-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲରେ ଅଧାରୁ ପାଠ ଛାଡିଥିବା କିଶୋରୀ ମାନଙ୍କୁ ସ୍କୁଲ ରେ ପୁନଃ ନାମଲେଖାଇବl ନିମନ୍ତେ ଜିଲ୍ଳାସ୍ତରୀୟ ସମୀକ୍ଷା ବୈଠକ - ଜିଲ୍ଲାରେ ଗୋଟିଏ ମଧ୍ୟ ଝିଅ ଯେପରି ସ୍କୁଲ ର ବାହାରେ ନ ରହିବେ ସେଥିପ୍ରତି ସମସ୍ତ ସମ୍ପୃକ୍ତ ବିଭାଗ ଗୁଡିକୁ ଯତ୍ନବାନ ହେବାକୁ ଜିଲ୍ଲପାଳ ଙ୍କ ପରାମର୍ଶ

17-Jun-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ଅପରାହ୍ନ ରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ବାହାରେ ଥିବା ଜିଲ୍ଲାର ସମସ୍ତ କିଶୋରୀ/ଝିଅଙ୍କୁ ପୁନର୍ବାର ସ୍କୁଲକୁ ଫେରାଇ ଆଣି ଶିକ୍ଷା ପ୍ରଦାନ କରାଯିବା ଉପରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲପାଳ ଚଳିତ ଶିକ୍ଷା ବର୍ଷରେ ଜିଲ୍ଲାର କୌଣସି ଗୋଟିଏ ମଧ୍ୟ ଝିଅ ଯେପରି ସ୍କୁଲ ର ବାହାରେ ନ ରହିବେ ସେଥିପ୍ରତି ସମସ୍ତ ସମ୍ପୃକ୍ତ ବିଭାଗ ଗୁଡିକୁ ଯତ୍ନବାନ ହୋଇ ପଦକ୍ଷେପ ନେବାକୁ ନିର୍ଦେଶ ଦେଇଛନ୍ତି l ଏପରିକି ଯଦି କୌଣସି ଝିଅ ନିର୍ଦ୍ଧିଷ୍ଟ ବୟସ ପୂର୍ବରୁ ବାହାହେଇ କିମ୍ବା ଅନ୍ୟ କୌଣସି କାରଣରୁ ପାଠ ଛାଡିଛନ୍ତି ଅଥବା ଗାଁ ର ବାହାରକୁ ଚାଲିଯାଇଛନ୍ତି ତାଙ୍କର ସମସ୍ତ ତଥ୍ୟ ଖୋଜି କି ବାହାର କରି ସେମାନଙ୍କୁ ପୁନଃ ସ୍କୁଲରେ ପଢିବା ନିମନ୍ତେ ଉତ୍ସାହିତ କରିବା ଉପରେ ପଦକ୍ଷେପ ନେବାକୁ ଗୁରୁତ୍ୱାରୋପ କରିଛନ୍ତି l ଏହି କାର୍ଯ୍ୟକୁ ଅଧିକ ସକ୍ରିୟ ଓ ସୁନିଶ୍ଚିତ କରିବା ନିମନ୍ତେ ସମସ୍ତ

ବି ଇ ଓ ୨୦୨୦-୨୧, ୨୦୨୧-୨୨ ରେ ବିଦ୍ୟାଳୟ ଆସୁନଥିବା  ୧୫ ରୁ ୧୮ ବର୍ଷର ଝିଅଙ୍କ ତାଲିକା ପ୍ରସ୍ତୁତ କରି ପ୍ରଦାନ କରିବେ l ଯଦି କୌଣସି ବିଦ୍ୟାଳୟ ବାହାରେ ଥିବା କିଶୋରୀ ର ବାହାଘର ହୁଏ କିମ୍ବା କିଶୋରୀ ମାତୃତ୍ୱ ହୁଏ ତେବେ ସମ୍ପୃକ୍ତ ଅଂଚଳରେ ଥିବା ସ୍କୁଲର ପ୍ରଧାନ ଶିକ୍ଷକ, ସି ଆର ସି ସି, ସି ଡି ପି ଓ ସୁପରଭାଇଜର ସେମାନଙ୍କ ଘରକୁ ଯାଇ ପରାମର୍ଶ କରି ପୁନର୍ବାର ବିଦ୍ୟାଳୟକୁ ଫେରାଇ ଆଣିବା ନିମନ୍ତେ ପ୍ରଯତ୍ନ କରିବାକୁ ପରାମର୍ଶ ଦେଇଛନ୍ତି l ଏହି ପରିପ୍ରେକ୍ଷୀରେ ବି ଇ ଓ ସୋନପୁରଙ୍କ ଆନ୍ତରିକ ଉଦ୍ୟମ ହେତୁ ସୋନପୁର ବାଳିକା

ବିଦ୍ୟାଳୟର ବବିତା ମୁଣ୍ଡା, ମମତା ପ୍ରଧାନ ଏବଂ ଉଲୁଣ୍ଡା ବ୍ଲକ ର ଭଗବତୀ ଘିବେଲା ସେମାନେ ବାହାଘର ପରେ ମଧ୍ୟ ପୁନର୍ବାର ବିଦ୍ୟାଳୟରେ ପାଠପଢା ଜାରି ରଖିଛନ୍ତି ଯାହା ପ୍ରଶଂସନୀୟ ବୋଲି ଜିଲ୍ଲପାଳ କହିଛନ୍ତି l ସେହିପରି ଅନ୍ୟ ବି ଇ ଓ ମାନେ ମଧ୍ୟ ନିଜ ସମୃକ୍ତ ଅଞ୍ଚଳରେ ଅନୁରୂପ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l ବୈଠକରେ ଜିଲ୍ଲା ବାଲ୍ୟ ବିବାହ ପରାମର୍ଶ ଦାତା ଏକ୍ସନଏଡ଼ ରାକେଶ ପ୍ରଧାନ ଜିଲ୍ଲାରେ ବାଲ୍ୟ ବିବାହ ଓ କିଶୋରୀ ମାତୃତ୍ୱ ଉପରେ ବିଷଦ ବିବରଣୀ ପ୍ରଦାନ କରିଥିଲେ l ପରେ ପରେ ଜିଲ୍ଲାରେ 5T ରେ ଅନ୍ତର୍ଭୁକ୍ତ ହୋଇ ଥିବା ହାଇସ୍କୁଲ ର ବିଭିନ୍ନ କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ ଜିଲ୍ଲାପାଳ l ସେ ଉପସ୍ଥିତ 5T ସ୍କୁଲ ର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ଆଇସିଟି ଲ୍ୟାବ, ସ୍ମାର୍ଟ କ୍ଲାସ ଓ ସାଇନ୍ସ ଲ୍ୟାବ ର ସମ୍ପୂର୍ଣ୍ଣ ଉପଯୋଗ ଉପରେ ସୁନିଶ୍ଚିତ କରିବାକୁ ନିର୍ଦେଶ ଦେଇଛନ୍ତି l ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ  ଲକ୍ଷ୍ମଣ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡ଼ତିଆ,5T ନୋଡାଲ ଅଧିକାରୀ  ଅଭିଳାଷ ପୁରୋହିତ,ଡି ଏସ ଡବ୍ଲୁ ଓ ଗୌର ମଣି ହାଁସଦା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ସମସ୍ତ ସି ଆର ସି ସି, ସମସ୍ତ ହାଇସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ପ୍ରମୁଖ ଯୋଗଦାନ କରି ନିଜ ନିଜର ମତାମତ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like