-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗାଇସିଲେଟ ବ୍ଲକର ସଭାଗୃହ ରେ ଜରୁରୀ ବୈଠକ ଅନୁଷ୍ଠିତ

19-Jun-2022



ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କାର୍ଯ୍ୟାଳୟ ର ସଭା ଗୃହ ଠାରେ ଆଜି ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ ଙ୍କ ସଭାପତିତ୍ୱ ରେ ସ୍ଥାନୀୟ ପ୍ରସାଶନ ,ଗାଇସିଲେଟ ନାଗରିକ କମିଟି, ରାଜବୋଡାସମ୍ବର କୃଷକ ସଙ୍ଗଠନ ଗାଇସିଲେଟ ବ୍ଲକ ଏବଂ ବଣିକ ସଂଘ ଗାଇସିଲେଟ ଗାଇସିଲେଟ ଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ରାଜବୋଡାସମ୍ବର  କୃଷକ ସଙ୍ଗଠନ ଗାଇସିଲେଟ ୨୦୨୧ ଫସଲବୀମା କୁ ନେଇ  ବାରମ୍ବାର ଆନ୍ଦୋଳନ ,ତାଲା ବନ୍ଦ ସତ୍ବେ ଆଜି ପର୍ଯ୍ୟନ୍ତ ଗତ ଫସଲବୀମା ର କ୍ଷତି ପୁରଣ ମିଳିନଥିବା ଓ ଆଜି ପର୍ଯ୍ୟନ୍ତ ମରୁଡି ଘୋଷଣା ହୋଇନଥିବା ଦାବିକୁ ସମର୍ଥନ ଜଣାଇ ଆସନ୍ତା ତା ୨୦-୦୬-୨୦୨୨ ଦିନ ଗାଇସିଲେଟ ବ୍ଲକ ର ସମସ୍ତ ସରକାରୀ କାର୍ଯ୍ୟାଳୟ କୁ ତାଲା ବନ୍ଦ କରିବାକୁ ଘୋଷଣା କରିଥିଲେ କିନ୍ତୁ ଚାଷୀ ମାନଙ୍କର ଭେରୀଫିକେସନ ପ୍ରକ୍ରିୟା ଅଧୁରା ରହି ଯାଇଥିବାରୁ  ଏବଂ ଆସନ୍ତା କାଲି  ଜିଲ୍ଲାପାଳ ମହୋଦୟା ଅଭିଯୋଗ ଶୁଣାଣି ପାଇଁ ଗାଇସିଲେଟ ବ୍ଲକ କୁ ଆସୁଥିବା ରୁ ସମସ୍ତ ସାମାଜିକ ଅନୁଷ୍ଠାନ ରୁ ପ୍ରସ୍ତାବ ହୋଇ  ଜନ ସାଧାରଣ ଙ୍କର ସ୍ୱାର୍ଥ ଦୃଷ୍ଟିରୁ ୨୦ ତାରିଖ ତାଲାବନ୍ଦ କୁ ସ୍ଥଗିତ ରଖାଯାଇ ଆଜି ଏକ ପ୍ରତିନିଧି ଦଳ ଜିଲ୍ଳାପାଳ ସହିତ ଆଲୋଚନା କରି  ଏକ ଦାବିପତ୍ର ପ୍ରଦାନ କରିବା ପାଇଁ  ପ୍ରସ୍ତାବ ଗୃହୀତ ହୋଇଛି । ଯଦି ଏଥିରେ କୌଣସି ଫଳ ପ୍ରଦକ କାର୍ଯ୍ୟାନୁଷ୍ଠାନ ନହେଲେ ଆଗାମୀ ତା ୨୪ -୦୭-୨୦୨୨ ରିଖ ଦିନ ନାଗରିକ କମିଟି ର ଆହ୍ୱାନ କ୍ରମେ ପୁଣି ସମସ୍ତ ସାମାଜିକ ଅନୁଷ୍ଠାନ କୁ ନେଇ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରିବା ପାଇଁ ସ୍ଥିରୀକୃତ ହୋଇଛି ।ଏହି ବୈଠକ ରେ  ବିଡ଼ିଓ ପ୍ରବୀଣ କୁମାର ବଣୁଆ, ବଣିକ ବଣିକ ସଂଘ ଗାଇସିଲେଟ ର ସଭାପତି ଅମ୍ବିକା ପ୍ରସାଦ ତ୍ରିବେଦୀ, ରାଜବୋଡାସମ୍ବର କୃଷକ ସଙ୍ଗଠନ  ଗାଇସିଲେଟ ବ୍ଲକ ର ସଭାପତି ଅରବିନ୍ଦ ଚନ୍ଦ୍ର ପଣ୍ଡା  , ପ୍ରବୀଣ କୁମାର ପାଣିଗ୍ରାହୀ, ମଦନ ଦୀପ, ଦେବେନ୍ଦ୍ର  କୁମାର ଯୋଶୀ,ଶରତ କାଲୋ,ସରୋଜ ସାହୁ,ରଞ୍ଜନ କୁମାର ପଣ୍ଡା,ଗଜପତି  ସାହୁ,ଚୈତନ୍ୟ ସାହୁ,ମୋହନ ସିଂ ବରିହା, ସମାରୁ ସାହୁ  ଓ ଅନ୍ୟ ଚାଷୀ ମାନେ ଉପସ୍ଥିତ ଥିଲେ । ଶେଷରେ ପ୍ରବୀଣ କୁମାର ପାଣିଗ୍ରାହୀ ସମସ୍ତ ଧନ୍ୟବାଦ ଅର୍ପଣ ପରେ ବୈଠକ ସାଙ୍ଗ ହୋଇଥିଲା


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like