-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ବଲାଙ୍ଗିିର ଜିଲ୍ଲା କରାଟେ ଅର୍ଗାନାଇଜେସନ ର ସମର କ୍ୟାମ୍ପ ଉଦ୍‌ଯାପିତ

19-Jun-2022



ବଲାଙ୍ଗିର// ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ ତରଫରୁ ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ କରାଟେ ସ୍କୁଲରେ ଚାଲିଥିବା ଗ୍ରୀଷ୍ମ କାଳିନ କରାଟେ ଓ ଟାଇକୋଣ୍ଡୋ ପ୍ରଶିକ୍ଷଣ ଶିବିର ଆଜି ଉଦ୍‌ଯାପିତ ହୋଇଯାଇଛି । ସ୍ଥାନୀୟ ପି.ପି.ଏକାଡେମୀ ହାଇସ୍କୁଲରେ ଅନୁଷ୍ଠିତ ଉଦ୍‌ଯାପନି ଉତ୍ସବର ସିଆରପିଏଫ୍ କମାଣ୍ଡେଣ୍ଟ ପବନ ତିୱାରି ମୁଖ୍ୟ ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଚେୟାରମେନ ଦେବକୀ ସାହୁ, ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ମନୋରଂଜନ ମିଶ୍ର ଓ ସ୍ୱେତା ତିୱାରି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀମାନଙ୍କୁ ମାନପତ୍ର ସହ ଉତ୍ସାହିତ କରିଥିôଲେ । ମୁଖ୍ୟ ଅତିଥି ଶ୍ରୀ ତିୱାରି କହିଥିଲେ ଯେ କରାଟେ ଓ ଟାଇକୋଣ୍ଡୋରେ ଦକ୍ଷତା ହାସଲ କରିଥିବା ଖେଳାଳିମାନଙ୍କୁ ପୋଲିସ ବିଭାଗର ଚାକିରି କ୍ଷେତ୍ରରେ ଅଧିକ ପ୍ରାଧାନ୍ୟ ଦିଆଯାଇଥାଏ । ଏହି କରାଟେ ଅନୁଷ୍ଠାନ ପାଇଁ ନିଜସ୍ୱ ଏକ ଇଣ୍ଡୋର ହଲର ବ୍ୟବସ୍ଥା ସରକାର କରିପାରିଲେ ଜିଲ୍ଲା ଯୁବ ଭାଇ ଭଉଣୀମାନେ କରାଟେ ଓ ଟାଇକୋଣ୍ଡୋରେ ନିଜର ଭବିଷ୍ୟତ ଗଠନ କରିବାରେ ସଫଳ ହୋଇ ପାରିବେ ବୋଲି କୋଚ ଅସୀମ ଭୋଇ ନିଜ ବକ୍ତବ୍ୟରେ କହିଥିଲେ । ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନର ପ୍ରତିଷ୍ଠାତା ତଥା ତାଇକୋଣ୍ଡୋ କୋଚ ଅସୀମ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମନପ୍ରୀତ କୌର ପରିଚାଳନା କରିଥିବା ବେଳେ ସୁଶାନ୍ତ ମୁଗ୍ରୀ, କରନ ନନ୍ଦ, ନରେନ୍ଦ୍ର ବରାଡ ଓ ଜୟନ୍ତ ମହାନ୍ତି ପ୍ରମୁଖ ସହଯୋଗ କରିଥିଲୋ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like