-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକ୍ ସ୍ତରୀୟ କୁରାଳ ସମାଜର ସାଙ୍ଗଠାନିକ ଓ ସମ୍ବର୍ଦ୍ଧନା ସଭା

15-Jun-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ) କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସ୍ତରୀୟ କୁରାଳ ସମାଜର ସାଙ୍ଗଠାନିକ ଓ ସମ୍ବର୍ଦ୍ଧନା ସଭା ପିରବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ତେରେସିଂହା ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି l ଏଥିରେ କର୍ଲାମୁଣ୍ଡା ବ୍ଲକ କୁରାଳ ସମାଜ ର ସଭାପତି ରୋହିତ କୁମାର ରଣା ସଭାପତିତ୍ବ କରିଥିଲେ l ଏହି ବୈଠକରେ କୁମ୍ଭାର ସମାଜର ବିଭିନ୍ନ ସମସ୍ୟା ଓ ସଂଗଠନକୁ ସୁଦୃଢ କରିବା ପାଇଁ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା କର୍ମକର୍ତ୍ତା ମାନେ ଆଲୋଚନା କରିଥିଲେ l ଏଥିରେ ମାଟି କାରୁକାର୍ଯ୍ୟକୁ ଶିଳ୍ପର ମାନ୍ୟତା ଦେବା, କୁମ୍ଭାର ଜାତିକୁ ଶିଳ୍ପୀର ମାନ୍ୟତା ଦେବା, କୁମ୍ଭାର ଜାତିର ଅର୍ଥନୈତିକ ବିକାଶ ପାଇଁ ଓଡ଼ିଶା ସରକାର ମାଟିକାଳ ବୋର୍ଡ଼ ଗଠନ କରିବା, କୁମ୍ଭାର ବସ୍ତି ନିକଟରେ ମାଟି ସକାଶେ ଜମି ଯୋଗାଣ, ମାଟି ନିର୍ମିତ ସାମଗ୍ରୀକୁ ସରକାର ଦ୍ବାରା ଉଚିତ୍ ମୂଲ୍ୟରେ କ୍ରୟ କରି ଉଚିତ୍ ପ୍ରାପ୍ୟ ପ୍ରଦାନ ଦେବା, ବଜାର ବ୍ୟବସ୍ଥା କରିବା, କୁମ୍ଭାର ଜାତିକୁ ଅତି ପଛୁଆ ବର୍ଗରେ ସାମିଲ କରି ସ୍ଵତନ୍ତ୍ର ଆରକ୍ଷଣ ଦେବା ଓ ବୈଶିକ ମହାମାରୀ (କରୋନା) ଯୋଗୁଁ ମାଟି ଶିଳ୍ପକୁ ଜୀବିକା କରିଥିବା ପରିବାରଙ୍କୁ ଆର୍ଥିକ ସହାୟତା ଯୋଗାଇବା ଆଦି ଦାବୀ ସରକାରଙ୍କୁ ଉପସ୍ଥାପନ କରାଗଲା l କୁମ୍ଭକାର ଜାତିର ନବ ନିର୍ବାଚିତ ଜିଲ୍ଲା ପରିଷଦ (କ) ସଦସ୍ୟ ମହେନ୍ଦ୍ର ରଣା, ରିଷିଡ଼ା ଗ୍ରା.ପ ସରପଞ୍ଚ ଶ୍ରୀମତୀ ସେବତୀ ରଣା, ରାଜପୁର ଗ୍ରା.ପ ସରପଞ୍ଚ ଶ୍ରୀମତୀ କୌଶଲ୍ୟା ରଣା ଏବଂ ଟେରାକୁଟା ଚିତ୍ରକର ସଞ୍ଜୟ ରଣା, ଯୁବ କବି ତଥା ଖୋଲାଫର୍ଦ୍ଦ ଖବର କାଗଜର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ସୁଶାନ୍ତ ରଣା, କର୍ଲାମୁଣ୍ଡା ବ୍ଲକ୍ ର ପ୍ରଥମ ଆଇନ୍ ସ୍ନାତକ ସୁଶ୍ରୀ ରଶ୍ମିତା ରଣାଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା l ଉକ୍ତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ସଭାପତି କେଦାରନାଥ ରଣା, ସମ୍ପାଦକ ବୀର କିଶୋର ରଣା, ନର୍ଲା ବ୍ଲକ୍ ସଭାପତି ଗଙ୍ଗାଧର ରଣା, କର୍ଲାମୁଣ୍ଡା ବ୍ଲକ ଉପ ସଭାପତି ମୁରଲୀଧର ରଣା, ମୋହନ ରଣା, ରିଷିଡ଼ା ସଭାପତି ଦିଲ୍ଲୀପ କୁମାର ରଣା, ଉପଦେଷ୍ଟା ନନ୍ଦ କିଶୋର ରଣା (କ), ନନ୍ଦ କିଶୋର ରଣା (ଖ), ହେମସାଗର ରଣା, ଦେବରାଜ ରଣା, ଗୋପୀନାଥ ରଣା, ଜଗ ମୋହନ ରଣା, ରମେଶ ରଣା, ଦଶ ରଣା, ନରେନ୍ଦ୍ର ରଣା, ହରିହର ରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ l ଦେବେନ୍ଦ୍ର ରଣା ମଞ୍ଚ ପରିଚାଳନା କରିଥିବା ବେଳେ ଉପସଭାପତି ମୁରଲୀଧର ରଣା ଅତିଥି ପରିଚୟ ପ୍ରଦାନ ଓ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ନିର୍ମଳ ରଣା, ଶତୃଘନ ରଣା, ପ୍ରଭାସ ରଣା, ଗୌରାଙ୍ଗ ରଣା, ସୁଷମା ରଣା, ଆରତୀ ରଣା, ଲିଜା ରଣା, ସ୍ଵପ୍ନା ରଣା, ମଞ୍ଜୁ ରଣା ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like