-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଆଡେନିଗଡ଼ ରୁ ବୌଦ୍ଧ ଓ ବୌଦ୍ଧ ରୁ କଣ୍ଟାମାଳ ଯାଏ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ଗାଁ ଗାଁ ଛକ ଛକ ରେ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ

16-Jun-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) / ନୂତନ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ଗତ   ୧୩ ତାରିଖ  ଅପରାହ୍ନରେ ନବୀନ ସରକାରଙ୍କ ବିଶ୍ଵସ୍ଥ, ଅଭିଜ୍ଞ ତଥା ରାଜ୍ୟର ଜଙ୍ଗଲ, ପଞ୍ଚାୟତରାଜ, ପାନୀୟଜଳ ଓ ସୂଚନା ଲୋକ ସମ୍ପର୍କ ବିଭାଗ ର ବରିଷ୍ଠ  ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଙ୍କୁ ଜିଲ୍ଲାର ଆଡେଣିଗଡ଼, ମାଧବପୂର, ଚାରିଛକ, ପୁରୁଣା କଟକ, ବୀରନରସିଂହ ପୁର, ବାମଣ୍ଡା, ସରସରା, ବୌଦ୍ଧ  ପୌର ପରିଷଦ ଓ ସହର ବାସୀ ଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ  ଗତ କାଲି  ବୌଦ୍ଧ ମହାନଦୀ ଛକ, ମୁରଶୁଣ୍ଡି, ବ୍ଲକ ଛକ, ବୁ୍ରୋକଟା, ତେଲିବନ୍ଧ, ଜୁନ୍ହା ପଙ୍କ, ସାହାଜ ପାଲ, ବେହିରା, ଅଇଁଲା ପାଲି, ବାଉଁସୁଣୀ,  କୁରମୁଣ୍ଡା, ମନମୁଣ୍ଡା ବଙ୍ଗଳା ଠାରୁ ବୁଦ୍ଧ ଛକ ଯାଏ ପ୍ରତି ଛକ ରେ, ଦମାମୁଣ୍ଡା, ଖଟ ଖଟିଆ, ପଲସାଗୋରା, ଋଣ୍ଡିମହୁଲ, କଣ୍ଟାମାଳ ସରପଞ୍ଚ ସଂଘ, ବ୍ଲକ କର୍ମଚାରୀ, ଓ ଓଡିଶା କେନ୍ଦୁ ପତ୍ର କର୍ମଚାରୀ ସଂଘ, ପକ୍ଷରୁ  ମନ୍ତ୍ରୀଙ୍କୁ  ଫୁଲତୋଡ଼ା, ଉପ ଢୌକନ  ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିବା ବେଳେ ଯୁବ ନେତା ଶ୍ରୀକାନ୍ତ ମିଶ୍ରଙ୍କ ନେତୃତ୍ୱରେ  ବାଉଁସୁଣୀ ଓ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଓ ମନମୁଣ୍ଡା  ବଙ୍ଗଳା ଠାରେ ଓଡିଶା ସାମ୍ବାଦିକ ସଂଗଠନ ଓ ବିଭିନ୍ନ ସଂଗଠନ ପକ୍ଷରୁ, ବରିଷ୍ଠ ନେତା ବାଳ ମୁକୁନ୍ଦ ମେହେର ଙ୍କ ନେତୃତ୍ୱ ରେ କୁରମୁଣ୍ଡା ଗ୍ରାମବାସୀଙ୍କ ପକ୍ଷରୁ ସରପଞ୍ଚଙ୍କ ନେତୃତ୍ୱ ମନମୁଣ୍ଡା ପଂଚାୟତ ପକ୍ଷରୁ,  ଜ଼ିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ ଙ୍କ ନେତୃତ୍ୱ ରେ  ମନମୁଣ୍ଡାରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଓ  ବିଜେଡିର ବରିଷ୍ଠ ନେତା ଅଶୋକ ସାହୁ  ଓ  କଣ୍ଟାମାଳ ବିଧାୟକ ମହୀଧର ରଣାଙ୍କ ନେତୃତ୍ୱରେ  କଣ୍ଟାମାଳ ବ୍ଲକର ବିଭିନ୍ନ ଜାଗାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇ ବିଭିନ୍ନ ସଂଗଠନ ପକ୍ଷରୁ ମନ୍ତ୍ରୀ

ଶ୍ରୀ ଅମାତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ  ଅନେକ ଦାବୀପତ୍ର ପ୍ରଦାନ କରାଯିବା ପରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା  କର୍ମକର୍ତ୍ତାଙ୍କ ସହିତ ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଆଲୋଚନା  ବେଳେ ମୁଖ୍ୟତଃ କାର୍ଯ୍ୟରତ ସାମ୍ବାଦିକଙ୍କ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶିକୁ ବୃଦ୍ଧି କରିବା ଓ ସାମ୍ବାଦିକ ସୁରକ୍ଷା ଆଇନ ଉପରେ ମନ୍ତ୍ରୀଙ୍କ ସହିତ ସୁବର୍ଣ୍ଣପୁର ଓ ବୌଦ୍ଧ ଜ଼ିଲ୍ଲାର ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଆଲୋଚନା କରିଥିଲେ l  ଆଜି ଗୁରୁବାର ବୌଦ୍ଧ ଜ଼ିଲ୍ଲା ସାମ୍ବାଦିକ ସଂଘ ଓ ଉତ୍କଳ ସାମ୍ବାଦିକ ସଂଘ  ପକ୍ଷରୁ ମଧ୍ୟ ମନ୍ତ୍ରୀ ଶ୍ରୀ ଅମାତଙ୍କୁ ସ୍ୱାଗତ କରାଯାଇ  ସାମ୍ବାଦିକ ଙ୍କ ବିଭିନ୍ନ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ  ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି l ପରେ ବୌଦ୍ଧ ପଞ୍ଚାୟତ ସମିତି ଓ ଚାରିଶମ୍ଭୁ ଠାରେ ମଧ୍ୟ ମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like