-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗାୟତ୍ରୀ ଶକ୍ତି ପୀଠ ଠାରେ ଜିଲ୍ଲାସ୍ତରୀୟ ଗୋଷ୍ଠୀ ଅନୁଷ୍ଠିତ

20-Jun-2022



ବଲାଙ୍ଗିର (ପ୍ରେରଣା ଖବର) ସ୍ଥାନୀୟ ଗୋପାଳଜି ମନ୍ଦିର ସ୍ଥିତ ଗାୟତ୍ରୀ ଶକ୍ତି ପୀଠ ଠାରେ ଜିଲ୍ଲା ସଂଯୋଜକ ଉଦୟ ନାଥ ପାତ୍ର ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ସ୍ତରୀୟ ଗୋଷ୍ଠୀ ଅନୁଷ୍ଟିତ ହୋଇଯାଇଛି। ଏହି ଗୋଷ୍ଟି ରେ ୧୦ ଗୋଟି ବ୍ଲକ୍ ରୁ ପରିଜନ ଓ ଜିଲ୍ଲା କମିଟି ର ସଦସ୍ୟ ମାନେ ଯୋଗ ଦେଇ ଗୁରୁଜୀ ଶ୍ରୀରାମ ଚନ୍ଦ୍ର ଶର୍ମା ଙ୍କ  ମହତ୍ଵ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଆଲୋଚନା ଓ ନିତି ନିର୍ଧାରଣ ସହିତ କାର୍ଯ୍ୟକ୍ରମ ସ୍ଥିର କରିଥିଲେ। ପୁରୀ ଠାରେ ଅନୁଷ୍ଟିତ ହେବାକୁ ଥିବା ପ୍ରଭୁ ଜଗନ୍ନାଥ ଙ୍କ ପବିତ୍ର ରଥଯାତ୍ରା ରେ ବଲାଙ୍ଗୀର ଗାୟତ୍ରୀ

ପରିବାର ତରଫରୁ  ସ୍ଵେଛାସେବୀ ପଠାଇ ସେବା କାର୍ଯ୍ୟ  କରିବା ପାଇଁ  ମତପ୍ରକାଶ ପାଇ ଏଦିଗରେ ନିଷ୍ପତ୍ତି ନିଆ ଯାଇଥିଲା। କରୋନା ମହାମାରୀ ଯୋଗୁ ଗତ ଦୁଇବର୍ଷ ହେଲା ମିଶନ କାର୍ଯ୍ୟ ରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରି ନଥିଲା ତେଣୁ ଆଗକୁ ଯେପରି ଅଗ୍ରଗତି ହୋଇପାରିବ ତାହାର ରୂପରେଖ ପ୍ରସ୍ତୁତି , ଗାୟତ୍ରୀ ମନ୍ଦିର , ଗ୍ରାମ ଗ୍ରାମରେ ଅଧିକ କେନ୍ଦ୍ର ସ୍ଥାପନ ଓ ଅଧିକ ପରିଜନ ସୃଷ୍ଟି ଉପରେ ଜୋର୍ ଦିଆ ଯାଇଥିଲା। ଚଳିତ ଜୁନ ମାସରେ ରାୟଗଡ଼ା ଠାରେ ୧୦ ଓ ୧୧ ତାରିଖ ଦିନ ନବ କୁଣ୍ଡିୟ ଗାୟତ୍ରୀ ଯଜ୍ଞ, ବୃକ୍ଷ ଗଙ୍ଗା ଅଭିଯାନ ଓ ୧୦୮ କୁଣ୍ଡୀୟ ଦୀପ ଯଜ୍ଞ ଗଙ୍ଗା ଦଶହରା ଓ ଗୁରୁଜୀ ଙ୍କ ମହା ପରାୟଣ ଦିବସ ଉପଲକ୍ଷେ ଅନୁଷ୍ଟିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାରୁ ୮ ଜଣ ଙ୍କୁ ମିଶନ କାର୍ଯ୍ୟ ରେ ସମର୍ପଣ ମନୋଭାବ ନେଇ କାର୍ଯ୍ୟ କରୁଥିବା ରୁ ସମ୍ମାନୀତ କରାଯାଇଥିଲା ସେମାନେ ହେଲେ ଜିଲ୍ଲା ସଂଯୋଜକ ଉଦୟନାଥ ପତ୍ର, ଜିଲ୍ଲା ସଂଗଠନ ବିଭାଗ ଟଙ୍କଧର କୁମ୍ଭାର, ଜଗଦୀଶ ପ୍ରସାଦ କେଡିଆ, ବିହାରୀ ସାଗ୍ରିଆ, ମୃତୁଞ୍ଜୟ ଜେନା,ଶେଷଦେବ ପଣ୍ଡା, ଜିରାମ ଅଗ୍ରୱାଲ ଓ ବଲାଙ୍ଗୀର ର ବୟୋଜ୍ୟେ୍ଠ ସଂଗଠକ ଯୁଗଳ କିଶୋର ଝା। ଯେଉଁମାନେ ଏଠାରେ ସେହି ଅବସର ରେ ଏଠାରେ

କାର୍ଯ୍ୟକ୍ରମ ପାଳନ ପାଇ ରାୟଗଡ଼ା ଯାଇ ପରି ନଥିଲେ ସେମାନଙ୍କୁ ଏଠାରେ ଆଜି ମାନପତ୍ର ପ୍ରଦାନ କରି ସମ୍ମାନୀତ କରା ଯାଇଥିଲା । ଆଜିର କାର୍ଯ୍ୟ କ୍ରମ ରେ ବଲାଙ୍ଗୀର ଗାୟତ୍ରୀ ପରିବାର ବିଭିନ୍ନ ବ୍ଲକ ର ବିବରଣୀ ନିଆଯିବା ସହିତ ବିଭିନ୍ନ ସ୍ତରରେ ମନ୍ତ୍ର ଲିଖନ ଘରେ ଘରେ ଯଜ୍ଞ କରାଯିବା ଓ ଗୋଷ୍ଟି ଆୟୋଜନ କରି ସମାଜରେ ପରିବାର ସଂସ୍କାରିତ ସହିତ ମିଶନ ସାହିତ୍ୟ ପ୍ରଚାର ପ୍ରସାର ଦିଗରେ ସଭ୍ୟ ମାନକୁ କୁହାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like