-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଏମ ଫିଟନେସ ପକ୍ଷରୁ ରକ୍ତଦାନ ଶିବିର

15-Jun-2022



ବଲାଙ୍ଗିର // ଆଜି ସକାଳୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଡାକ୍ତରଖାନରେ ଏମ ଫିଟନେସ ପକ୍ଷରୁ  ୧୯ ଜଣ କର୍ମକର୍ତା ରକ୍ତଦାନ କରିଛନ୍ତି ରକ୍ତର ବିକଳ୍ପ ନାହିଁ ତେଣୁ ବର୍ଷକୁ ୩ଥର ଏ ଏମ୍ ଫିଟନେସ୍ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରଯାଉଛି ବୋଲି ମନୀଷ କୁମାର କହିଛନ୍ତି  । ନୂତନ ରକ୍ତଦାତା ସୃଷ୍ଟି କରିବା ନିମନ୍ତେ ଏକ ସଚେତନ ଶୋଭାଯାତ୍ରା କରାଯାଇଥିଲା । ଭୀମ ଭୋଇ ମେଡିକାଲ କଲେଜର ଇନ୍‌ଚାର୍ଜ ସୁପରିଟେଣ୍ଡଣ୍ଟ ଡ. ମୁରଲିଧର ପାଣିଗ୍ରାହୀ ଓ ଅତିରିକ୍ତ ସୁପରିଟେଣ୍ଡଣ୍ଟ ଡ. ପ୍ରଭାତ କୁମାର ରଥ ପତାକା ଦେଖାଇ ସଚେତନ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଥିଲେ । ସଚେତନତା ଶୋଭାଯାତ୍ରା କାର୍ଯ୍ୟକ୍ରମରେ ଏ.ଏନ୍‌,ଏମ୍ ଟ୍ରେନିଂ ପ୍ରଶିକ୍ଷାର୍ଥୀ ତଥା ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ରୀତାଞ୍ଜଳି ମିଶ୍ର, ଡ. ସୁମିତ କୁମାର ମୁଣ୍ଡ, ଯୁବ ରେଡକ୍ରସ ସଂଯୋଜକ ଡ. ଦୈତାରୀ ପୁଝାରୀ, ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ, ମୀନ କେତନ ଡାଙ୍ଗ, ଯଦୁମଣି ବଗର୍ତ୍ତି, ସୁନନ୍ଦା ରାଣୀ ମହାପାତ୍ର, ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ସାମିଲ ଥିଲେ । ପରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ଓ ଏ.ଏମ୍ ଫିଟନେସ୍ କ୍ଲବ ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସ୍ୱେଚ୍ଛାକୃତ ଭାବରେ ୨୭ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । କାର୍ଯ୍ୟକ୍ରମରେ ଏ.ଏମ୍ ଫିଟନେସ କ୍ଲବର ରୁପକ ବରାଳ, ଶଙ୍କର ଜୁଏଡ, ମନୀଷ ଅଗ୍ରୱାଲା, ଆର୍ତ୍ତତ୍ରାଣ ପାଢୀ, ରେଡକ୍ରସ କର୍ମୀ, ରକ୍ତଭଣ୍ଡାରର କର୍ମଚାରୀ ଗଣ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଲେବୋଟ୍ରି ଟେକ୍‌ନିସିଏନ୍ ନରେଶ ଚନ୍ଦ୍ର ମିଶ୍ର ପରିଚାଳନା କରିଥିବା ବେଳେ ଦୁର୍ଗା ପ୍ରସାଦ ଆଚାର୍ଯ୍ୟ ଧନ୍ୟବାଦ ଦେଇଥିଲେ ।

 (ରାଧାକୃଷ୍ଣ ମିଶ୍ର ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like