-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ : ଗେର୍ଡା ପଞ୍ଚାୟତ ବର୍ହାମୁଣ୍ଡା ଗ୍ରାମରେ ତିନି ଦିନ ବ୍ୟାପୀ ବିରାଟ ପର୍ବ ପାଳିତ

15-Jun-2022



ପାଟଣାଗଡ - ପାଟଣାଗଡ଼ ବ୍ଲକ ଗେର୍ଡା ପଞ୍ଚାୟତ ବର୍ହାମୁଣ୍ଡା ଗ୍ରାମରେ ଜୁନ୍ ତା୧୦/୬ ରୁ ୧୨/୬ ପର୍ଯ୍ୟନ୍ତ ତିନି ଦିନ ଧରି ବିରାଟ ପର୍ବ ପାଳିତ ହୋଇଥିଲା । ପ୍ରାରମ୍ଭରେ ଜଳପୂର୍ଣ୍ଣ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ ସହ ପୂଜାର୍ଚ୍ଚନା କରାଯାଇଥିଲା । ଏଥିରେ ଯଜ୍ଞ କର୍ତ୍ତା ଭାବେ ଘନଶ୍ୟାମ ବରିହା ତାଙ୍କ ଧର୍ମପତ୍ନୀ ଧନମତୀ ବରିହା କାର୍ଯ୍ୟ ନିର୍ବାହ କରିଥିବା ବେଳେ ଚଙ୍ଗରିଆ ଗ୍ରାମର ପୂଜକ ଭାବେ ପଣ୍ଡିତ ବିପିନ ରଥ ପୂଜାର୍ଚ୍ଚନା କରିଥିଲେ । ବ୍ୟାସ ଭାବେ ସୁନାମଧନ୍ୟ ବାନ୍ଦୁପାଲିର ପାରାୟଣ ଗାୟୀକା ଆରତୀ ପଣ୍ଡା ଯୋଗଦେଇ ମହାଭାରତ ଗ୍ରନ୍ଥର ବିରାଟ ପର୍ବ ପାରାୟଣ ପଠନ କରିଥିଲେ । ତାଙ୍କର ସୁମଧୁର କଣ୍ଠସ୍ଵର ସମସ୍ତ ଶ୍ରଦ୍ଧାଳୁମାନଙ୍କୁ ବାନ୍ଧି ପାରିଥିଲେ । ଦୀର୍ଘ ଦୁଇ ବର୍ଷ ଧରି କରୋନା ମହାମାରୀ କଟକଣା ଯୋଗୁଁ ଗ୍ରାମରେ ବିରାଟ ପର୍ବ ପାଳନ ବନ୍ଦ ରହିଥିଲା । ଚଳିତ ବର୍ଷ ଗ୍ରାମବାସୀଙ୍କ ଉଦ୍ୟମରେ ତଥା ଏକତ୍ରିତ ହୋଇ ତିନି ଦିନ ଧରି ଆୟୋଜିତ ବିରାଟ ପର୍ବରେ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହିତ ଥିବା ବେଳେ ଭକ୍ତି ଭାବପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଥିଲା । ପ୍ରତ୍ୟେକ ଦିନ ସନ୍ଧ୍ୟାରେ ଖଞ୍ଜଣି ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ପଶ୍ଚିମ ଓଡ଼ିଶା ଲୋକକଳା ପୁନଃଉଦ୍ଧାର ପରିଷଦ ପକ୍ଷରୁ ଏକ ସଭା ଆୟୋଜନ କରାଯାଇଥିଲା। ଏଥିରେ ପରିଷଦର ସଂପାଦକ ମିନକେତନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ବନ୍ଦେ ଉତ୍କଳ ଲୋକକଳା ଲୋକ ସଂସ୍କୃତି ମହାସଂଘ ପକ୍ଷରୁ ପୁରୀ ଠାରେ ଆସନ୍ତା ତା ୨୮./୮/୨୦୨୨ ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହେବ। ଯେଉଁ କଳାକାରମାନେ ଏଥିରେ ଯୋଗଦେବା ପାଇଁ ଇଚ୍ଛୁକ ସେମାନେ ଜିଲ୍ଲା ସଭାପତି ଓ ସଂପାଦକଙ୍କ ଠାରୁ ସୁପାରିଶ ପାଇବା ଆବଶ୍ୟକ ବୋଲି ଶ୍ରୀ ପ୍ରଧାନ ସୂଚନା ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ କଳାକାର ଯୋଗଦାନ କରିବାକୁ ନିବେଦନ କରିଥିଲେ । ଏଥିରେ ଆଖପାଖ ଅଂଚଳରୁ ବହୁ ଭକ୍ତ ଶ୍ରଦ୍ଧାଳୁମାନେ ଯୋଗଦେଇ ଭଗବାନଙ୍କ ସାନ୍ନିଧ୍ୟ ଲାଭ କରିଥିଲେ। ପୂଜା ପରିଚାଳନା କମିଟିର ଦ୍ରୋଣ ବରିହା, ସଦାନନ୍ଦ ବରିହା, ଦୁଖିଶ୍ୟାମ ବରିହା, ମନବୋଧ ବରିହା, ଗୋବିନ୍ଦ ବରିହା, ରଣଜିତ ବରିହା, ଈଶ୍ଵର ହାତୀ,ଭୋଦେବ ହାତୀ, କୌବଲ୍ୟ ବାଗ ପ୍ରମୁଖଙ୍କ ସହ ଓ ଗଣେଶ ପୂଜା କମିଟିର ଯୁବକ ଗୋଷ୍ଠୀ ସମେତ ଗ୍ରାମବାସୀ ସହଯୋଗ କରିଥିବା ବେଳେ ସମସ୍ତ ଭକ୍ତମାନଙ୍କ ପାଇଁ ଅନ୍ନ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like