-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||     

HOME   ଜିଲ୍ଲା

ଜନ୍ମଗତ ଶିଶୁ ହୃଦରୋଗୀ ଙ୍କୁ ସଫଳ ଚିକିତ୍ସା ପାଇଁ ମିଶନ ହସ୍ପିଟାଲ ପଠାଇଲା ସୁବର୍ଣ୍ଣପୁର ଜ଼ିଲ୍ଲା ସ୍ୱାସ୍ଥ୍ୟ ବିଭାଗ

18-Jun-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠି)
ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନସ୍ୱାସ୍ଥ୍ୟ ଅଧିକାରୀ  ଡା. ବିଶ୍ୱ ରଞ୍ଜନ ପତି, ଅତିରିକ୍ତ  ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ମଞ୍ଜୁରଣୀ ସିଂ, ଡି ପି ଏମ ଶ୍ରୀ ବିଶ୍ୱମ୍ବର ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ୱlବଧାନ ରେ ଗତ କାଲି  17 ତାରିଖ ରେ  ସମ୍ବଲପୁର ରେଳ ଷ୍ଟେସନ ରୁ ପାଞ୍ଚ ଜଣ  ଜନ୍ମଗତ ହୃଦ ରୋଗୀ ଶିଶୁ ଙ୍କୁ ଅପରେସନ ଓ ସଫଳ ଚିକିତ୍ସା  ପାଇଁ ଜ଼ିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଶନ ହସ୍ପିଟାଲ ଦୁର୍ଗାପୁର ପଠାଗଲା l ଆର ବି ଏସ କେ କୋଅର୍ଡିନେଟର ଶ୍ରୀ ବିଧୁଭୂଷଣ ପତି  ଏଥିରେ ସହଯୋଗ କରିଥିଲେ ଏହି ପାଞ୍ଚ ଜଣ  ଶିଶୁଙ୍କ ମଧ୍ୟରୁ  ଦୁଇ ଜଣ  ତରଭା, ଅନ୍ୟ ଦୁଇ ଜଣ  ବୀରମହାରାଜପୁର ଓ ଜଣେ  ଉଲୁଣ୍ଡା ବ୍ଲକ ର ଶିଶୁ ହୃଦରୋଗୀ ଙ୍କୁ ମିଶନ ହସ୍ପିଟାଲ ନିଆଯାଇଛି l ପୂର୍ବରୁ 2021 ମସିହା ଜୁଲାଇ ମାସରେ ରେ ମଧ୍ୟ  ଜ଼ିଲ୍ଲା ସ୍ୱାସ୍ଥ୍ୟ ବିଭାଗରୁ ଛଅ ଜଣ ଶିଶୁ ଙ୍କୁ  ହୃଦ ରୋଗ  ଚିକିତ୍ସା ପାଇଁ ମିଶନ ହସ୍ପିଟାଲ କୁ ପଠା ଯାଇଥିବା ବିଷୟ ଜ଼ିଲ୍ଲା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଙ୍କ ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026

You Might Also Like