-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତରାଜ ମନ୍ତ୍ରୀଙ୍କୁ ନିଜ ବ୍ଲକରେ ଭବ୍ୟ ସମ୍ବର୍ଦ୍ଧନା

16-Jun-2022



ବୌଦ୍ଧ(ପ୍ରେରଣା ଖବର) ଓଡ଼ିଶାର ମାନ୍ୟବର ମନ୍ତ୍ରୀ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ଓ ପରିବେଶ ଏବଂ ସୂଚନା ଓ ଲୋକସମ୍ପର୍କ ଶ୍ରୀଯୁକ୍ତ ପ୍ରଦିପ୍ କୁମାର ଅମାତଙ୍କୁ ନିଜସ୍ୱ ବ୍ଲକ ବୌଦ୍ଧ ପଞ୍ଚାୟତ ସମିତି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରଥମେ ମୁର୍ଷୁଣ୍ଢି ଗ୍ରାମ ପଞ୍ଚାୟତ

କାର୍ଯ୍ୟାଳୟଠାରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯିବା ପରେ ସେଠାରୁ ବିଶାଳ ଶୋଭାଯାତ୍ରାରେ ବୌଦ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ ପାଛୋଟି ନିଆଯାଇଥିଲା । କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମନ୍ତ୍ରୀ ଶ୍ରୀଅମାତଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି ସଭାରେ ପଞ୍ଚାୟତ ସମିତିର ସମସ୍ତ ଗ୍ରାମପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ,ୱାର୍ଡସଭ୍ୟ, ସିଡିପିଓ,ଅଙ୍ଗନବାଡି କର୍ମୀ ଓ ଗ୍ରାମବାସୀମାନେ ଯୋଗଦେଇ ମନ୍ତ୍ରୀଙ୍କୁ ଶୁଭେଛା ଜଣାଇଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀଅମାତ ନିଜସ୍ୱ ବ୍ଲକରେ ପ୍ରଥମେ ସମ୍ବର୍ଦ୍ଧିତ ହୋଇଥିବାରୁ ଖୁସିବ୍ୟକ୍ତ କରିଥିଲେ ଏବଂ ନିଜସ୍ୱ ବ୍ଲକକୁ ସବୁ କ୍ଷେତ୍ରରେ ପ୍ରାଥମିକତା ଦେବେ ବୋଲି ପ୍ରକାଶ କରିଥିଲେ । ପଞ୍ଚାୟତିରାଜ ପ୍ରତିନିଧିମାନେ ଗ୍ରାମକୁ ଗ୍ରାମ ବୁଲି ଲୋକଙ୍କ ସୁବିଧା ଅସୁବିଧା ବୁଝି ତାହାର ସମାଧାନ କରିବାକୁ ମନ୍ତ୍ରୀ ଶ୍ରୀଅମାତ ପରାମର୍ଶ ଦେଇଥିଲେ । ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ଏହି ସମ୍ବର୍ଦ୍ଧନା ସଭାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନି କୁମାର ମେହେର, ବ୍ଲକ ଉପାଧ୍ୟକ୍ଷ ପାନେଶ୍ୱରୀ ଦେହୁରୀ

ପ୍ରମୁଖ ଯୋଗଦେଇଥିଲେ । ସଭାରେ ଭାରପ୍ରାପ୍ତ ବିଡିଓ ବିଜୟ କୁମାର ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଏବିଡିଓ ପ୍ରମୋଦ କୁମାର ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ସିଂହ ଏବଂ ଉପ ବିଭାଗ ଅଧିକାରୀ ବୁଲୁ ପାଢି ଓ ବ୍ଲକ ସାମାଜିକ ସୂରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like