-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ପ୍ରକଳ୍ପ ନିର୍ଦେଶକ ଡି ଆର ଡି ଏ ଙ୍କ ଦ୍ୱାରା ସୋନପୁର ବ୍ଲକ କାର୍ଯ୍ୟର ସମୀକ୍ଷା ବୈଠକ 

18-Jun-2022



ସୁବର୍ଣ୍ଣପୁର, ଆଜି ଅପରାହ୍ନ ରେ ନୂତନ ଡି ଆର ଡି ଏ ପ୍ରକଳ୍ପ ନିର୍ଦେଶକ ଶ୍ରୀ ନିହାର ରଞ୍ଜନ କଁହର ଙ୍କୁ ସୋନପୁର ବ୍ଲକ ପ୍ରଶାସନ ତରଫରୁ ବ୍ଲକ ସଭା ଗୃହରେ ଏବିଡ଼ିଓ ଶ୍ରୀ ଶଶିଭୂଷଣ ପ୍ରଧାନ ଓ ଅନ୍ୟ ବ୍ଲକ କର୍ମଚାରୀ ପ୍ରମୁଖ ସ୍ୱାଗତ କରିଥିଲେ l ପରେ ପରେ ପ୍ରକଳ୍ପ ନିର୍ଦେଶକ ବ୍ଲକ ର ବିଭିନ୍ନ କାର୍ଯ୍ୟ ର ସମୀକ୍ଷା କରିଥିଲେ l ଏହି ସମୀକ୍ଷା ବୈଠକରେ ବିଶେଷ କରି ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଗ୍ରାମୀଣ ଆବାସ ଯୋଜନା, ଓଡିଶା ଜୀବନ ଜୀବିକା ମିଶନ, ରାଜ୍ୟ ଅର୍ଥ ଆୟୋଗ ଓ କେନ୍ଦ୍ର ଅର୍ଥ ଆୟୋଗ ଦ୍ୱାରା ଆବଣ୍ଟିତ ଅର୍ଥ ର ସୁବିନିଯୋଗ ଉପରେ ବୈଠକରେ ବିଭାଗୀୟ ସମ୍ପୃକ୍ତ କର୍ମଚାରୀଙ୍କୁ ପଚାରି ବୁଝିବା ସହ କାର୍ଯ୍ୟ ର ସ୍ଥିତି ଓ ଅଗ୍ରଗତି ର ସମୀକ୍ଷା କରିଛନ୍ତି l ସରକାର ଙ୍କ ପ୍ରତ୍ୟେକ ଯୋଜନା ର ସୁଫଳ ଯେପରି ତୃଣମୂଳ ସ୍ତରରେ ଯୋଗ୍ୟ ହିତାଧିକାରୀ ପାଇପାରିବେ ସେଥି ପ୍ରତି ବିଶେଷ ଯତ୍ନବାନ ହୋଇ କାର୍ଯ୍ୟ କରିବାକୁ ବ୍ଲକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଓଡିଶା ଜୀବିକା ମିଶନ ଜରିଆରେ ଅଧିକ ରୁ ଅଧିକଯୋଗ୍ୟ ହିତାଧିକାରୀ ସାମିଲ କରି ଗ୍ରାମୀଣ ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆଣିବା ସହ ଗ୍ରାମୀଣ ଜୀବନ ଯାପନ ଶୈଳୀ ରେ ପରିବର୍ତ୍ତନ ଆଣିବାକୁ ପରାମର୍ଶ ଦେଇଛନ୍ତି ପ୍ରକଳ୍ପ ନିର୍ଦେଶକ ଶ୍ରୀ କଁହର l ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଶ୍ରମ ଦିବସ ଲକ୍ଷ୍ୟ ଧାର୍ଯ୍ୟ କୁ ସମୟ ଅବଧି ମଧ୍ୟରେ ପୂରଣ କରିବାକୁ ନିର୍ଦେଶ ଦେବା ସହ ସରକାରଙ୍କ ମହତ୍ୱକାଂକ୍ଷୀ  ଗ୍ରାମୀଣ ଆବାସ ଯୋଜନା ର ଧାର୍ଯ୍ୟ ଲକ୍ଷ୍ୟ କୁ ଶତ ପ୍ରତିଶତ ପୂରଣ କରିବା ସହିତ ଆବାସ କାର୍ଯ୍ୟ ରେ କୌଣସି ପ୍ରକାର ଅନୈତିକତା କୁ ବରଦାସ୍ତ କରାଯିବନାହିଁ ବୋଲି ନିର୍ଦେଶ ଦେଇଛନ୍ତି l ବ୍ଲକ ଦ୍ୱାରା କାର୍ଯ୍ୟକାରି ସମସ୍ତ ଯୋଜନା/ପ୍ରକଳ୍ପ ଗୁଡିକୁ ସମୟ ଅବଧି ମଧ୍ୟରେ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଲକ୍ଷ୍ୟ ଧାର୍ଯ୍ୟକୁ ପୂରଣ କରିବା ସହ ଅର୍ଥ ବିନିଯୋଗ ପ୍ରମାଣ ପତ୍ର କୁ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି l ବୈଠକରେ ଏ ବି ଡି ଓ ଶଶୀଭୂଷଣ ପ୍ରଧାନ ଓ ଅନ୍ୟ ବ୍ଲକ ଅଧିକାରୀ,କର୍ମଚାରୀ ପ୍ରମୁଖ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like