-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ଯ ସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ପଶ୍ଚିମାଞ୍ଚଳ ମିଳିତ ଶ୍ରମିକ କର୍ମଚାରୀ ମଂଚ ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା

19-Jun-2022



ବଲାଙ୍ଗିର // ଆଜି ସ୍ଥାନୀୟ ମାରୱାଡି ସେବା ସଦନ ଠାରେ ରାଜ୍ଯ ସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ପଶ୍ଚିମାଞ୍ଚଳ ମିଳିତ ଶ୍ରମିକ କର୍ମଚାରୀ ମଂଚ ପକ୍ଷରୁ  ଫୁଲତୋଡା ଓ ଉପଢୌକନ ଦେଇ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ମଂଚ ର ପ୍ରତିଷ୍ଠାତା ସଭାପତି ପ୍ରମୋଦ କୁମାର ମିଶ୍ରଙ୍କ ପରିଚାଳନାରେ ଆୟୋଯିତ ଏହି ସଭାରେ ମଞ୍ଚର ସଭାପତି ମନୋରଞ୍ଜନ ସାହୁ, ଶ୍ରମିକ ନେତା  ତଥା ମଞ୍ଚର ସମ୍ପାଦକ ବିଭୂତି ଭୂଷଣ ବିନ୍ଧାଣୀ, ଶ୍ରମିକ ନେତା ରବି ମିଶ୍ର,ବିରେନ୍ଦ୍ର ବନଛୋର, ବିଭୂଦତ୍ତ ମିଶ୍ର ପ୍ରମୂଖ ଉପସ୍ଥିତ ରହି ରାଜ୍ୟସଭା ସାଂସଦ

ନିରଞ୍ଜନ ବିଶି ଙ୍କ ଉତ୍ତରୋତ୍ତର ରାଜନୈତିକ ଉନ୍ନତି କାମନା କରିଥିଲେ l ବିଭିନ୍ନ ଶ୍ରମିକ ସଂଗଠନ ସହ ସମନ୍ଵୟ ରକ୍ଷା କରି ସେ ଜିଲ୍ଲାର ଉନ୍ନତିରେ ନିଜକୁ ସଂଶ୍ଲିଷ୍ଟ କରିବା ପାଇଁ ଅନୁରୋଧ କରିଥିଲେ l  ଏହି ଅବସରରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ଶ୍ରୀ ବିଶି ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା
 

 ଲ ସମ୍ବର୍ଦ୍ଧନାର ପ୍ରତ୍ୟୁତ୍ତରରେ ଶ୍ରୀ ବିଶି ଏଣିକି ସାଧାରଣ ନାଗରିକଙ୍କ ଅଧିକାର ପାଇଁ  ରାଜରାସ୍ତାରେ ନୁହେ ପାର୍ଲାମେଣ୍ଟ ରେ ଲଢ଼େଇ ହେବ ବୋଲି କହିଥିଲେ l ଶ୍ରମିକ ସଂଗଠନ ସହିତ ଆଗରୁ ରହିଥିଲି ଓ ଆଗକୁ ମଧ୍ୟ ରହିବି ବୋଲି ଶ୍ରୀ ବିଶି ଦୃଢୋକ୍ତି ପ୍ରକାଶ କରିଥିଲେ l ଶେଷରେ ଯୁବ ନେତା ଡ଼ୋଲାମଣୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ସମ୍ବର୍ଦ୍ଧନା ସଭାରେ ପଶ୍ଚିମାଞ୍ଚଳ ବିଜୁଳି ଶ୍ରମିକ ସଂଗଠନ ସମେତ ବିଭିନ୍ନ ଶ୍ରମିକ ସଂଗଠନର ସଭ୍ୟ ଓ ଆାଦିବାସୀ ଭାଇ ଭଉଣୀ ମାନେ ଯୋଗ ଦେଇଥିଲେ 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like