-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଅର୍ଥ ମନ୍ତ୍ରୀ ଓ ମନମୁଣ୍ଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ଙ୍କୁ ସ୍ୱାଗତ କରି ଦାବିପତ୍ର ପ୍ରଦାନ କଲେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜ଼ିଲ୍ଲା ଶାଖା କର୍ମକର୍ତ୍ତା

15-Jun-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ମଧ୍ୟାହ୍ନ ୧୨ ଘଣ୍ଟା ରେ ସୁବର୍ଣ୍ଣପୁର ପୂର୍ତ୍ତ ବିଭାଗ ବଙ୍ଗଳା ଠାରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୁଜାରୀ ଙ୍କୁ ଓ ସନ୍ଧ୍ୟା ୬ ଘଣ୍ଟl ରେ  ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଓଡିଶା

ସାମ୍ବାଦିକ ସଂଘ ପକ୍ଷରୁ  ରାଜ୍ୟ  ସୂଚନା ଓ  ଲୋକ ସମ୍ପର୍କ ,ପାନୀୟଜଳ ଯୋଗାଣ, ଜଙ୍ଗଲ ଓ ପଞ୍ଚାୟତ ରାଜ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ  ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରି ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଉଭୟ ମନ୍ତ୍ରୀ ଙ୍କ ଜରିଆରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି l   କାର୍ଯ୍ୟରତ ସାମ୍ବାଦିକ ଙ୍କ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶିକୁ ୨ ଲକ୍ଷ ରୁ ୫  ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିବା, ଆଗାମୀ ବିଧାନସଭା ଅଧିବେଶନରେ ସାମ୍ବାଦିକ ମାନଙ୍କ ସକାଶେ "ସାମ୍ବାଦିକ ସୁରକ୍ଷା ଆଇନ " ବିଲ କୁ ତୁରନ୍ତ କାର୍ଯ୍ୟକାରୀ କରିବା, ନିଜ ଜୀବନ କୁ ବାଜି ଲଗାଇ ଦେଶର ସୁରକ୍ଷା ଓ ସମ୍ମାନ ପାଇଁ ୨୪ଘଣ୍ଟା କାର୍ଯ୍ୟ କରୁଥିବା ଓ  ଲୋକଙ୍କ ପ୍ରକୃତ ସମସ୍ୟା ସରକାର ଙ୍କୁ ଆଗୁଆ ଅବଗତ କରୁଥିବା  ଓ ସତ୍ୟ ଖବର ପରିବେଷଣ କରି ବିଭିନ୍ନ ସମୟରେ ନିର୍ଯ୍ୟାତିତ ହେଉଥିବା କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ  ଘଟଣା ରେ କଠୋର ଦଣ୍ଡ ବିଧାନ ଆଇନ ପ୍ରଣୟନ କରିବା, ଏକ୍ରିଡ଼ିଏସନ୍ ନିୟମ ପରିବର୍ତ୍ତନ କରିବା, ଯାତାୟତ ସମୟରେ ବସ ଓ ଟ୍ରେନ ରେ ରିହାତି ସୁବିଧା ପ୍ରଦାନ କରିବା ପ୍ରମୁଖ ଦାବି  ସବୁ ଏହି ସ୍ମାରକ ପତ୍ର ରେ ଉଲ୍ଲେଖ କରାଯାଇଛି l ଓଡିଶା ସାମ୍ବାଦିକ ସଂଘ ର ଉପଦେଷ୍ଟା ତଥା ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ଓ ରାଜ୍ୟ ସମ୍ପାଦକ ରାଜକିଶୋର ତ୍ରିପାଠୀ ଙ୍କ ନେତୃତ୍ୱ ରେ ସୁବର୍ଣ୍ଣପୁର ଜିଲ୍ଲା ସଭାପତି ମନୋରଞ୍ଜନ ତ୍ରିପାଠୀ,ସମ୍ପାଦକ ମହାଦେବ ମଲ୍ଲିକ , ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ନୀଳକମଳ ମିଶ୍ର, ବରିଷ୍ଠ ସାମ୍ବାଦିକ ବିନୟ ରଞ୍ଜନ ପ୍ରଧାନ, ଆର୍ତତ୍ରାଣ ପାଣିଗ୍ରାହୀ, ଲଷ୍ମେନ୍ଦ୍ର ବେଜ, ତରଣୀ ମେହେର, ଉଗ୍ରସେନ କର୍ମୀ, ଙ୍କ ସମେତ ବୌଦ୍ଧ ଜ଼ିଲ୍ଲା ର ଅବୁ ବକର ଖାଁ, ଓ ଉଭୟ

ଜ଼ିଲ୍ଲା ର ବିଭିନ୍ନ ଗଣ ମାଧ୍ୟମ ପ୍ରତିନିଧି ଏହି ଦାବୀ ପତ୍ର ପ୍ରଦାନ ସମୟରେ ଉପସ୍ଥିତ ରହିଥିଲେ  I  ସୂଚନା ଓ ଲୋକସଂପର୍କ ମନ୍ତ୍ରୀ  ଶ୍ରୀ ଅମାତ ଙ୍କ ସହିତ ମୁଖ୍ୟତଃ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଓ ସାମ୍ବାଦିକ ସୁରକ୍ଷା ଉପରେ  ଆଲୋଚନା କରିଥିଲେ l ଏହି ଦାବି ସମୁହ ଉପରେ ଗୁରୁତର ସହ ବିଚାର କରି ଖୁବ ଶୀଘ୍ର ସମାଧାନ କରିବାକୁ ମନ୍ତ୍ରୀ ଶ୍ରୀ ଅମାତ ସାମ୍ବାଦିକ ଙ୍କୁ ପ୍ରତିଶୃତି ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like