-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||     

HOME   ଜିଲ୍ଲା

କୁସୁମ ପ୍ରତିଭା ସମ୍ମାନ ଓ କୁସୁମ ଟିଭି ର ଶୁଭାରମ୍ଭ

19-Jun-2022



ବରଗଡ଼ -ବରଗଡ ସ୍ଥିତ ହୋଟେଲ ରୋୟଲ ପେଲେସ ଠାରେ କୁସୁମ ଟିଭି ପରିବାର ତରଫରୁ ବରଗଡର ଶାଖା କାର୍ଯ୍ୟାଳୟ ଉତ୍ଘଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ଶ୍ରୀ ଭୁବନେଶ୍ବର ପ୍ରଧାନ, କୁସୁମ ମଞୁରୀ ଦାସ, ଦୀପକ

ତ୍ରୀପାଠି, ଲଲାଟେନ୍ଧୁ, ଓ ସମାଜସେବୀ ସଞୁଲତା ସତପଥୀ ଯୋଗଦେଇ ଉଥ୍ଘାଟନ କରିଥିଲେ।ଏହି ଅବସରରେ ବରଗଡ ରେ ମହାମାରୀ ସମୟରେ ଲୋକଙ୍କୁ ସେବା କାଯ୍ୟ ପାଇଁ ୧୩ ଜଣ ପ୍ରତିଭା ମାନଙ୍କୁ ସମ୍ମାନିତ କରାଯାଇଥିଲା। ଓ ନିଷ୍ଠା ପରିବାରକୁ ସେବା ସମ୍ମାନ ପ୍ରଦାନ କରାଯାଇଥିଲା। କାଯ୍ୟକ୍ରମ ରେ ଜିଲ୍ଲା ପ୍ରତିନିଧି ମୁକୁନ୍ଦ ଦାଶ ଓ ବରଗଡ଼ ଟିମ୍ ସହଯୋଗ କରିଥିଲେ। ଶେଷରେ ସାମ୍ବାଦିକ ଆଶୁତୋଷ ରଥ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026

You Might Also Like