ୍ୟକ୍ତ କରିଥିଲେ ଏହି ଅବସରରେ ବୌଦ୍ଧ ଏ ଏନ୍ଏ ସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଯୋଗ ଦେଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତlକାନ୍ତି ବଳିଆରସିଂ ମଧ୍ୟ ମନ୍ତ୍ରୀ ଶ୍ରୀ ଅମାତଙ୍କୁ ପୁଷ୍ପଗୁଛ ଦେଇ ସମର୍ଦ୍ଧିତ କରିଥିଲେ ।ଏହି ସମର୍ଦ୍ଧାନl କାର୍ଯ୍ୟକ୍ରମରେ ସାମ୍ବାଦିକ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like