-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲା ପ୍ରସାଶନ ତରଫରୁ ବିଶ୍ବ ରକ୍ତଦାତା ଦିବସ ପାଳିତ

14-Jun-2022



ବୌଦ୍ଧ (ପ୍ରେରଣl ଖବର) ବୌଦ୍ଧ ଜାତୀୟ ସ୍ବାସ୍ଥ୍ୟମିଶନ୍ ତାଲିମ୍ କକ୍ଷରେ ବିଶ୍ବ ରକ୍ତଦାତା ଦିବସ ପାଳିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୌଦ୍ଧ ବିଜ୍ଞାପିତ ଅଂଚଳ ପରିଷଦର ଅଧ୍ୟକ୍ଷ ମୃତ୍ୟିଂଜୟ ମିଶ୍ର ଯୋଗଦେଇ ବୌଦ୍ଧରେ ରକ୍ତଦାନ କାର୍ଯକୁ ଆହୁରି ବ୍ୟାପକ କରିବାକୁ ଆହ୍ବାନ ଦେଇଥିଲେ। ଜିଲ୍ଲାରେ ରୋଗୀଙ୍କ ଆବଶ୍ୟକତା ମୁତାବକ ରକ୍ତ ଭରଣା କରିବା ପାଇଁ ଆଗାମୀ ଦିନରେ ପ୍ରତ୍ୟେକ ଗ୍ରାମରେ ରକ୍ତଦାନ ଶିବିର ମାନ ଆୟୋଜନ କରିବାକୁ ଅନୁଷ୍ଠାନ ମାନଙ୍କୁ ଆଗେଇ ଆସିବାକୁ ଅନୁରୋଧ କରା ଯାଇଥିଲା। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଅଭୟ କୁମାର ଦାଶ, ରକ୍ତଭଣ୍ଡାର ଅଧିକାରୀ ଡା. ରାମଚନ୍ଦ୍ର ଦେଓ

ହେମ୍ରମ୍, ଡେପୁଟି କଲେକ୍ଟର୍ ଅବନୀକାନ୍ତ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂ, ରୋଟାରି କ୍ଲବ୍, ଗଣମାଧ୍ୟମର ପ୍ରତିନିଧି, ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ଆଶାକର୍ମୀ, ତଥା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ମାନେ ଯୋଗ ଦେଇଥିଲେ। ପରେ ପରେ ଜିଲ୍ଲା ରକ୍ତ ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଥିରେ ୩୩ ୟୁନିଟ୍ ରକ୍ତ ସଂଗ୍ରହ କରା ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like