-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଖେଳ

ଜାତୀୟ ଓଡ଼ିଆ ଟାଇକୋଣ୍ଡୋ ଦଳରେ ଓଡ଼ିଶାର ପ୍ରଥମ ଝିଅ ଭାବେ ସ୍ଥାନ ପାଇଛନ୍ତି ଡାକ୍ତର ନିଲିମା କଟ୍ଟି

23-Nov-2020



କଟକ, (ପ୍ରେରଣା ଖବର) - କଟକ ବଡ଼ ମେଡିକାଲର ଦନ୍ତ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟରତ ଡାକ୍ତର ନିଲିମାଙ୍କୁ ଏବେ ୪୦ ବର୍ଷ। ଦୀର୍ଘ ୫ ବର୍ଷ ଧରି ତାଲିମ ଓ ଅଭ୍ୟାସ ତାଙ୍କୁ ଜାତୀୟ ଟାଇକୋଣ୍ତୋ ଦଳରେ ସ୍ଥାନ ଦେଇ ପାରିଛି।
  କଟକ ମହତାବ ରୋଡ଼ ଅଞ୍ଚଳରେ ବାସ କରୁଥିବା ଅଶୋକ କୁମାର କଟ୍ଟି ଓ ନାଗବେଣି କଟ୍ଟିଙ୍କ ଝିଅ ଡାକ୍ତର ନିଲିମା ନିଜର ଦୃଢ଼ ମନୋବଳ ଓ ସ୍ବାମୀ ଡକ୍ଟର ଦେବପ୍ରତୀମ ମହାନ୍ତିଙ୍କ ସହଯୋଗରେ ଏଭଳି କୃତିତ୍ବ ହାସଲ କରି ପାରିଥିବା କହିଛନ୍ତି।
  ଡାକ୍ତର ନିଲିମା ଓଡ଼ିଶାର ପ୍ରଥମ ଝିଅ ଭାବେ ସିନିୟର ୧୮ ଜଣିଆ ଦଳରେ ସାମିଲ ହୋଇଥିବା ବେଳେ ୫୦ ବର୍ଷରୁ କମ୍‌ ବର୍ଗରେ ସେ ସୁଯୋଗ ପାଇବେ।
  ଏହାସହ ଆଗାମୀ ଦିନରେ ହେବାକୁ ଥିବା ଅନ୍‌ଲାଇନ୍‌ ବିଶ୍ବ ଟାଇକୋଣ୍ତୋ ଓ ଏସିଆନ୍‌ ଟାଇକୋଣ୍ତୋ ପ୍ରତିଯୋଗିତାରେ ସେ ଭାରତୀୟ ଦଳରେ ମଧ୍ୟ ଦେଖିବାକୁ ମିଳିବେ।
ଡାକ୍ତର ନିଲିମାଙ୍କୁ ଜାତୀୟସ୍ତର‌ର #କୋଚ୍‌ ଅମରେନ୍ଦ୍ର ପୃଷ୍ଟି ଏବେ ତାଲିମ ଦେଉଛନ୍ତି।

ଡାକ୍ତର ନିଲିମା କହିବା ଅନୁଯାୟୀ ତାଙ୍କର ପିଲାବେଳୁ ଏହି କ୍ରୀଡ଼ା ପ୍ରତି ଆଗ୍ରହ ରହିଆସିଛି। 
ଓ ବାହାଘର ପରେ ସ୍ବାମୀ ଓ ଦୁଇ ପୁଅ ପ୍ରଥମମେଶ, ପ୍ରଣବେଶଙ୍କ ସହ ସୁସ୍ଥ ଶରୀର ପାଇଁ ପ୍ରତ୍ୟେକ ଦିନ ଚାଲିବାକୁ ସତ୍ୟବ୍ରତ ଷ୍ଟାଡ଼ିୟମ ଯାଉଥିଲେ। 
ସେଠାରେ କୋଚ୍‌ ପିଲାମାନଙ୍କୁ ଟାଇକୋଣ୍ତୋ ତାଲିମ ଦେଉଥିବା ବେଳେ ସେଥିପ୍ରତି ତାଙ୍କର ଆଗ୍ରହ ଦେଖି ସ୍ବାମୀ ଦେବପ୍ରତୀମ ତାଙ୍କୁ ତାଲିମ ନେବାକୁ ‌ଉତ୍ସାହିତ କରିଥିଲେ।*
ଫଳରେ ସେମାନେ ପୂରା ପରିବାର #ଟା‌ଇକୋଣ୍ଡୋ ତାଲିମ ନେବା ଆରମ୍ଭ କରିଥିଲେ। ଶେଷରେ ତାଙ୍କର ସ୍ବପ୍ନ ସାକାର ହୋଇଛି ଏବଂ ସେ ଜାତୀୟ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। 
ବିଶ୍ବ ଟାଇକୋଣ୍ଡୋ ପ୍ରତିଯୋଗିତାରେ ଚାମ୍ପିଅନ ହୋଇ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିବାକୁ ଚେଷ୍ଟା କରିବେ ବୋଲି ଡାକ୍ତର ନିଲିମା କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like