-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

୨୨ ଫୁଟ କୂଅ ରୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କଲେ ଗାଇ 

18-Jun-2022



ମୁରିବାହାଲ//  ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ଅନ୍ତର୍ଗତ ଟଟୋପରା ଗ୍ରାମ ରେ  ୨୨ ଫୁଟ ର କୂଅ ରେ ଗୋଟିଏ ଗାଈ ୨ଦୀନ ହେଲା ପଡ଼ି ରହିଥିଲା |ଖବର ପାଇ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ର ଜୟନ୍ତ କୁମାର ସାହୁ ପହଞ୍ଚି ମୁରିବାହାଲ ଅଗ୍ନିଶମ ବିଭାଗ କର୍ମଚାରୀ ଙ୍କୁ ଫୋନ୍ କରି ଜଣାଇ ଥିଲେ |

ମୁରିବାହାଲ ଅଗ୍ନିଶମ ଓଆଇସି ଦିଲୀପ ମୁଣ୍ଡା ଓ ତାଙ୍କ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଥିଲେ| କୂଅ ଭିତରେ ପଶି ଦୀର୍ଘ  ୬ଘଣ୍ଟା ର ପ୍ରୟାସ ରେ ଗାଈ ଟି କୁ ଉଦ୍ଧାର କରିଥିଲେ |ଏହି ଉଦ୍ଧାର କାର୍ଯ୍ୟରେ ଏଫ ଏ ମ ଡି ସତ୍ୟବ୍ରତ ସେଠି, ଏଫ ଏମ ନରେନ୍ଦ୍ର ସିରଦାର, ଏଣ୍ଡୁ୍ରୁ ଭୁଆଁ, ସୁଶୀଲ ଭୋଇ, ମିନିକେତନ ନାୟକ, ପ୍ରମୁଖ ସାମିଲ ହୋଇ ଗାଇଟିକୁ ଉଦ୍ଧାର କରିଥିଲେ |ଏହିପରି କାର୍ଯ୍ୟକୁ ଗ୍ରାମବାସୀ ଅଗ୍ନିଶମ କର୍ମଚାରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି |


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like