-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ବାଲିଗୁଡ଼ାରେ ବିଶ୍ଵ ରକ୍ତଦାତା ଦିବସ ପାଳନ

14-Jun-2022



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ଆଜି ନଭେମ୍ବର ୧୪,ବିଶ୍ୱ ରକ୍ତଦାତା ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ରକ୍ତଭଣ୍ଡାର ଓ ଶିକ୍ଷାନିକେତନ ମିଳିତ  ଅନୁଷ୍ଠାନ ପକ୍ଷରୁ ଏକ ରକ୍ତଦାନ ସଚେତନତା ଶୋଭାଯାତ୍ରା ଓ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସକାଳୁ ଶିକ୍ଷାନିକେତନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀଙ୍କ ସମେତ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ

ସମ୍ମୁଖରେ ଏକତ୍ରିତ ହୋଇଥିଲେ । ସେଠାରେ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ସୌମ୍ୟଦର୍ଶୀ ନାୟକ ସବୁଜ ପତାକା ଦେଖାଇ ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରୁ ବାହାରି ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ନିକଟରେ ଥିବା ଶିକ୍ଷାନିକେତନ ଶିକ୍ଷାନୁଷ୍ଠାନରେ ପହଁଚିଥିଲା । ସେଠାରେ ବିଶ୍ବ ରକ୍ତଦାତା ଦିବସ ଅବସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ ହୋଇଥିଲା । ସେଠାରେ ବାଲିଗୁଡ଼ା ତହସିଲଦାର ଶଶାଙ୍କ ଶେଖର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରର ଶୁଭାରମ୍ଭ କରିଥିଲେ । ସର୍ବ ପ୍ରଥମେ ବାଲିଗୁଡ଼ାରେ ଯୁବ ସମାଜସେବୀ ଅମିତ୍ କୁମାର ନାୟକ ପ୍ରଥମେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଆମ ଅଞ୍ଚଳରେ ରକ୍ତାଭାବ ଦୁର କରିବା ଓ ରକ୍ତଦାନ କରିବାପାଇଁ ଅଞ୍ଚଳବାସୀଙ୍କୁ ଶୋଭାଯାତ୍ରା ଓ ସ୍ଲୋଗାନ ମାଧ୍ୟମରେ ଉପଖଣ୍ଡ ଚିକିତ୍ସାଳୟ ରକ୍ତଭଣ୍ଡାର ଓ ଶିକ୍ଷାନିକେତନ ଦ୍ବାରା ଆମର ଏହି ପ୍ରୟାସ ବୋଲି କହିଛନ୍ତି ଡାକ୍ତର ସୌମ୍ୟଦର୍ଶୀ ନାୟକ । ଅନ୍ୟପଟେ ବର୍ତ୍ତମାନ ସମୟରେ ବିଭିନ୍ନ ଅଞ୍ଚଳରେ ଲୋକେ ବିଭିନ୍ନ ରୋଗରେ ପିଡିତ ଶେଇ ରୋଗୀ ରକ୍ତ ଅଭାବରୁ ମୃତ୍ୟୁବରଣ କରୁଛନ୍ତି । ଆମ ଅଞ୍ଚଳରେ ସେଭଳି ପରିସ୍ଥିତି

ଦେଖାନଯାଉ । ଆଜିର ଏହି ଅବସରରେ ସମସ୍ତ ଯୁବ ପିଢ଼ିକୁ ମୁଁ ଆହ୍ବାନ କରୁଛି ସମସ୍ତେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ ଏବଂ ଆମ ଅଞ୍ଚଳକୁ ସୁସ୍ଥ ରଖିବା ସହ ଅଞ୍ଚଳରୁ ରକ୍ତାଭାବ ଦୂର କରିବା ପାଇଁ ନିଜ ବକ୍ତବ୍ୟରେ କହିଛନ୍ତି ତହସିଲଦାର ଶଶାଙ୍କ ପାତ୍ର । ସେପଟେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିକ୍ଷାନିକେତନର ଏହି ପ୍ରଚେଷ୍ଟା ଜାରି ରହିଛି । ସେତୁ ବନ୍ଧନରେ ଗୁଣ୍ଡୁଚି ମୂଷାର ସହଭାଗିତା ଭଳି ଅଞ୍ଚଳରୁ ରକ୍ତାଭାବ ଦୂର କରିବା ପାଇଁ ଶିକ୍ଷାନିକେତନର ଏହି ଛୋଟିଆ ପ୍ରଚେଷ୍ଟା ବୋଲି କହିଛନ୍ତି ଶିକ୍ଷାନିକେତନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀ । ଶିକ୍ଷା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ସବୁବେଳେ ନିଜକୁ ସମର୍ପଣ କରୁଥିବା ବେଳେ ଶ୍ରୀ ପାଢ଼ୀଙ୍କ ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ବେଶ  ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like