-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ରଜ ମଉଜ କାର୍ଯ୍ୟକ୍ରମ 

17-Jun-2022



ବୌଦ୍ଧ(ଅକୃର ସାହୁ) : ବୌଦ୍ଧରେ ଜିଲା ପ୍ରଶାସନ,ଜିଲା ସଂସ୍କୃତି ବିଭାଗ ଓ ସାଂସ୍କୃତିକ ଅନୁଷ୍ଠାନ ଗେହ୍ଲାମା କଳାନିକେତନ ପକ୍ଷରୁ ରଜ ମଉଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏନଏନସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଅତିଥି ଭାବରେ ଯୋଗଦେଇ ପର୍ବପର୍ବାଣୀର ଗୁରୁତ୍ୱ ବୃଦ୍ଧି ସହିତ ଲୋକମାନଙ୍କ ମଧ୍ୟରେ ଭାଇଚାରା ବୃଦ୍ଧି ପାଇବ ବୋଲି ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ  ଜିଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ,ସୂଚନା ଓ ଲୋକ ସଂପର୍କ

ଅଧିକାରୀ ରିତାକାନ୍ତି ବଳିୟାରସିଂହ ଓ କଣ୍ଟାମାଳ ସିଡିପିଓ ଜ୍ୟୋତ୍ସ୍ନାରାଣୀ ମହାପାତ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଜିଲା ସଂସ୍କୃତି ଅଧିକାରୀ ଶ୍ରୀସ୍ୱାଇଁ ରାଜ୍ୟ ସଂସ୍କୃତି ବିଭାଗ ସହାୟତାରେ ପ୍ରତ୍ୟେକ ଜିଲାସ୍ତରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ସୂଚନା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଗେହ୍ଲାମା କଳାନିକେତନର କୁନି କୁନି କଳାକାରମାନଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ

ଅନୁଷ୍ଠିତ ହୋଇଥିଲା । ମହିଳାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ଖେଳ ଯଥା ପୁଚି,ବେଲୁନ ଫୁଟାଇବା  ଆଦି ବିଭିନ୍ନ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଗେହ୍ଲାମା କଳାନିକେତନର ସଭାପତି ସାମ୍ବାଦିକ ଶଶାଙ୍କ ଶେଖର ମିଶ୍ର,ଉପଦେଷ୍ଟା ଚିତରଞ୍ଜନ ଦାଶ,ସଂପାଦକ ଆଶୁତୋଷ ମହାପାତ୍ର,ସନ୍ତୋଷ ନାୟକ ଓ ମିହିର ଚାନ୍ଦ ପ୍ରମୁଖ ଉପସ୍ଥିତ ରହି ଶିଶୁ କଳାକାରମାନଙ୍କୁ ଉତ୍ସାହିତ କରିଥିବାବେଳେ ପ୍ରେମଜିତ ଝାଙ୍କର ମିକୁନ ଘିବେଲା ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ । ଅନୁଷ୍ଠାନର ବରିଷ୍ଠ ସଦସ୍ୟ ତଥା ନୃତ୍ୟଗୁରୁ ଗୋପାଳକୃଷ୍ଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like