-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରଥରେ ଲାଗିବ ପ୍ରେମ ନଜର

17-Jun-2022



ଏଥର ରଥଯାତ୍ରାରେ ରିଲିଜ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଓଡିଆ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’ । ନିକଟରେ ଏହାର ମ୍ୟୁଜିକ ରିଲିଜ୍ ହୋଇଯାଇଛି । ସିନେମାର କଳାକାର ଓ କ୍ରିଉକୁ ନେଇ ମ୍ୟୁଜିକ ରିଲିଜ୍ ହୋଇଥିବା ବେଳେ ରଥଯାତ୍ରାରେ ଏହାର ଶୁଭମୁକ୍ତି ହେବ ବୋଲି ପ୍ରଯୋଜନା ସଂସ୍ଥା ଘୋଷଣା କରିଛି । 
ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ନିର୍ମିତ ଏହି ସିନେମାରେ ନାୟକ ରହିଛନ୍ତି ଅମ୍ଳାନ ଓ ତାଙ୍କ ସହ ରିୟା, ପ୍ରିୟା , ରାଗିଣୀଙ୍କୁ ରୋମାନ୍ସ ଦେଖିବାକୁ ମିଳିବ । ବିବାହ ପରେ ଓଲିଉଡରୁ ଏକପ୍ରକାର ଦୂରେଇ ଯାଇଥିବା ଚୁଲବୁଲି ଅଭିନେତ୍ରୀ ପ୍ରିୟା ଚୌଧୁରୀ ଏହି ସିନେମାରେ କମବ୍ୟାକ୍

କରିଛନ୍ତି । ଅନେକ ଦିନ ପରେ ଅମ୍ଳାନଙ୍କ ସହ ରିୟାଙ୍କ ଅନସ୍କ୍ରିନ୍ ରୋମାନ୍ସ ଓଡିଆ ଦର୍ଶକଙ୍କୁ ମତୁଆଲା କରିବା ଥୟ । ସେହିଭଳି ବଙ୍ଗୀୟ ସୁନ୍ଦରୀ ରାଗିଣୀ ଅନ୍ୟତମ ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ବବି ମିଶ୍ର, ପପି ସନ୍ତୁକା, ଅମର, ବାପି,ରିପନ, ବିନୋଦ,ଅଜୟ ପ୍ରଧାନ,ଧାରାଶ୍ରୀ ପ୍ରମୁଖ ନଜର ଆସିଛନ୍ତି ।

ଖଗେଶ୍ୱର ଶେଜପଡାଙ୍କ କାହାଣୀକୁ ଆଧାର କରି ସଂଳାପ ଲେଖିଛନ୍ତି ଚିନ୍ମୟ ଦାସପଟ୍ଟନାୟକ । ପ୍ରଯୋଜନା ଭାର  ବ୍ୟୋମକେଶ ତୁଲାଇଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ଏସ

ଦିଲିପ୍ ପଣ୍ଡା । କ୍ରିଏଟିଭ ହେଡ ଅଛନ୍ତି ପ୍ରଣୟ ଜେଠୀ। ଚଳଚ୍ଚିତ୍ର ର ଟ୍ରେଲର ଅଧିକ ଲୋକପ୍ରିୟତା ହାସଲ କରିସାରିଛି ସଂପୂର୍ଣ୍ଣ ଚଳଚ୍ଚିତ୍ର ଟି ନିଶ୍ଚୟ ଦର୍ଶକମାନଙ୍କ ଦ୍ଵାରା ଆଦୃତ ହେବ ବୋଲି ପ୍ରଯୋଜନା ସଂସ୍ଥା ର ସିଇଓ ରୂପାଲି ଦ୍ବିବେଦୀ ଆଶାବାଦୀ।
ବୈଦ୍ୟନାଥ ଦାସଙ୍କ ସିନେମାର ସଂଗୀତ ସଜାଇଥିବା ବେଳେ ହ୍ୟୁମାନ ସାଗର, କୁଲଦୀପ, ଗୌରବ, ଅସୀମା ପଣ୍ଡା, ଅର୍ପିତା ଚୌଧୁରୀ, ଦିପ୍ତୀରେଖା ପାଢ଼ୀ ଓ ଅନନ୍ୟା ଶ୍ରୀତମ ନନ୍ଦ ପ୍ରମୁଖ କଣ୍ଠଦାନ କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ଚଳଚ୍ଚିତ୍ର ଲାଗେ ପ୍ରେମ ନଜର ର ଗୀତ ଓ ଭିଡିଓ ଆମରା ମ୍ୟୁଜିକ ୟୁଟୁବ୍ ଚ୍ୟାନେଲ ରେ ପ୍ରଚାରିତ ହୋଇ ଲୋକପ୍ରିୟତା ହାସଲ କରିସାରିଛି।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like