-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ନିଯୁକ୍ତି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍କୁଲରେ ତାଲାବନ୍ଦ ଆନ୍ଦୋଳନ

17-Jun-2022



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବେହେରା ଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ନେଇ ବିଦ୍ୟାଳୟ ରେ ତାଲା ପକାଇ ଧାରଣାରେ ବସିଛନ୍ତି ଗ୍ରାମବାସୀ । ବିଦ୍ୟାଳୟରେ  ୪୦୦ରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ୬ ଜଣ ଶିକ୍ଷକ ଅଛନ୍ତି ଫଳରେ ଉପଯୁକ୍ତ ଶିକ୍ଷାଦାନ ପାଇବାରୁ ଛାତ୍ରଛାତ୍ରୀ ବଞ୍ଚିତ ହେଉଛନ୍ତି । ଏ ନେଇ ବାରମ୍ବାର  ଶିକ୍ଷା ଅଧିକାରୀଙ୍କୁ ଜଣାଇ ଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ଫଳରେ ବାଧ୍ୟ ହୋଇ ଆଜି ତାଲାବନ୍ଦ ଆନ୍ଦୋଳନ କରିଥିବା ପ୍ରକାଶ କରିଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀ ।
ଯେଉଁ ଦିନ ପର୍ଯ୍ୟନ୍ତ ଦାବି ପୁରଣ ନ ହୋଇଛି ଛାତ୍ରଛାତ୍ରୀ ଅନୁପାତରେ ଶିକ୍ଷକ ନିଯୁକ୍ତି ନ ହୋଇଛି ସେତେ  ଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି । ଧାରଣା ସ୍ଥଳରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ହେମ ନାଥ ବାରିକ, ଗଗନେଶ୍ଵର ବେମାଲ,ଧବଳେଶ୍ଵର ଦାସ ,ମହେଶ୍ୱର ବେମାଲ, ତ୍ରିନାଥ ପାଣିଗ୍ରାହୀୀ, ଟଙ୍କଧର ପୋଡ଼, ଚୌବନ ପୋଡ଼, ସିମାଞ୍ଚଳ ବାରିକ, ଦେବେନ୍ଦ୍ର ନାଏକ, ରଥ ନାଏକ, ଧନେଶ୍ଵର ଦାସ, ଶୋଭିତ ଗାନ୍ଧୀ, ନୀଳକଣ୍ଠ ପୋଡ଼ ସମେତ ବିଦ୍ୟାଳୟ କମିଟିର ସଭ୍ୟ ସଭ୍ୟା  ଏବଂ ଅବିଭାବକ ଉପସ୍ଥିତ ରହି ଆନ୍ଦୋଳନକୁ ଜାରି ରଖିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like