-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ଆନ୍ଦୋଳନର ତିନି ସତ୍ଯାଗ୍ରହୀଙ୍କ ଦେହାନ୍ତ : ଗନ୍ଧମାର୍ଦ୍ଦନ ଯୁବ ପରିଷଦ ଦ୍ବାରା ଶ୍ରଦ୍ଧାଞୀଳି

16-Jun-2022



 ବରଗଡ(ନରହରି ବଗର୍ତ୍ତୀ): ୧୯୮୦ ଦଶକରେ ଗନ୍ଧମାର୍ଦ୍ଦନ ପର୍ବତରେ ବାଳକୋ ର ବକ୍ସାଇଟ ଖଣି ପ୍ରକଳ୍ପ ବିରୋଧରେ ଚାଳିଥିବା ଐତିହାସିକ " ବାଲ କୋ ହଟାଓ ଗନ୍ଧମାର୍ଦ୍ଦନ ବଞ୍ଚାଓ " ଆନ୍ଦୋଳନରେ ସତ୍ଯାଗ୍ରହୀ ଥିବା ୩ ଜଣ ଆନ୍ଦୋଳନକାରୀଙ୍କ ଇତି ମଧ୍ଯରେ ଦେହାନ୍ତ ହୋଇ ଯାଇଛି । ପାଇକମାଲ ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମର ୭୫ ବର୍ଷ ବୟସ୍କ ଇଶ୍ଵର ବିଜିରା, କପିଲାସପୁର ଗ୍ରାମର ୭୫ ବର୍ଷ ବୟସ୍କା ଗାୟତ୍ରୀ ଛତର,ବରପାଲି ଗ୍ରାମର ୭୮ ବର୍ଷ ବୟସ୍କା ରମ୍ଭା ଭୋଇଙ୍କ  ୩ ଦିନ ଭିତରେ ଦେହାନ୍ତ ହୋଇ ଯାଇଛି । ଏଠାରେ ପ୍ରକାଶ ଯୋଗ୍ଯ ଯେ, ବାଲକୋର ଗାଡି ମୋଟର ଗୁଡିକ ଗନ୍ଧମାର୍ଦ୍ଦନ ପାହାଡ ଉପରକୁ ଚଡୁଥିବା ସମୟରେ ପାହାଡ ତଲେ ସତ୍ଯାଗ୍ରହ ଆନ୍ଦୋଳନ ଜରିଆରେ ଯାନ ବାହାନ ଗୁଡିକୁ ଅବରୋଧ କରା ଯାଉଥିଲା । ଶ୍ରୀ ଜମ୍ବୋବତୀ ବିଜିରା ଓ ତାଙ୍କ ସ୍ବାମୀ ଇଶ୍ଵର ବିଜିରା,ସ୍ବର୍ଗିୟା ଗାୟତ୍ରୀ ଛତ୍ତର,ସ୍ବର୍ଗିୟା ରମ୍ଭା ଭୋଇ ଏହି ସତ୍ଯାଗ୍ରହ ଆନ୍ଦୋଳନରେ ସେ ସମୟରେ ସାମିଲ ଥିଲେ । ଏକଦା ୧୯୮୭ ମସିହାରେ ବାଲକାର ୬ଟି ବକ୍ସାଇଟ ଟ୍ରକ କୁ ପାଇକମାଲ ବ୍ଲକ ଅନ୍ତର୍ଗତ ମିଠାପାଲି ରାଜ ରାସ୍ତାରେ ଅବରୋଧ କରାଯାଇ ସତ୍ଯାଗ୍ରହ ଆନ୍ଦୋଳନ ଚାଳୁଥିବା ବେଳେ ଗାଡି ଗୁଡିକ ବଳ ପ୍ରୟୋଗ କରି ଯୋର ଜବରଦସ୍ତ ସେଠାରୁ  ଛଡାଇ ନେବା ପାଇଁ ପୋଲିସ ଉଦ୍ଯମ କରୁଥିବା ବେଳେ ଏହାର ପ୍ରତିବାଦ କରି ଶ୍ରୀମତୀ ଜମ୍ବୋବତୀ ବିଜିରା ନିଜର ୨ଟି ଛୋଟ ଛୁଆ ନିରୁପମା ୨ ବର୍ଷ ଓ ସରୋଜ ୧ ବର୍ଷ କୁ କୋଳରେ ଧରି ବାଳକୋର ଟ୍ରକ ଚକା ତଳେ ଶୋଇ ପଡିଥିଲେ । ଯାହା ଫଳରେ ପୋଲିସ ବାହିନୀ ପଛଘୁଞ୍ଚା ଦେଇଥିଲେ । ଗନ୍ଧମାର୍ଦ୍ଦନ ଆନ୍ଦୋଳନ ସମୟରେ ଏ ଘଟଣା ଯୋଗୁଁ ଶ୍ରୀମତୀ ଜମ୍ବୋବତୀ ବିଜିରା ସାରା ରାଜ୍ଯରେ ଚର୍ଚ୍ଚାରେ ଆସିଥିଲେ । ଏହି ତିନିଜଣ ସତ୍ଯାଗ୍ରହୀ ପ୍ରତି ଗନ୍ଧମାର୍ଦ୍ଦନ ଆନ୍ଦୋଳନ ନେତା ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ,ଆବାହକ ଝଦୁର୍ଯ୍ୟୋଧନ ପୁଟା,ଧିରେନ ମହାନ୍ତି, ଭୀଷ୍ମଦେବ ପଟେଲ,ରଘୁବୀର ସିଂ ବରିହା,ରାହାସ ବିହାରୀ ସାହୁ,ଦୀଲିପ ବେହେରା ପ୍ରମୁଖ ଗଭୀର ଶ୍ରଦ୍ଧାଞୀଳି ଞାପନ କରିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026

You Might Also Like