-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବେଆଇନ ବାଲି ଚାଲାଣ ନେଇ ସାତ କୋଟି ଟଙ୍କା ର ଫାଇନ,ଫାଇନ ଆଦାୟ ରାଶି ଗଲା କୁଆଡେ ?

15-Jun-2022



ବଲାଙ୍ଗୀର/ଟିଟିଲାଗଡ(ସନ୍ତୋଷ କୁମାର ନାଏକ) :ଟିଟିଲାଗଡ ତହସିଲ ଅଞ୍ଚଳରୁ ବିଗତ ଦିନରେ ଚୋରା ରେ  ବ୍ୟାପକ ବେଆଇନ ଭାବେ ବାଲି ଚାଲାଣ କରିଆସୁ ଥିବା ଆର୍ଡିଏସ ଟ୍ରାନ୍ସପୋର୍ଟ ନାମକ କମ୍ପାନୀ ର ଦୁଇଟି ହାଇବା ଗାଡି ଧରପଗଡ଼ କରି ସାତ କୋଟି ଟଙ୍କାର ରୋୟାଲଟି ବା ଜୋରିମାନା ଧାର୍ଯ୍ୟ କରାଯାଇଥିଲା । ଟିଟିଲାଗଡ ତହସିଲଦାର ଏହି ରୋୟାଲଟି ଟଙ୍କା ଆଦାୟ ନ କରି ସଲାସୁତୁରା ନୀତି କରି ହଡପ କରିଥିବା ଯୁବ ସ୍ବେଚ୍ଛାସେବୀ ସଙ୍ଘ ଅଭିଯୋଗ କରି ଘଟଣାର ତଦନ୍ତ ପାଇଁ ଲିଖିତ ଦାବି ପତ୍ର ମାନ ପ୍ରେରଣ କରିଛି । ପ୍ରକାଶ ଯେ,ଏହି ତହସିଲ ଅଞ୍ଚଳ ରୁ ନିୟମିତ ବଡ଼,ବଡ଼ ବ୍ୟବସାୟୀକ ପ୍ରତିଷ୍ଠାନ ଗୁଡ଼ିକ ରୁ ତଥା ନାମୀ,ଦାମୀ ବ୍ୟବସାୟୀ ଙ୍କ ସହ ଟିଟିଲାଗଡ ତହସିଲଦାର ସଲା,ସୁତୁରା ନୀତି କରି ବେଆଇନ ବାଲି ତଥା ଅନ୍ୟ ସାମଗ୍ରୀ ଚାଲାଣ ହୋଇ ଆସୁଛି । ଏପରି କି ତେଲ ନଦୀ ରୁ ନିୟମିତ ବାଲି ତୁମୁଡିବନ୍ଧ ତଥା ଦୂର,ଦୁରାନ୍ତ କୁ ନିୟମିତ ଚାଲାଣ ହୋଇ ଆସୁଛି । ଉକ୍ତ ଗାଡି ଗୁଡ଼ିକ ରେ ବିନା ରୋୟାଲଟି ରେ ବେଆଇନ ଭାବେ ବାଲି ଓ ଅନ୍ୟାନ୍ୟ ସାମଗ୍ରୀ ଚାଲାଣ କରାଯାଉଥିବା ବେଳେ ସେ ନେଇ କୌଣସି ପଦକ୍ଷେପ ତହସିଲଦାର ନ ନେଇ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ହେଉଛି । ଅପରପକ୍ଷରେ ତହସିଲଦାର କେବଳ କିଛି ଟ୍ରାକ୍ଟର ଗୁଡିକ ଉପରେ ପଦକ୍ଷେପ ନେଇ ମିଥ୍ୟା ବାହା,ବାଃ ନେବା ଦେଖାଯାଉଛି । ସେହିପରି ତହସିଲଦାର ବିନା କାରଣ ରେ ନା ନା ଆଳ ରେ ଟ୍ରାକ୍ଟର ଗୁଡିକ ରୁ ହଜାର,ହଜାର ଟଙ୍କା ରୋୟାଲଟି ଆଦାୟ କରୁଥିବା ନେଇ ଅସନ୍ତୋଷ ଦେଖା ଦେଇଛି । ପ୍ରକାଶ ଯେ,ମନୋଜ ଗୋଲ ନାମକ ଜଣେ ବ୍ୟବସାୟୀ,ବଙ୍ଗୋମୁଣ୍ଡା ଅଞ୍ଚଳର ଅଗ୍ରୱାଲ ଟ୍ରେଡ଼ର୍ଶ,ଟିଟିଲାଗଡ ର ଆର୍ଡିଏସଏସ ,ଏଆରଏସଏସ ପରି ପ୍ରତିଷ୍ଠାନ ଉପରେ କୌଣସି ପଦକ୍ଷେପ ନ ନେବା କାରଣ କଣ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏ ନେଇ  ତହସିଲଦାର ଙ୍କ ମାତ୍ରାଧିକ କାର୍ଯ୍ୟକଳାପ ନେଇ ବିଭାଗୀୟ ମୁଖ୍ୟ ଶାସନ ସଚିବ ଦୃଷ୍ଟି ଦେବାକୁ ଦୃଢ଼ ଦାବି ହୋଇ ଆସୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like