-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

*ନଜର ଦେଲେନି କର୍ତୃପକ୍ଷ ଡ୍ରେନ ର ହାଲଚାଲ - ସାମାନ୍ୟ ବର୍ଷାରେ  ସୁବର୍ଣ୍ଣପୁର ବେହାଲ  

18-Jun-2022



ସୋନପୁର//   ସାମାନ୍ୟ ବର୍ଷା ରେ ବେହାଲ ହୋଇପଡିଛି ସୁବର୍ଣ୍ଣପୁର ସହର l ବର୍ଷା ଆସିବା ପୂର୍ବ ରୁ ଜିଲ୍ଲପାଳ ସମସ୍ତ ବିଭାଗ ଗୁଡିକୁ ନିଜ ନିଜ ଗୁରୁ ଦାୟିତ୍ୱ ଉପରେ ସଚେତନ କରାଇବା ପରେ ମଧ୍ୟ ଚେତି ପାରିନାହିଁ ସୁବର୍ଣ୍ଣପୁର ପୌରପରିଷଦ  l ସହର ରେ ଏବେ ଡ୍ରେନ ଗୁଡିକ ଉପରେ ବେଆଇନ ଜବରଦଖଲ ବଢ଼ିବାରେ ଲାଗିଥିଲେ ମଧ୍ୟ  କିଛି ଜାଗାରେ ଜବର ଦଖଲ  ଉଛେଦ ହେଉଛି ସତ l ହେଲେ ଡ୍ରେନ ସମସ୍ୟା କଥା କର୍ତୃପକ୍ଷ  ନ ବୁଝିବା ଯୋଗୁଁ  ବିନା ବଟମ ଚେନ  ରେ ପ୍ୟାଣ୍ଟ ସିଲେଇ ଭଳିଆ ପରିସ୍ଥିତି ସୃଷ୍ଟି  ହୋଇଛି  ସହର ସବୁଆଡେ l  ଅନ୍ୟ ପକ୍ଷେ ବର୍ଷା ପୂର୍ବ ରୁ ଡ୍ରେନ ଗୁଡିକ ର ମାଟିକୁ କାଢି ବର୍ଷା ଜଳ ନିଷ୍କାସନ ପାଇ ଆବଶ୍ୟକ ପଦକ୍ଷେପ ନେବା କଥା ତେବେ କିଛି ଆଖିଦୃଶିଆ ସ୍ଥାନ ରୁ ମାଟିକାଢି ନିଜ କାମ ସାରିଦେଇଛି ପୌର ବିଭାଗ l ଏତିକି

ବେଳେ ସହର ଭିତରେ ବର୍ଷା ପାଣି ଜମି କୃତିମ ବନ୍ୟା ହେବା ସ୍ଥିତି ନିଶ୍ଚୟ ତେବେ ବର୍ଷା ଆରମ୍ଭ ରୁ କୃତିମ ବନ୍ୟା କୁ ଦେଖି  ଆଗାମୀ ବର୍ଷା ଋତୁ ପାଇ ଯଦି ପୌରପରିଷଦ ସଜାଗ ରହି ଡ୍ରେନ ର ବ୍ୟବସ୍ଥା କୁ ନ ସଜାଡ଼େ,  ଏହିପରି ବର୍ଷା ପାଣି ସହର ଭିତରେ ଘରେ ଘରେ ପଶି ଧନ ଜୀବନ ନଷ୍ଟ ହେବl ଭଳି ସ୍ଥିତି କୁ ଏଡାଇ ଦିଆ ଯାଇ ନ ପାରେ l ଆଜି ସହର ର ପଟାଭାଡି ଓ ବଡ ବଜାର ବସ୍ତି  ଅଂଚଳ ର ଏ ଅବସ୍ଥା ଦେଖି ପୌର ପରିଷଦ କୁ ଘୋର ସମାଲୋଚନା କରିଛନ୍ତି ସହରବାସୀ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like