-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||     

HOME   ଜିଲ୍ଲା

ବର୍ଷା ଦିନରେ ଯୋଗ,ଯୋଗ ବିଛିନ୍ନ ହେଉଥିବା ଦୁଇ ସହର ମଧ୍ୟରେ ପୋଲ ନିର୍ମାଣ ହେବ କେବେ ?

20-Jun-2022



ବଲାଙ୍ଗୀର/ସଇଁତଲା(ସନ୍ତୋଷ କୁମାର ନାଏକ) :ବଲାଙ୍ଗୀର ଜିଲ୍ଲାର ସଇଁତଲା ରୁ ବଡ଼ମାଲ ଦେଇ ଟିଟିଲାଗଡ କୁ ସଂଯୋଗ କରୁଥିବା ରାସ୍ତା ରେ ଲାନ୍ତ ନଦୀ ରେ ପୋଲ ନିର୍ମାଣ ହୋଇ ନ ଥିବା ନେଇ ଦୀର୍ଘ ଦିନରୁ ଜନ ଅସନ୍ତୋଷ ବୃଦ୍ଧି ପାଉଛି । ପ୍ରକାଶ ଯେ, ଦୀର୍ଘ ବର୍ଷ ଧରି ଏହି ପୋଲ ନିର୍ମାଣ ପାଇଁ ଦାବି ହୋଇ ଆସୁଥିବା ବେଳେ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ । ସାଧାରଣ ଲୋକ ଙ୍କ ପାଇଁ ଆଗାମୀ ବର୍ଷା ଋତୁରେ ପ୍ରତିବର୍ଷ ପରି ଯୋଗା, ଯୋଗ ବିଚ୍ଛିନ୍ନ ହେବା ନେଇ ଏବେଠୁ ସମସ୍ୟା ସୃଷ୍ଟି ହେଉଛି । ସାଧାରଣ ଲୋକେ ବାଧ୍ୟ ହୋଇ ୨୫ କି,ମି ଦୂର ଫପସି ଗ୍ରାମ  ଦେଇ ଯିବା ଆସିବା କରିଥାନ୍ତି । ଏପରି କି ଆମ୍ବୁଲାନ୍ସ ଗୁଡ଼ିକ ଏହି ଦୀର୍ଘ ରାସ୍ତା ଅତିକମ କରି ଯାଉଥିବା ବେଳେ ଅନେକ ଙ୍କ ଉକ୍ତ ଆମ୍ବୁଲାନ୍ସ ରେ ମୃତ୍ୟୁ ଘଟିଥିବା ନଜିର ରହିଛି ।  ଆଗାମୀ ବର୍ଷା ସମୟରେ ସାଧାରଣ ନିର୍ମାଣ କରିଥିବା ମାଟି ରାସ୍ତା ଧୋଇ ହୋଇଯିବା ସାର ହେବ । ସରକାର ଉନ୍ନତି ନେଇ ଡିଣ୍ଡିମ ପିଟୁଥିବା ବେଳେ ସ୍ୱାଧୀନତା ର ଏତେ ବର୍ଷ ପରେ ମଧ୍ୟ ଏପରି ଅପହଞ୍ଚ ହୋଇ ପଡୁଥିବା ଅଞ୍ଚଳରେ ଏକ ପୋଲ ନିର୍ମାଣ ନ କରିବା ସରକାର ଙ୍କ ବେଖାତିର ମନୋଭାବ ର ସ୍ପଷ୍ଟ ପ୍ରମାଣ ଅଟେ । ଏ ଦିଗରେ ତୁରନ୍ତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲ ରୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026

You Might Also Like