-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଯୁବକ ସଂଘ ତରଫରୁ ସଚେତନତାମୂଳକ କାର୍ଯ୍ୟକ୍ରମ

22-Nov-2020



ପାଟଣାଗଡ଼ (ଗୋରେଖନାଥ ବରିହା ) ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ଲରମ୍ଭା ପଞ୍ଚାୟତ ରାଜୀବଗାନ୍ଧୀ ସେବା କେନ୍ଦ୍ର ପରିସରରେ ଯୁବକ ସଂଘ ର ଉନ୍ନତିମୂଳକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନେହେରୁ ଯୁବ କେନ୍ଦ୍ର ବଲାଙ୍ଗୀର ଓ ଆଦର୍ଶ ବୀଣାପାଣି ଯୁବକ ସଂଘ ଲରମ୍ଭା ଙ୍କ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ଲରମ୍ଭା ସରପଞ୍ଚ ସତ୍ୟବାନ୍ ପାଣ୍ଡେ ଓ ସମାଜସେବୀ ବିରଞ୍ଚି ପାଣ୍ଡେ  ମୁଖ୍ୟ ଅତିଥି  ଓ ପଞ୍ଚାୟତ ସମିତି କଲେଜ୍ ଘସିଏନ ର ଓଡ଼ିଆ ଅଧ୍ୟାପକ ସୁରେଶ ଚନ୍ଦ୍ର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ  ବର୍ତମାନ ଯୁଗରେ ଶାନ୍ତି ଶୃଙ୍ଖଳିତ ସାମାଜ ଗଠନ ପାଇଁ ଯୁବ ଶକ୍ତି ର ଆବଶ୍ୟକ ରହିଛି ବୋଲି ମତବ୍ୟକ୍ତ କରିଥିଲେ। ମୂଖ୍ୟ ବକ୍ତା ଶ୍ରୀ ବେହେରା ଯୁବକ ସଂଘ ଗଠନ ର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ସାମାଜିକ ଅର୍ଥ ନୈତିକ ଶିକ୍ଷା କୁସଂସ୍କାର ତଥା ସାମୁହିକ ଉନ୍ନତି  କ୍ଷେତ୍ରରେ ଯୁବକ  ମାନେ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ । ଏଥିରେ କ୍ଳବ ଅଧିନସ୍ଥ ବିଭିନ୍ନ ଗ୍ରାମରୁ ଶତାଧିକ ଯୁବକ ମାନେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମ କୁ ସ୍ବେଚ୍ଛାସେବୀ ବିରକିଶୋର ବେହେରା ପରିଚାଳନା କରିଥିବା ବେଳେ ସ୍ବେଚ୍ଛାସେବୀକା ସ୍ନିଗ୍ଧା ମେହେର ,କୁନୀ ବରିହା , ସନ୍ତୋଷ ଘିଭେଲା , ସରୋଜ ଖମାରି , ଧର୍ମେନ୍ଦ୍ର ପ୍ରଧାନ , ଜଗଦୀଶ ବେହେରା , ସଂଗ୍ରାମ ପୁଟେଲ , ଜିତେନ୍ଦ୍ର ଭୋଇ , ପ୍ରମୁଖ ସହଯୋଗ କରିଥିଲେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like