-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ମର୍ମନ୍ତୁଦ ସଡ଼କ ଦୁର୍ଘଟଣଣା ଟ୍ରକ-ସରକାରୀ ବସ ମୁହାଁମୁହିଁ

19-Jun-2022



ବରଗଡ:-ବରଗଡ଼, ବରପାଲି କବିପଡା ନିକଟରେ ଆଜି ଭୋରରୁ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ବସ ଓ ଟ୍ରକ ଡ୍ରାଇଭର ସମେତ ୪ ଜଣ ଗୁରୁତର ଆହତ ହୋଇ ବୁର୍ଲା ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ଭୋର  ୫ଟାରେ ମାଲକାନଗିରି ରୁ ଝାରସୁଗୁଡା ଅଭିମୁଖେ ଯାଉଥିବା ରାଜ୍ୟ ସଡକ ପରିବହନ ନିଗମର ବସ ଓଡି ଏଲ ୩୦୮୨ ନମ୍ବର ବସ ସହ ସମ୍ମୁଖରୁ ଆସୁଥିବା ଏକ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା। ଫଳରେ ଟ୍ରକ ଓ ବସ ଡ୍ରାଇଭର ଙ୍କ ସମେତ ଦୁଇ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ବରପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ଆଶୁ ଚିକିତ୍ସା ସକାଶେ ବରପାଲି ସରକାରୀ ଚିକିତ୍ସାଳୟ ରେ ଡ଼ାକ୍ତରଖାନାରେ ଭର୍ତି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like