-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଖେଳ

ବଲାଙ୍ଗୀର ପ୍ରଥମ ଫ୍ଲଡଲାଇଟ୍ ଭଲିବଲ ଚମ୍ପିଆନସିପ୍ ଉଦ୍‌ଘାଟିତ 

22-Nov-2020



ବଲାଙ୍ଗୀର, ବଲାଙ୍ଗିର ଆଜି ଅପରାହ୍ନ ୪.୩୦ ସମୟରେ ଜିଲ୍ଲା କ୍ରିଡାସମ୍ପାଦକ ହରିନାରାୟଣ ପୁଜାରୀଙ୍କ କରକମଳରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ପରିସରରେ ଫ୍ଲଡ ଲାଇଟ ଖେଲ ପଡିଆ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ତଥା ଜିଲ୍ଲା ବାହାରର ୬ଗୋଟି ଦଳକୁ ନେଇ ଏକ ଭଲିବଲ ଚାମ୍ପିଆନସିପ୍ ଅନୁଷ୍ଠିତ ହୋଇଥିଲା । ଉକ୍ତ ପ୍ରତିଯୋଗିତାର ପ୍ରଥମ ମ୍ୟାଚରେ ବଲାଙ୍ଗିର ଦଳ ଲୁକାପଡାଦଳକୁ ୨-୦ ସେଟ୍ ରେ ହରାଇ ବିଜୟୀ ହୋଇଥିଲା । ଦ୍ୱିତୀୟ ମ୍ୟାଚ୍‌ରେ ପାଟଣାଗଡ ଦଳ ଶିବତଲା ଦଳକୁ ୨-୦ ସେଟ୍‌ରେ ହରାଇ ବିଜୟ ହୋଇଛି । ତୃତୀୟ ମ୍ୟାଚରେ ବଲାଙ୍ଗିର ଦଳ ସୋନପୁର ଦଳକୁ ୨-୦ ସେଟ୍‌ରେ ହରାଇ ଫାଇନାଲକୁ ଉନ୍ନିତ ହୋଇଥିଲା ।
ଚତୁର୍ଥମ୍ୟାଚରେ ଶିକ୍‌ସର କ୍ଳବ ବଲାଙ୍ଗିର ଶିବତଲାଠାରୁ ୨-୦ ସେଟ୍‌ରେ ବିଜୟୀ ହେଲେ ଏବଂ ପଞ୍ଚମ ମ୍ୟାଚରେ ସୋନପୁର ଦଳ ଲୁକାପଡା ଦଳକୁ ୨-୦ ସେଟ୍‌ରେ ହରାଇ ବିଜୟୀ ହୋଇଥିଲେ । ଷଷ୍ଠ ମ୍ୟାଚ୍‌ରେ ଶିକ୍‌ସର କ୍ଳବ ପାଟଣାଗଡ ଦଳକୁ ୨-୦ ସେଟ୍‌ରେ ହରାଇ ଫାଇନାଲକୁ ଉନ୍ନିତ ହୋଇଥିଲେ । ବଲାଙ୍ଗିର ଦଳ ଏବଂ ଶିକ୍‌ସର କ୍ଳବ ମଧ୍ୟରେ ଫାଇନାଲ ଖେଳ ଜାରି ରହିଛି । ଏହି ଉତ୍ସବରେ ସମ୍ମାନିତ ଅତିଥିଭାବେ ଜିଲ୍ଲା ଖୋଖୋ ପ୍ରଶିକ୍ଷକ ତଥା ପୁର୍ବତନ ଭଲିଭଲ ଖେଳାଳି ପଦ୍ମଚରଣ ଦାସ, ପୁର୍ବତନ ଭଲିଭଲ ଖେଳାଳି ପ୍ରଶାନ୍ତ ପଟ୍ଟନାୟକ, ନୁଆପଡା ଜିଲ୍ଲା କ୍ରିଡାଅଧିକାରୀ ଅଜୟ ପଟ୍ଟନାୟକ, ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଦଧିବାବନ ଟାଲି, ପାଟଣାଗଡ କ୍ରିଡା ଶିକ୍ଷକ ବସନ୍ତ କୁମାର ମେହେର, ସିଲନ ମିଶ୍ର, ବିପିନ ବିହାରୀ ସାହୁ, ଜଗଦାନନ୍ଦ ମିଶ୍ର, ରଞ୍ଜିତ ବେହେରା ପ୍ରମୁଖ ଯୋଗଦାନ କରି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଖେଳକୁ ରାଜିବ ଲୋଚନ ବେହେରା, ମନୋଜ ସାହୁ, ଜିତେନ୍ଦ୍ର ବାରିକ, ହୃଦୟ ଶବର, ସ୍ୱାଗତ ସୁଭଙ୍କର ତ୍ରିପାଠୀ ପରିଚାଲାନା କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like