-+91-9937148622 |
prerana_bgr@rediffmail.com |
Sunday 27th September 2026 |
R.N.I. Regd No. ODIODI/2010/46693
Breaking News
23-Nov-2020
ଭୁବନେଶ୍ବର, (ପ୍ରେରଣା ଖବର) - ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକ, ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଥିବା ସୂଚନା ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ, ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ!