-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୨୪ ତମ ମିସ ଏଣ୍ଡ ମିଷ୍ଟର ଟିନ ଇଣ୍ଡିଆ ପ୍ରତିଯୋଗିତାରେ ବିଚାରକ ଭାବେ ଆଲି କ୍ଲବ ନିମନ୍ତ୍ରଣ କରିଥିଲା ମନମୁଣ୍ଡା ର ଝିଅ ମିସ ତନିଷା ଆଗ୍ରୱାଲାଙ୍କୁ 

19-Jun-2022



ସୁବର୍ଣ୍ଣପୁର//  ଗତ ୧୭ ତାରିଖ ଦିନ ଭୁବନେଶ୍ୱର ଇଡ଼କଲ ଅଡ଼ିଟୋରିୟମ ଠାରେ  ନୂଆଁ ଦିଲ୍ଲୀ ଆଲିକ୍ଲବ ମିସ ଓ ମିଷ୍ଟର ଟିନ ଇଣ୍ଡିଆ ପ୍ରତିଯୋଗିତାରେ ୫ ଜଣ ବିଚାରକ ଙ୍କ ମଧ୍ୟରୁ ମନମୁଣ୍ଡାର ଝିଅ "Miss Teen India Iron Girl 2021" ତନିଷା ଆଗ୍ରୱାଲା ଆଲି କ୍ଲବ ରୁ ନିମନ୍ତ୍ରଣ ପାଇ ବିଚାରକ ଭାବେ ଭାଗ ନେବାର ସୁଯୋଗ ପାଇଥିବାରୁ ବାପା ବିଶିଷ୍ଟ ବ୍ୟବସାୟୀ ରାମ ଚନ୍ଦ୍ର ଆଗ୍ରୱାଲା ମାତା ରୀନା ଆଗ୍ରୱାଲା  ଙ୍କ ସମେତ ମନମୁଣ୍ଡା ସୋନପୁର ଅଂଚଳ  ଓ ମୋଡେଲ ଡିଗ୍ରୀ କଲେଜ,  ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ର ଗୌରବ ବଢ଼ାଇଛନ୍ତି ତନିଷା l ଏ ସଫଳତା ଖବର ପାଇବା ପରେ  ଏ  ସମଗ୍ର ଅଂଚଳ ରେ ଖୁସିର ଲହରୀ

ଖେଳିଯାଇଛି l ସ୍ୱଚ୍ଛ ଭାରତ ସଂଗଠନ ର ଜଣେ ସଦସ୍ୟ ଭାବ ରେ ତନୀଷା ଓ ତାଙ୍କ ପରିବାର ସ୍ୱଛତା ସେବା କାର୍ଯ୍ୟ କରୁଥିବାରୁ ସ୍ୱଚ୍ଛ ଭାରତ ସଂଗଠନ ର କର୍ମକର୍ତ୍ତା ଓ ଏ ଅଞ୍ଚଳ ର ବହୁ  ବିଶିଷ୍ଟ ବ୍ୟକ୍ତି  ମିସ ତନୀଷା ଙ୍କୁ ଉଜ୍ବଳ ଭବିଷ୍ୟତ ପାଇଁ ଶୁଭେଚ୍ଛା କୃତଜ୍ଞତା ଓ ଶୁଭ କାମନା ଜଣାଇଛନ୍ତି l ଅନ୍ୟ ଚାରି ଜଣ ବିଚାରକ ଙ୍କ ମଧ୍ୟରେ ଋ୍ୟାମ୍ପ ଗୁରୁ ସମ୍ବିତା ବୋଷ, "MTV Super Model" ସ୍ୱପ୍ନା ପ୍ରିୟଦର୍ଶିନୀ, "Miss Teen India All Rounder 2021" ପଲ୍ଲବୀ  ପାଣ୍ଡଵ , "Mr Teen India Shining star 2019" ଅଭିଷେକ ମହାନ୍ତି ଙ୍କୁ ମଧ୍ୟ ଆଲି କ୍ଲବ ବିଚାରକ ଭାବେ ନିମନ୍ତ୍ରଣ କରିଥିଲା l ଏଭଳି ସୁଯୋଗ ଦେଇ ପ୍ରତିଭାଙ୍କ ସମ୍ମାନ ବଢ଼ାଇ ଥିବାରୁ ଆଲି କ୍ଲବ କୁ ଧନ୍ୟବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like