-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ରକ୍ତଦାନ ଶିବିର , ମୋଟ ୪୧ ୟୁନିଟ ରକ୍ତ ସଂଗ୍ରହ

19-Jun-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସଭାଗୃହ ରେ ଓଡିଶା ମୋ ପରିବାର ଜୀବନବିନ୍ଦୁ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଫିରୋଜ ଖାନ , ଉପ ସଭାପତି ଉମାକାନ୍ତ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ ଶିବିରରେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ହାଜି ମୋହମ୍ମଦ

ଆୟୁବ ଖାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ ଓ ପୂଜାର୍ଚ୍ଚନା କରି ଶୁଭ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ , ବଣିକ ସଙ୍ଘ ସଭାପତି ସୁବାଷ ଜୈନ , ବରିଷ୍ଠ ବିଜେଡି ନେତା ମୁନିରାଜ ଜୈନ , ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଗୋପା ମହାନନ୍ଦ , କଣ୍ଟାବାଞ୍ଜି ମହିଳା ଜନ କଲ୍ୟାଣ ସେବା ସଂସ୍ଥା ର ପ୍ରୀତି ଜୈନ , ବିଜୟ ବଂଶଲ , ସୀମରନ କୌର ପ୍ରମୁଖ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡିର ସକ୍ରିୟ କାର୍ଯ୍ୟକର୍ତ୍ତା ବାବୁଲାଲ ଅଦା , ଦ୍ରୋପଦ ନାଏକ , ଝଲପ ସରପଞ୍ଚ ପ୍ରତିନିଧି ଗୋବିନ୍ଦ ପୁଟେଲ , ଅମିତ ସାହୁ , ପୂର୍ବତନ ବଣିକ ସଂଘ ସଭାପତି ସରୋଜ ଜୈନ , ପ୍ରବେଶ ଜୈନ, ସଚିନ ପଣ୍ଡା , ମନୋଜ ଚଣ୍ଡି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଯେମିତି ରାଜ୍ୟରେ ରକ୍ତ ପାଇଁ କାହାର ଜୀବନ ନ ଯିବ ସେ

ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ରାଜ୍ୟରେ ଏହି ଶିବିର କୁ ଆୟୋଜନ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାରୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଏଭଳି ଶିବିର ଆୟୋଜନ କରାଯାଉଥିବା ଅତିଥି ମାନେ ପ୍ରକାଶ କରିଥିଲେ । ଉକ୍ତ ଶିବିରରେ ମୋଟ ୪୧ ୟୁନିଟ ରକ୍ତ ସଂଗୃହୀତ ହୋଇଥିବା ବେଳେ କଣ୍ଟାବାଞ୍ଜି ବିଜୁ ପଟ୍ଟନାୟକ ରକ୍ତ ଭଣ୍ଡାରର ଡା: ପି.କେ ବାରିକ , କର୍ମଚାରୀ କୁନାଲ ଦାସ , ଶିବ କୁମାର ସାହୁ , ଗଜପତି ବେହେରା , ଦୁଙ୍ଗ ତାଣ୍ଡି , ପ୍ରଶାନ୍ତ ସାହୁ ପ୍ରମୁଖ ରକ୍ତ ସଂଗୃହୀତ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like