-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଗଙ୍ଗେଇ ସରକାରୀ ପ୍ରାଥମିକ ବିଦ୍ୟାଳୟର  ସ୍ବତନ୍ତ୍ର କାର୍ଯ୍ୟକ୍ରମ  "ଦୈନନ୍ଦିନୀ" 

18-Jun-2022



ବରଗଡ:-ମହାମାରୀ କୋରୋନା ଯୋଗୁଁ ଦୁଇ ବର୍ଷରୁ ଅଧିକ ସମୟ ବିଦ୍ୟାଳୟ ଗୁଡିକ ବନ୍ଦଥିଲା । ଗତ ଫେବୃୟାରୀ ଅଠେଇଶ ତାରିଖ ବିଦ୍ୟାଳୟ ଗୁଡିକ ଖୋଲାହୋଇ ତିନିମାସ ପାଠପଢ଼ା ହେଲାପରେ ଜୁନ ପାଞ୍ଚରୁ ଷୋହଳ ପର୍ଯ୍ୟନ୍ତ ବିଦ୍ୟାର୍ଥିମାନଙ୍କୁ ଛୋଟିଆ ଗ୍ରୀଷ୍ମ ଅବକାଶ ଦିଆ ଯାଇଥିଲା । ପଢିଥିବା ପାଠ ଯେପରି ପିଲାଏ ଭୁଲି ନ ଯିବେ ସେଥିପାଇଁ ଜିଲ୍ଲା ଶିକ୍ଷା ପ୍ରତିଷ୍ଠାନ ଓ ଶିକ୍ଷା କାର୍ଯ୍ୟାଳୟ, ବରଗଡ ତରଫରୁ "ଗୋଟିଏ ଦିନ ଗୋଟିଏ ପୃଷ୍ଠା " ନାମକ ଏକ କାର୍ଯ୍ୟକ୍ରମ ହାତକୁ ନେଇଥିଲେ । ସରକାରୀ ପ୍ରାଥମିକ ବିଦ୍ୟାଳୟ, ଗଙ୍ଗେଇ ଏଥିରେ ହସ୍ତକର୍ମ , ପ୍ରକଳ୍ପ କାର୍ଯ୍ୟ, ଅନଲାଇନ କ୍ଲାସ "ଶିକ୍ଷା ତରଙ୍ଗ" କୁ ଯୋଡି " ଦୈନନ୍ଦିନୀ " ନାମକ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଥିଲେ । ଏଥିପାଇଁ ପ୍ରଧାନ ଶିକ୍ଷକ ଶ୍ରୀମାନ ରୋହିତ କୁମାର ଭୁଏ ଶେଷ କାର୍ଯ୍ୟଦିବସରେ ଅଭିଭାବକମାନଙ୍କୁ ତାଲିମ ମଧ୍ଯ ଦେଇଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷାସାରଥୀ ଦଳ ସମ୍ପୂର୍ଣ୍ଣ ସହଯୋଗ କରିବା ସହ ପିତାମାତାଙ୍କ ସକ୍ରିୟ ଅଂଶଗ୍ରହଣ ଓ ପ୍ରଧାନ ଶିକ୍ଷକଙ୍କ ଘର ଘର ପରିଦର୍ଶନ ଏହାକୁ ସଫଳ କରିବାରେ ସହାୟକ ହୋଇପାରିଥିଲା ।

"ଦୈନନ୍ଦିନୀ"ର ସଫଳ ରୂପାୟନ ପରେ ଏକ ସମ୍ବର୍ଦ୍ଧନା ସଭା ର ଆୟୋଜନ କରାଯାଇ ସମସ୍ତ ଶିକ୍ଷାର୍ଥୀମାନଙ୍କୁ ପ୍ରଶଂସା ପତ୍ର ସହ ଉପହାର ପ୍ରଦାନ କରାଯାଇଥିଲା । ଏଥିରେ ମୁଖ୍ଯ ଅତିଥି ଭାବରେ ପୂର୍ବତନ ବି.ଆର.ସି.ସି ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ତ୍ରିପାଠୀ ଯୋଗଦେଇ ପଢା ଅଭ୍ଯାସର ମହତ୍ତ୍ବ ତଥା ଅଭିଭାବକମାନଙ୍କ ସକ୍ରିୟ ଯୋଗଦାନର ସୁଫଳ ସମ୍ପର୍କରେ ଅବଗତ କରାଇଥିଲେ ।ଶ୍ରୀଯୁକ୍ତ ଜୟରାମ ଗହିରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଶ୍ରୀଯୁକ୍ତ ଚୈତନ୍ୟ ତୁଆନ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ପିଲାମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶେଷରେ କାର୍ଯ୍ୟକ୍ରମର ପରିଚାଳକ ଶ୍ରୀଯୁକ୍ତ ରୋହିତ କୁମାର ଭୁଏ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like