-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

୨୦ ଜୁନ ରୁ ଗାଇସିଲେଟ ବ୍ଲକ ର ସରକାରୀ କଳକୁ ଅଚଳ କରିବେ ଚାଷୀ

16-Jun-2022



ବରଗଡ: ଆଜି ରାଜବୋଡାସମ୍ବର କୃଷକ ସଂଗଠନ ଗାଇସିଲେଟ ସ୍ଥିତ ଗାଇସିଲେଟ ସାପ୍ତାହିକ ବଜାର ପ୍ରାଙ୍ଗଣରେ  ସଭାପତି ଅରବିନ୍ଦ ପଣ୍ଡାଙ୍କ ସଭାପତିତ୍ୱ ଏକ  ବୈଠକ ଅନୁଷ୍ଠିତ ହୋଇଥିଲା । ଗତ ୨୦୨୧ ଖରିଫ ଋତୁ ସମୟରେ ଯେଭଳି ଭାବରେ ମରୁଡି ଗ୍ରାସ କରିଥିଲା, ଚାଷୀ ମାନଙ୍କ ମେରୁଦଣ୍ଡ ସମ୍ପୂର୍ଣ୍ଣ ଭାବେ ଦୋହଲି  ଯାଇଛି l ଖରିଫ ୨୦୨୧ ର ଫସଲବୀମା କ୍ଷତିପୁରଣ ଓ ମରୁଡି ସହାୟତା ରାଶି ପ୍ରଦାନ ଦାବି ନେଇ ବାରମ୍ବାର ଆନ୍ଦୋଳନ ତାଲାବନ୍ଦ କରି ସାରିଥିଲେ ମଧ୍ୟ କମ୍ପାନୀ ଓ  ପ୍ରସାଶନ ନିରବ ଦ୍ରଷ୍ଟା ସାଜି ଏକ ପ୍ରକାର ଚାଷୀ କୂଳ ସହ ଚ୍ୟାନେଲ କରୁଛି । ତେଣୁ ଗତ ୧୩ ଜୁନ ଠାରୁ ପଦ୍ମପୁର ର ସମସ୍ତ ସରକାରୀ କାର୍ଯ୍ୟାଳୟ ତାଲାବନ୍ଦ କରି ଆଇନ ଅମାନ୍ୟ ଓ ଜେଲ ଭରୋ ଆନ୍ଦୋଳନ ଆରମ୍ଭ ହୋଇଯାଇଛି ।

 ଏହି ବୈଠକରେ ଜେଲ ଭରୋ ଆନ୍ଦୋଳନକୁ ସମର୍ଥନ ଜଣାଇ ଓ ଗାଇସିଲେଟ ବ୍ଳକର  ସମସ୍ତ ସରକାରୀ ଅଫିସକୁ ଆସନ୍ତା ତା ୨୦ /୬/୨୦୨୨ ସୋମବାର ଦିନ ତାଲା ଠୁଙ୍କିବା ସହ ଅନିର୍ଦ୍ଦିଷ୍ଟ କାଳ ପାଇଁ ଯେତେ ଦିନ ପର୍ଯ୍ୟନ୍ତ ଚାଷୀ ମାନଙ୍କ ପାସବୁକକୁ ଟଙ୍କା ନ  ଆସିଛି ସେତେ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି l ତେଣୁ ଗାଇସିଲେଟ ବ୍ଲକ ର ସମସ୍ତ ଚାଷୀ ,ସମସ୍ତ ସଂଗଠନ, ମହିଳା ସଂଗଠନ, ସ୍ବୟଂ ସହାୟିକା ଗୋଷ୍ଠୀ ଓ ଯୁବକ ମାନକୁ ବହୁ ସଂଖ୍ୟାରେ ଯୋଗଦାନ କରିବା ପାଇଁ ଆହ୍ୱାନ କରା ଯାଇଛି l ଏ ଲଢେଇ ଚାଷୀ ମାନଙ୍କ ହକ ର ଲଢେଇ ଯେମିତି ହଜାର ହଜାର ସଂଖ୍ୟାରେ ସମାବେଶ ହେବ  ସେଥି ପାଇଁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏହି ତାଲା ବନ୍ଦ ୧୭ ହେବାର ଥିଲା କିନ୍ତୁ ଭେରୀଫିକେସନ ପ୍ରକ୍ରିୟା ରହି ଯାଇଥିବାରୁ ଚାଷୀ ମାନକର ସ୍ୱାର୍ଥ ଦୃଷ୍ଟିରୁ ପେଣ୍ଡିଙ୍ଗ ରିଭର୍ଟ ଭେରିଫିକେସନ ପ୍ରକ୍ରିୟା କୁ ଏହି ୨ ଦିନ ମଧ୍ୟରେ ଶେଷ କରିବାକୁ  ସଂଗଠନ ତରଫରୁ  ତହସିଲଦାର ଓ ରାଜସ୍ୱ ବିଭାଗକୁ ଅନୁରୋଧ କରା ଯାଇଛି l  ସ୍ବାସ୍ଥ୍ୟ ବିଭାଗ ଓ ଶିକ୍ଷାନୁଷ୍ଠାନକୁ ବାଦ ଦେଇ ସମସ୍ତ କାର୍ଯ୍ୟାଳୟକୁ ଦାବି ପୂରଣ ନହେବା ଯାଏ ବନ୍ଦ କରିଦେବାକୁ ନିଷ୍ପତ୍ତି ହୋଇଛି l ଏହି ବୈଠକ ରେ ଉପ ସଭାପତି ସରୋଜ ସାହୁ,ସମ୍ପାଦକ ଗଜପତି ସାହୁ, ଆବାହକ ବିରେନ୍ଦ୍ର ପଧାନ, କୋଷାଧ୍ୟକ୍ଷ ଆନନ୍ଦ ପଧାନ, ଅଶୋକ କଲେତ, ଉପେନ୍ଦ୍ର କାଲୋ, ମୁକେଶ କୁମାର ସାହୁ,ସମାରୁ ସାହୁ,ପ୍ରସନ୍ନ କୁମ୍ଭାର, ମନୋଜ ଦାଶ, ମହେଶ ଦାଶ, ବିରେନ୍ଦ୍ର ସାହୁ ଓ ଅନେକ ଚାଷୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like