-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସୋନପୁର ଉପଜିଲ୍ଲାପାଳ ଭାବେ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଙ୍କ ଯୋଗଦାନ

16-Jun-2022



ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସଦର ଉପ ଜିଲ୍ଲାପାଳ ଭାବେ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଯୋଗଦାନ କରି ପୂର୍ବତନ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ନିହାର ରଞ୍ଜନ କଁହର ଙ୍କ ଠାରୁ ଉପଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି l ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ର ବିଜ୍ଞପ୍ତି ସଂଖ୍ୟା ୧୬୩୯୪/ଏସ ସି ଏସ, ଅନୁସାରେ ଡ଼ଃ ମିଶ୍ର ଙ୍କୁ ନିଯୁକ୍ତି ଦିଆଯାଇଛି l ଏହା ପୂର୍ବରୁ ଡ଼ଃ ମିଶ୍ର ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଡେପୁଟି କଲେକ୍ଟର ଭାବରେ କାର୍ଯ୍ୟରତ ଥିଲେ l ସେ ଗତ ତା.୨୪/0୫/୨୧ ରିଖ ରେ ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ ଯୋଗଦାନ କରି ସନ୍ଥାପନା ବିଭାଗ ସହ ଅତିରିକ୍ତ ଦାୟିତ୍ୱ ରେ ଜିଲ୍ଲା ସଂସ୍କୃତି ଅଧିକାରୀ ଓ ଜିଲ୍ଲା କ୍ରୀଡା ଓ ଯୁବସେବା ଅଧିକାରିଣୀ ଭାବେ ଦକ୍ଷତାର ସହ ଦାୟିତ୍ୱ ତୁଲାଇ କ୍ରୀଡା ଓ ସଂସ୍କୃତି ବିଭାଗ ର ଦ୍ରୁତ ବିକାଶ କାର୍ଯ୍ୟ  କୁ ଆଗେଇବା ସମୟ ରେ ତାଙ୍କରି ବିଭାଗ ପରିବର୍ତନ ହୋଇଛି l  ଡ଼ଃ ମିଶ୍ର  ଆଜି ଅପରାହ୍ନ ରେ ଉପଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିବା

ବେଳେ ଜିଲ୍ଲପାଳ ସୁବର୍ଣ୍ଣପୁର ଙ୍କ ଦିଶା ନିର୍ଦେଶ ମତେ ଉପଖଣ୍ଡ ର ସମସ୍ତ ଜନକଲ୍ୟାଣ କାର୍ଯ୍ୟକ୍ରମ କୁ ଗୁରୁତ୍ୱ ପ୍ରଦାନ କରିବା ସହିତ 5T ଅନୁପାଳନ ପୂର୍ବକ ବିଭାଗୀୟ ସମସ୍ତ କାର୍ଯ୍ୟକ୍ରମ କୁ ସୁନିଶ୍ଚିତ କରିବା, ଜନ ସାଧାରଣଙ୍କ ଆପତ୍ତି ଅଭିଯୋଗ କୁ ପ୍ରାଧାନ୍ୟ ଦେବା ସହ ଜିଲ୍ଲାର ରାଜସ୍ବ ବୃଦ୍ଧି ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l ଯୋଗଦାନ ପରେ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀଙ୍କ ସହ କାର୍ଯ୍ୟାଳୟ ସମ୍ୱନ୍ଧୀୟ ସୌଜନ୍ୟ ଆଲୋଚନା କରି ସମସ୍ତଙ୍କୁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like