-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆମ୍ ଆଦମୀ ପାର୍ଟିର ପ୍ରୟାସ ରେ ଗ୍ରାମବାସୀଙ୍କୁୁୁ ମିଳିଲା ବିଶୁଦ୍ଧ ପାଣି

16-Jun-2022



ବଲାଙ୍ଗିର (ପୂର୍ଣ୍ଣ ଶଶୀ ଶେଖର ରାଓ) ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ସରକାର କୋଟି କୋଟି ଟଙ୍କା ବିନିମୟ କରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ଏଠି ପ୍ରଶାସନିକ ଅଧିକାରୀ ଓ ରାଜନେତା ମାନଙ୍କ ଅଣଦେଖା ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ସଙ୍କଟ ଦେଖିବାକୁ ମିଳୁଛି । ଏପରିକି ବିଭିନ୍ନ ପ୍ରକଳ୍ପ ନିର୍ମାଣ ହୋଇଥିଲେ ସୁଦ୍ଧା ଠିକ୍ ଭାବରେ କାର୍ଯ୍ୟକାରୀ ହୋଇପାରିନାହିଁ। ଏଭଳି ଏକ ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା  ଅଗଲପୁର ବ୍ଲକ ବାବୁଫାସଡ ଗ୍ରାମ ପଂଚାୟତ ର ବାବୁପାଲି ଗାଁ ରେ ।ଏଠି ପିଇବା ପାନୀୟ ଜଳ ପାଇବା ଏକ ସପ୍ନ ହୋଇଯାଇଥିଲା  କିନ୍ତୁ ଆଜି ଆମ ଆଦମୀ ପାର୍ଟି ର ପ୍ରୟାସରେ ବାବୁଫାସଡ ପଂଚାୟତ ର ସଭାପତି ପିଣ୍ଟୁ ଭୋଇ, ସମର୍ଥକ ସନ୍ତୋଷ ସାହୁ, ଧର୍ମେନ୍ଦ୍ର ଗଡ଼ତିଆ, ସୁନିଲ ବାରିକ, ନରେନ୍ଦ୍ର ସାହୁ, ଗୋବର୍ଦ୍ଧନ ପଠାନ ଏବଂ ଗ୍ରାମବାସୀ ବୃନ୍ଦ ଙ୍କ ନେତୃତ୍ୱରେ ମାଁ ଭଉଣୀ ଓ   ଲୋକମାନେ ବାବୁପଳି ଠାରେ ରାସ୍ତାରୋକ କରିଥିଲେ।  ଗାଁ ଲୋକେ କହିଥିଲେ ଯେ ଜଳବିଭାଗ ର କର୍ମଚାରି ମାନେ ଆସି ଫଟୋ ଉଠାଇବା ରାଜନୀତି କରୁଥିଲେ ଏବଂ  କାଗଜ ପତ୍ରରେ ପାଣି ଆସୁଥିବା ଦର୍ଶାଇ ଟଙ୍କା ଆତ୍ମସାତ କରୁଥିଲେ। କିନ୍ତୁ ବାସ୍ତବ ରେ ତାହା ହେଉନଥିଲା ଗାଁ ଲୋକଙ୍କ ପାଇଁ ପାଣି ପାଇବା ସପ୍ନ ହୋଇଯାଇଥିଲା। ତେଣୁ ସେହି ସମସ୍ୟାକୁ ନେଇ ଆଜି ଆମ ଆଦମୀ ପାର୍ଟି ଜିଲ୍ଲା ଆବାହକ ଶ୍ରୀ ଆଶିଷ ପାଣ୍ଡେଙ୍କ ନିର୍ଦ୍ଦେଶ କ୍ରମେ ପିଣ୍ଟୁ ଭୋଇ ଙ୍କ ନେତୃତ୍ୱ ରେ ବାବୁ ପାଳି ଗାଁ ର ଶତାଧିକ ଲୋକ  ରାସ୍ତାରୋକ କରିଥିଲେ ।ଏ ବିଷୟରେ ଖବର ପାଇ ଆଗଲପୁର ବ୍ଲକ ବିଡ଼ିଓ , ସରପଞ୍ଚ, ପିଇଓ ଙ୍କୁ ଫୋନ୍ ଜଣାଇଥିଲେ।  ଯେ ପର୍ଯ୍ୟନ୍ତ ପିଇବା ପାଣି ଗାଁ କୁ ନ ଆସିଛି ସେ ପର୍ଯ୍ୟନ୍ତ  ଆନ୍ଦୋଳନ ବଲବତ୍ତର ରହିବ ବୋଲି ଚେତାବନି ଦେବାରୁ ଘଟଣା ସ୍ଥଳକୁ ସରପଞ୍ଚ,ପିଇଓ, ପୋଲିସ ପ୍ରଶାସନ, ବ୍ଲକ ର କିଛି ଅଧିକାରି ଆସି ଆସନ୍ତା କାଲିଠୁ ପାଣି ତିନି ଥର ଯୋଗାଇ ଦିଆଯିବ ବୋଳି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ରୁ ଓହରିଥିଲେ ଆପ୍ କର୍ଯ୍ୟକର୍ତ୍ତା ଓ ଗ୍ରାମବାସୀ ବୃନ୍ଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like