-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟପାଳ ପୁରସ୍କାର ପାଇଲେ ବୌଦ୍ଧ ଜିଲ୍ଲା ଶିକ୍ଷାଧିକାରୀ

19-Jun-2022



 ବୌଦ୍ଧ(ପ୍ରେରଣା ଖବର ବ୍ୟୁରୋ) ଆଜି  ଓଡିଶା ରାଜ୍ୟ ଭାରତ ସ୍କାଉଟ ଏବଂ ଗାଇଡ, ଭୁବନେଶ୍ଵର ତରଫରୁ ଜୟଦେବ ଭବନ   ଠାରେ ଆୟୋଜିତ ‘ରାଜ୍ୟ ପୁରସ୍କାର ଉତ୍ସବ’ ରେ ମହାମହିମ ରାଜ୍ୟପାଳ ପ୍ରୋଫେସର ଡଃ ଗଣେଶୀ ଲାଲ ମୁଖ୍ୟ ଅତିଥି ରୂପେ ଯୋଗଦାନକରି ଥିବାବେଳେ ଅନ୍ୟାନ୍ୟ ଅତିଥି ଭାବେ ଡଃ କାଳୀ ପ୍ରସାଦ ମିଶ୍ର ରାଜ୍ୟ ସ୍କାଉଟ ଗାଇଡ କମିଶନର,ଅନନ୍ତ ନାରାୟଣ ଜେନା ଭାଇସ ପ୍ରେସିଡେନ୍ଟ ସ୍କାଉଟ ଗାଇଡ ତଥା ବିଧାୟକ ଭୁବନେଶ୍ଵର, ଡଃ ମିନତୀ ବେହେରା ମହିଳା କମିଶନର, ନିରଞ୍ଜନ ରଥ ପ୍ରକାଶକ ସମାଜ, ଶାଶ୍ଵତ ମିଶ୍ର ରାଜ୍ୟପାଳଙ୍କ ପ୍ରିନ୍ସିପ୍ଯାଲ ସେକ୍ରେଟାରୀ,ଖାଦ୍ୟ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ,ମନୋରଞ୍ଜନ ମହାନ୍ତି ଭାଇସ ପ୍ରେସିଡେନ୍ଟ ସ୍କାଉଟ ଗାଇଡ ସମେତ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାରୁ ଯୋଗଦାନ କରିଥିବା କବ-ବୁଲବୁଲ,ସ୍କାଉଟ ଗାଇଡ,ରୋଭର ରେଞ୍ଜର ଓ ଗାଇଡ ଶିକ୍ଷକ ମିଶି ପ୍ରାୟ-୬୦୦ ଜଣ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

      ବୌଦ୍ଧ ଜିଲ୍ଲାର ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ୮ଜଣ କବ ଓ ୭ ଜଣ ବୁଲବୁଲ ଏହି ରାଜ୍ୟପାଳ ପୁରସ୍କାର ପାଇଥିବା ବେଳେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ମୋଟ ୯୮ ଜଣ ସ୍କାଉଟ ଗାଇଡ ରାଜ୍ୟପାଳ ପୁରସ୍କାର ପାଇବାରେ ସଫଳତା ହାସଲ କରିଥିବା ମୋଟ ୧୧୩ ଜଣ ସ୍କାଉଟ ଗାଇଡ ଓ କବ-ବୁଲବୁଲ ମାନଙ୍କ ତରଫରୁ ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ବସନ୍ତ କୁମାର ସାହୁଙ୍କ ନେତୃତ୍ଵରେ ବୁଲବୁଲ- ସୁହାନା ସ୍ଵାଇଁ ଓ କବ- ଓମ କୁମାର ନାୟକ ଏହି ରାଜ୍ୟପାଳ ପୁରସ୍କାର ଗ୍ରହଣ କରିବାର ସୌଭାଗ୍ୟ ଅର୍ଜନ କରିଥିଲେ  । 
   ରାଜ୍ୟର ୭ ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବିଭିନ୍ନ ସଫଳତା ପାଇଁ  ମହମହିମ ରାଜ୍ୟପାଳ ପୁରସ୍କୃତ କରିଥିଲେ ।  ରାଜ୍ୟରେ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ଜିଲ୍ଲାର ଡିଷ୍ଟ୍ରିକ୍ଟ କ୍ୟାମ୍ପୋରୀ ମଧ୍ୟରେ ରାଜ୍ୟର ସର୍ବୋତ୍ତମ କ୍ୟାମ୍ପୋରୀ ଭାବେ ବୌଦ୍ଧ ଜିଲ୍ଲାକୁ ଚୟନ କରାଯାଇ ଆଜି ଆୟୋଜିତ

ଏହି ରାଜ୍ୟ ପୁରସ୍କାର ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ଉଦୟ ନାଥ ମାଝି ଙ୍କ ସମେତ ଜିଲ୍ଲା କ୍ରୀଡା ନିରୀକ୍ଷକ ଶ୍ରୀ ଅନନ୍ଦ ବେହେରାଙ୍କୁ ମହା ମହିମ ରାଜ୍ୟପାଳ ପୁରସ୍କୃତ କରିଛନ୍ତି । ଏହି ସଫଳତା ପାଇଁ ଡିଷ୍ଟ୍ରିକ୍ଟ କ୍ୟାମ୍ପୋରୀ ସହ ସମ୍ପୃକ୍ତ ସମସ୍ତ ପ୍ରତିଭାଗୀ,ଆୟୋଜକ,କର୍ମଚାରୀ,ଟିମ ଲିଡର, ଓ ସମ୍ପୃକ୍ତ ଶିକ୍ଷକ,ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ ଜଣାଇଛନ୍ତି ।  ଏହା ବୌଦ୍ଧ ଜିଲ୍ଲା ପାଇଁ ଏକ ଗୌରବ ଆଣି ଦେଇଥିବାରୁ ଏଥିପାଇଁ ବିଭିନ୍ନ ମହଲରୁ ପ୍ରସଂଶାର ସୁଅ ଛୁଟୁଛି 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like