-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଭାପତି ଲଷ୍ମୀ ନାରାୟଣ ମେହେରଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ସଂଗଠନ କର୍ମକର୍ତ୍ତା, କେବଳ ଔଷଧ ନୁହେଁ ଲୋକଙ୍କ ଅତ୍ମୀୟତା ଭଲ ପାଇବାରେ ହିଁ ଜଣେ ରୋଗୀ ଦ୍ରୁତ ଆରୋଗ୍ୟ ଲାଭ କରିଥାଏ

18-Jun-2022



 ସୁବର୍ଣ୍ଣପୁର// ଗତକାଲି ସ୍ୱଚ୍ଛ ଭାରତ  ପକ୍ଷରୁ  ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡାର ସଭାପତି ତଥା ବିଶିଷ୍ଟ ସମାଜସେବୀ ଲଷ୍ମୀ ନାରାୟଣ ମେହେରଙ୍କ ୬୮ତମ ଜନ୍ମ ଦିବସ ନିରାଡମ୍ବର ଭାବେ ପାଳନ କରାଯାଇଛି l  ରାଜା ବଗିଚା ସ୍ଥିତ ଶ୍ରୀ ମେହେରଙ୍କ ବାସଭବନରେ ସ୍ୱଚ୍ଛ ଭାରତ ସଂଗଠନର  ଅନ୍ୟତମ ପ୍ରତିଷ୍ଠାତା ସୟଦ ଅଲିମୁଲ ଇସଲାମ ଙ୍କ ନେତୃତ୍ୱରେ ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ପଏଁରୀ ଅନୁଷ୍ଠାନ ର ସଭାପତି ସମ୍ପାଦକ ଲଡ଼ୁ କିଶୋର ମଲ୍ଲିକ, ଚୌଧୀରି ବିଭାର, ସଚେତନ ନାଗରିକ ମଞ୍ଚର ଉପଦେଷ୍ଟା ପ୍ରଦୀପ  ପୁରୋହିତ, କୃଷ୍ଣ ଗୁରୁ  ଗାୟିକା କୁନ୍ତୀ  ସାହୁ , ଯୋଗାଳୟ ର ସଭ୍ୟ  ପ୍ରତାପ ଦାଶ  ଓ  ଅମର ଭୁତ , ରକ୍ତ ଦାତା ସଂଘ ର ଉଦ୍ୟୋକ୍ତl ମନୋଜ ପଣ୍ଡା  ଓ ଆଜିର ଏଇ କାର୍ଯ୍ୟକ୍ରମ ର ସଂଯୋଜକ ମନୋରଞ୍ଜନ ତ୍ରିପାଠୀ ଙ୍କ ସମେତ ବିଭିନ୍ନ ସଂଗଠନ ର  କର୍ମଜର୍ତ୍ତା ଫୁଲ ତୋଡ଼ା, ଉପଢୌକନ, ପ୍ରଦାନ ପୂର୍ବକ ଶ୍ରୀ ମେହେର ଙ୍କୁ ଜନ୍ମ ଦିନ ର ଶୁଭେଚ୍ଛା ଜଣାଇଥିଲେ l

ଏବଂ ଶ୍ରୀ ମେହେରଙ୍କ ଆରୋଗ୍ୟ କାମନା କରି ଦୀର୍ଘାୟୁ, ସୁସ୍ଥ ଜୀବନ ପାଇଁ  ଓ  ସମସ୍ତ ସଂଗଠନର ମଙ୍ଗଳ କାମନା କରି ମା ଭୁବନେଶ୍ୱରୀଙ୍କ ମନ୍ଦିରରେ ପୂଜାଅର୍ଚନା ସହ ପ୍ରାର୍ଥନା କରିଥିଲେ l ସ୍ୱଚ୍ଛ ଭାରତ ସଂଗଠନର  ଉପଦେଷ୍ଟା ବିନୋଦ ମେହେର, ଉପ ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ, ତରଣୀ ମେହେର, ପ୍ରଫୁଲ୍ଲ ନାଏକ, ପ୍ରମୋଦ କୁମାର ସାହୁ, ନାରାୟଣ ରଥ, ଜୟନ୍ତ ବେହେରା, ଗୋପାଳ ମେହେର, ସଂଗୀତl ନାଏକ, ପଦ୍ମାବତୀ ମେହେର, ଜୟ ନାରାୟଣ ସାହୁ, ପ୍ରମୁଖ ଶୁଭେଛୁ ପଦ୍ମ ଲୋଚନ ସାହୁ, ବାବୁଲା ମିଶ୍ର  ଯୋଗ ଦେଇ ଶ୍ରୀ ମେହେର ଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like