-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ହରିଶଙ୍କର ରେ ଜରୁରୀକାଳୀନ ବୈଠକ ନୂତନ କାର୍ଯ୍ୟକାରୀ ଶିକ୍ଷକ ସଂଘ ଗଠିତ

17-Jun-2022



ଖପ୍ରାଖୋଲ : ଖପ୍ରାଖୋଲ ବ୍ଳକର ସମସ୍ତ ପ୍ରାଥମିକ ବିଦ୍ୟାଳୟ ର ଲେଭେଲ ୫ର୍ଥ ଏକ୍ସ କ୍ୟାଡର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଏକ ଜରୁରୀକାଳୀନ ବୈଠକ ହରିଶଙ୍କର ସ୍ଥିତ କୌଲାସ କୁଞ୍ଜର ଆମ୍ବ ତୋଟା ଠାରେ ଅନୁଷ୍ଠିତ ହୋଇଯାଇଅଛି । ଶିକ୍ଷକ ମୋତିଲାଲ ତାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ  ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ବିଭିନ୍ନ ସମସ୍ୟା, ପଦୋନ୍ନତି ଓ ଅନ୍ୟାନ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିବା ବେଳେ  ଏକ ନୂତନ କାର୍ଯ୍ୟକାରୀ କମିଟି ଗଠନ କରିବା, ନିୟମିତ ଦରମା ପାଇବା, ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପୂର୍ବତନ ପଡିରହିଥିବା ପଦୋନ୍ନତି ପାଇ ତ୍ୱରାନ୍ୱିତ କରିବା, ଚାକିରି କ୍ଷେତ୍ର ବହିକୁ  ଅପଡେଟ କରିବା, ସଂଘକୁ ପ୍ରଗତିଶୀଳ କାର୍ଯ୍ୟରେ ଅଗ୍ରସର କରିବା ଆଦି ଉପରେ ନିଷ୍ପତ୍ତି ନିଆଯାଇଥିଲା । ଏକ କାର୍ଯ୍ୟକାରୀ କମିଟିର ପୁନଃ ଗଠନ କରିବା ପାଇଁ  ବୈଠକରେ ଶିକ୍ଷକଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ମତପ୍ରକାଶ ପାଇଥିଲା । ପରିଶେଷରେ ସର୍ବସମ୍ମତି କ୍ରମେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏକ ନୂତନ କାର୍ଯ୍ୟକାରୀ କମିଟି ଗଠନ କରାଯାଇଥିଲା । ଏଥିରେ ସଭାପତି ଭାବେ ମୋତିଲାଲ ତାଣ୍ଡି, ଉପ ସଭାପତି ସପ୍ତା ସାହୁ, ରମେଶ ଚନ୍ଦ୍ର ଭୋଇ, ସଂପାଦକ ମାଧବ ପ୍ରଧାନ, କୋଷାଧ୍ୟକ୍ଷ ରଞ୍ଜନ ମେହେର , କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ ପ୍ରଧାନ, ସହ ସଂପାଦକ ଭଗବାନ ସେଠ, ଜଗନ୍ନାଥ ପାଣ୍ଡେ, ମଲୟ ମେହେର , ପ୍ରେମଲାଲ ପ୍ରଧାନ, ପ୍ରଭାତ କୁମାର ସାହୁ, ବଲରାମ ସାହୁ ପ୍ରମୁଖ ମନୋନୀତ ହୋଇଥିବା ଉପଦେଷ୍ଟା ସଦସ୍ୟ ଭାବେ ପ୍ରମୋଦ କୁମାର ଦାସ , ବ୍ୟାସଦେବ ବିଶ୍ଵାଳ , ଉମେଶ ଭଇଁଷାଲ , ସିଦ୍ଧାନ୍ତ ସାହୁ ପ୍ରମୁଖ ମନୋନୀତ ହୋଇଥିବା ବେଳେ ମିଡ଼ିଆ ସେଲ୍ ସ଼଼ଂଯୋଜକ ଭାବେ ଧରମସିଂ ଧରୁଆ ମନୋନୀତ ହୋଇଥିଲେ । ଗଠିତ କାର୍ଯ୍ୟକାରୀ କମିଟି ଆଗାମୀ ଦିନରେ ସଂଘ ସ୍ତରୀୟ କାର୍ଯ୍ୟକ୍ରମ କୁ ଆଗେଇ ନେବା ସହ ବିଭିନ୍ନ ସମସ୍ୟା ର ସମାଧାନ ପାଇଁ ସଭ୍ୟ ସଭ୍ୟା ଅଙ୍ଗିକାରବଦ୍ଧ ହୋଇ କାମ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏଥିରେ ଶିକ୍ଷକ ଇନ୍ଦ୍ରମଣି ସାହୁ , ଶେଷ ଦେବ ଦାସ , ସୀତାରାମ ପୁଟେଲ , ଜଗନ୍ନାଥ ପାଣ୍ଡିଆ , ଶିକ୍ଷୟିତ୍ରୀ ଉର୍ମିଳା ଯୋଷୀ , ସନ୍ଧ୍ୟାବତୀ ନନ୍ଦ , ଦଲିତା ନାଗ , ଗିତାଞ୍ଜଳୀ ସାହୁ , ଗୋଲାପି ତାଣ୍ଡି , ପଦ୍ମା ବରିହା , ସଞ୍ଜୁବତୀ ଷାଣ୍ଢ ଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିବା ବେଳେ , ମିଡ଼ିଆ ସେଲ୍ ସ଼଼ଂଯୋଜକ ଧରମସିଂଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like