-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ସୋନପୁର ରେ ୫0 ଶଯ୍ୟା ବିଶିଷ୍ଟ  ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଲୋକାର୍ପିତ

16-Jun-2022



ସୁବର୍ଣ୍ଣପୁର/ ଆଜି  ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁର ଠାରେ ୧୪ କୋଟି 0୪ ଲକ୍ଷ ୯0 ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ବହୁପ୍ରତୀକ୍ଷିତ ୫0 ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ର ଲୋକାର୍ପଣ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପର, ଓଡିଶା ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଓ ମାନନୀୟା ଲୋକସଭା ସାଂସଦ, ବଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂହ ଦେଓ ଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା, ଜିଲ୍ଲାପାଳ ସୁବର୍ଣ୍ଣପୁର ଆବୋଲୀ ସୁନିଲ ନରୱଣେ, ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ବିଶ୍ୱ ରଞ୍ଜନ ପତି,ପ୍ରମୁଖ ଉପସ୍ଥିତ ରହିଥିଲେ l ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ନବ ନିର୍ମିତ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅନୁଷ୍ଠିତ ସଭା ରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ନରୱଣେ ସଭାପତିତ୍ୱ କରିଥିବା ବେଳେ ଅତିଥିଭାବେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ମାନନୀୟା ଲୋକସଭା ସାଂସଦ ବଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂହ ଦେଓ, ଜିଲ୍ଳାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ.ବିଶ୍ୱ ରଞ୍ଜନ ପତି,ଶ୍ରୀ ସରୋଜ କମ୍ପ,ବ୍ଲକ ଅଧ୍ୟକ୍ଷ ପ୍ରମୁଖ ମଂଚାସୀନ ଥିଲେ l ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ପୂଜାରୀ ଏହି ବହୁପ୍ରତିକ୍ଷୀତ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଲୋକାର୍ପଣରେ ନିଜର ଖୁସି ବ୍ୟକ୍ତ କରି ଏହି

ସ୍ୱାସ୍ଥ୍ୟ କେନ୍ଦ୍ର ଜିଲ୍ଲାର ତଥା ପଡୋଶୀ ବୌଦ୍ଧ ଜିଲ୍ଲାର ଗର୍ଭବତୀ ଓ ଶିଶୁ ମାନେ ବହୁଳ ଭାବେ ଉପକୃତ ହୋଇପାରିବେ ବୋଲି କହିଥିଲେ l ମାନନୀୟା ସାଂସଦ ବଲାଙ୍ଗୀର ଶ୍ରୀମତୀ ସିଂଦେଓ ଏହି ଆଧୁନିକ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଜିଲ୍ଲାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ, ଏହା ଜିଲ୍ଲାର ସ୍ୱାସ୍ଥ୍ୟ ଭିତିଭୂମିକୁ ଆହୁରି ସୁଦୃଢ କରିପାରିବ ବୋଲି ନିଜ ବକ୍ତବ୍ୟ ରେ  ପ୍ରକାଶ କରିଥିଲେ l ଏହି ଶୁଭ ଲୋକାର୍ପଣ କାର୍ଯ୍ୟକ୍ରମ ରେ    ଜିଲ୍ଲାର ସମସ୍ତ ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷା, ବିଭିନ୍ନ ବିଭାଗୀୟ ପଦାଧିକାରୀ ତଥା ବୁଦ୍ଧିଜୀବୀ, ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ ପ୍ରମୁଖ ଉପସ୍ଥିତ ଥିଲେ l ଡ଼ଃ  ବିଶ୍ୱ ରଞ୍ଜନ ପତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like