-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||     

HOME   ଜିଲ୍ଲା

ମୁଣ୍ଡୋଘାଟବନ୍ୟା ଆଶ୍ରୟସ୍ଥଳୀ  ଠାରେ ମଗଡ୍ରିଲ କାର୍ଯ୍ୟକ୍ରମ       

19-Jun-2022



 ଉଲୁଣ୍ଡାଗୌରଚନ୍ଦ୍ର ପରିଛା ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମୁଣ୍ଡୋଘାଟ ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ଜାରିରୀକାଳୀନ ବିଭାଗ ପକ୍ଷରୁ ମଗଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଡ଼ିଓ ହେମସାଗର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜରୁରୀକାଳୀନ ଅଧକାରୀ ପ୍ରୟାଶୀ ପଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବନ୍ୟା ବାତ୍ୟା ତଥା ଜରୁରୀ କାଳୀନ ପରିସ୍ଥିତିରେ ଲୋକଙ୍କୁ କିପରି ଉଦ୍ଧାର କରାଯିବ ସେ ଉପରେ ବୁଝାଇଥିଲେ l ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ କେସନ ଜଗଦଳା, ସମାଜସେବୀ କୃତିବାସ ମିଶ୍ର ଏବଂ ଏନଡିଆରଏଫ କମାଣ୍ଡର ୟୁ ଏସ ପ୍ରସାଦ ଯୋଗଦେଇ ଥିଲେ l ଏହି ଅବସରରେ କଟକ ମୁଣ୍ଡୁଳିରୁ ଆସିଥିବା ଏନଡିଆରଏଫର ଯବାନ ମାନେ ବିପର୍ଯ୍ୟୟ ପରିଚାଳନା ଉପରେ ବିଭିନ୍ନ ପ୍ରକାର କୌଶଳ ପ୍ରଦର୍ଶନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଏବିଡ଼ିଓ ଶୁଭ୍ରାଂଶୁ ଶେଖର ମଲ୍ଲିକ, ବିଏସଏସଓ କ୍ଷୀରୋଦ୍ର ରାୟ, ଜଳ ଓ ପରିମଳ ବିଭାଗର ଯନ୍ତ୍ରୀ ନିରଞ୍ଜନ ସାହୁ, ଯୁବମହାସଂଘର ସଭାପତି ପ୍ରମୋଦ ପଧାନଙ୍କ ସମେତ ଅଙ୍ଗନବାଡି କର୍ମୀ ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ l            


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026

You Might Also Like